-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ଜିଲ୍ଲା

ସୋନପୁର : ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଜ଼ିଲ୍ଲାପାଳ ମୋନୀଷl ବାନାର୍ଜୀ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ

30-Jun-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଜ଼ିଲ୍ଲାପାଳଙ୍କ ସଭା ଗୃହ ଠାରେ ଜ଼ିଲ୍ଲାପାଳ  ଶ୍ରୀମତୀ ମୋନୀଷା ବାନାର୍ଜୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l  ଅତିରିକ୍ତ ଜିଲ୍ଲପାଳ ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ବୀରମହାରାଜପୁର ଉପ- ଜ଼ିଲ୍ଲାପାଳ ଶ୍ରୀ ଅଶୋକ ଭୋଇ 

ସ୍ୱାଗତ  ଅଭିଭାଷଣ ପ୍ରଦାନ କରିଥିଲେ l ପି ଡ଼ି ଡି ଆର ଡ଼ି ଏ  ଶ୍ରୀ ଡୋଳାମଣି ପଟେଲ, ଅତିରିକ୍ତ ଏସ ପି  ଉତ୍କଳ କେଶରୀ ଦାଶ,  ବିଭିନ୍ନ ବିଭାଗର ଜ଼ିଲ୍ଲା ସ୍ତରୀୟ  ଅଧିକାରୀଙ୍କ ସମେତ  ଜ଼ିଲ୍ଲାର ସମସ୍ତ  ବି ଡ଼ି ଓ, ତହସିଲଦାର, ଜ଼ିଲ୍ଲାପାଳ ଅଫିସ ର ବରିଷ୍ଠ ଅଧିକାରୀ, କର୍ମଚାରୀ ଯୋଗ ଦେଇ ଜ଼ିଲ୍ଲାପାଳ ଶ୍ରୀମତୀ  ବାନାର୍ଜୀଙ୍କ କାର୍ଯ୍ୟଶୈଳୀ ଆଗାମୀ ଦିନରେ   ଆମ ସମସ୍ତ ଙ୍କୁ ପ୍ରେରଣା ଓ ଉତ୍ସାହ ପ୍ରଦାନ କରିବ  ବୋଲି ନିଜ ନିଜ ର ମତ ରଖି  ଉଜ୍ବଳ ଭବିଷ୍ୟତ ପାଇଁ ଶୁଭକାମନା ଜଣାଇଥିଲେ l  ପ୍ରଶାସନ ପକ୍ଷରୁ ପୁଷ୍ପ ଗୁଚ୍ଛ ସହିତ ଏକ ସ୍ମୁତି ଫଳକ  ପ୍ରଦାନ କରି  ଜ଼ିଲ୍ଲାପାଳ ଶ୍ରୀମତୀ ବାନାର୍ଜୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ l ଶେଷରେ ଜ଼ିଲ୍ଲାପାଳ ଶ୍ରୀମତୀ ବାନାର୍ଜୀ  ଆପଣ ମାନଙ୍କ ସମସ୍ତଙ୍କ ଦୃଢ ମନୋବଳ,  ସହଯୋଗ ଓ କର୍ମ ତପ୍ତରତା ଲାଗି ଜ଼ିଲ୍ଲାର ସାମୁହିକ ବିକାଶ ସମ୍ଭବ ହୋଇ ପାରିଛି ବୋଲି ମତ ରଖି ସଭାରେ ଉପସ୍ଥିତ ସମସ୍ତ ଅଧିକାରୀ, କର୍ମଚାରୀଙ୍କୁ କୃତଜ୍ଞତା ଜଣାଇ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ କରିଥିଲେ l  ସୋନପୁର ଉପ ଜ଼ିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କହଁର  

ଧନ୍ୟବାଦ ଅର୍ପଣ କରିଥିଲେ l ଆଜି ଏବେ  ନୁଆଁ ଜ଼ିଲ୍ଲାପାଳ ସ୍ଥାନୀୟ ସର୍କିଟ ହାଉସ ଠାରେ  ପହଞ୍ଚି ଥିବା ଓ  ଆସନ୍ତା କାଲି ଦିବା 10 ଘଣ୍ଟା ବେଳେ ସୁବର୍ଣ୍ଣପୁର ର ନୂତନ ଜ଼ିଲ୍ଲାପାଳ ଅବୋଲି ସୁନୀଲ ନର୍ଭଣେ ଯୋଗ ଦେବେ ବୋଲି ଆଜି ସୂଚନା ଓ ଲୋକ ସମ୍ପର୍କ ବିଭାଗରୁ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like