-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||     

HOME   ରାଜ୍ୟ

ବଲାଙ୍ଗୀରରେ “ଅରୁନ୍ଧତୀ ଵେଲର୍ସ” ର ଜୁଲାଇ ୨ ତାରିଖ ଠାରୁ ନୂତନ ଫ୍ଲାଗସିପ୍ ଗହଣା ସୋରୁମ୍ ର ଶୁଭାରାମ୍ଭ ଓ ସାମାଜିକ କ୍ଷେତ୍ରରେ ଉନ୍ନତି ପାଇଁ “ଅରୁନ୍ଧତୀ ଫାଉଣ୍ଡେସନ୍”ର ଗଠିତ

01-Jul-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର ) : ଓଡିଶାର ପ୍ରମୁଖ ସୁନା ଗହଣା ବ୍ରାଣ୍ଡ ଅରୁନ୍ଧତୀ କେଲର୍ସ ତରଫରୁ ଆସନ୍ତା ଜୁଲାଇ ମାସ ୨ ତାରିଖ ଶୁକ୍ରବାର ପୂର୍ବାହ୍ନ ଘ.୧୧.୩୦ ମି ଠାରୁ ବଲାଙ୍ଗୀର ଠାରେ ତା’ର ନୂତନ ଓ ଅତ୍ୟାଧୁନିକ ଫ୍ଲାଗସିପ୍ ଗହଣା ସୋରୁମ୍‌ର ଶୁଭରାମ୍ଭ କରିବାକୁ ଯାଉଅଛି । ଅଜି ଏକ ପ୍ରେସ୍ ବାର୍ତ୍ତାରେ ଅରୁନ୍ଧତୀ ଜ୍ବେଲେର୍ସ ପରିଚାଳନା ନିର୍ଦ୍ଦେଶକ ଶ୍ରୀଯୁକ୍ତ ବ୍ରହ୍ମାନନ୍ଦ ମେହେର ଏହି ସୂଚନା ଦେବା ସହ ପ୍ରକାଶ କରିଛନ୍ତି ଯେ ଅରୁନ୍ଧତୀର ସଫଳ ଯାତ୍ରା ୨୧ବର୍ଷ ପୂର୍ବରୁ ବଲାଙ୍ଗୀରର ପବିତ୍ର ମାଟିରୁ ଆରମ୍ଭ ହୋଇଥିଲା । ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା, ଆଶୀର୍ବାଦ ଓ ଅରୁନ୍ଧତୀ ଉପରେ ଥିବା ପ୍ରଗାଢବିଶ୍ୱାସ କୁ ପାଥେୟ କରି ଅରୁନ୍ଧତୀ ଆଜି ସାରା ଓଡିଶାର ଏକ ପ୍ରତିଷ୍ଠିତ ଅଗ୍ରଣୀ ସୁନା ଗହଣା ବ୍ରାଣ୍ଡ ଭାବରେ ମାନ୍ୟତା ପାଇପାରିଛି । ଗତ ୨୧ବର୍ଷ ଧରି ସୁନା ଗହଣା ମାନରେ ସୁଦ୍ଧତା, କାରୁକାର୍ଯ୍ୟତା, ସଠିକ ବ୍ୟବସାୟୀକ ପଦକ୍ଷପ ଓ ତା ମଧ୍ୟରେ ସଂପୂର୍ଣ୍ଣ ସବୁତା ଅବଲମ୍ବନ କରିବା ସହ ଗ୍ରାହକ ସେବାରେ ଆତ୍ମୀୟତାର ଭାବକୁ ଆଧାର କରି ଅରୁନ୍ଧତୀ ଆଜି ଓଡ଼ିଶାର ଜନମାନସଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ନେଇପାରିଛି ଓ ପ୍ରତିଟି ଘରର ଏକ ଅଂଶବିଶେଷ ହୋଇପାରିବା ସହ ବିଭିନ୍ନ ସମୟରେ ଜାତୀୟ ଓ ଅର୍ନ୍ତଜାତୀୟ ପୁରସ୍କାରରେ ପୁରସ୍କୃତ ହୋଇ ସମସ୍ତଙ୍କ ପାଇଁ ଗୌରବ ଆଣିପାରିଛି ।

ଅରୁନ୍ଧତୀର ନୂତନ ଓ ଅତ୍ୟାଧୁନୀକ ଫ୍ଲାଗସିପ୍ ସୋରୁମ୍ ୫୦୦୦ ବର୍ଗଫୁଟ ପରିମିତ ଏବଂ ଏହା ମଧ୍ୟରେ ସର୍ବୋତ୍ତମ ଡିଜାଇନ୍ ଓ ସଂପୂର୍ଣ୍ଣ ହଲମାର୍କ ସୁଦ୍ଧତାଯୁକ୍ତ ସୁନା ଗହଣା, ହୀରା ଗହଣା, ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ରୂପା ଗହଣା ଓ କଳାକୃତି, ପ୍ରିମିୟମ ବ୍ରାଣ୍ଡ ହାତଘଣ୍ଟାର ସମ୍ଭାର ରଖାଯିବା ସହ ଅରୁନ୍ଧତୀ ଜ୍ବେଲର୍ସ ତରଫରୁ ରାଜ୍ୟର ସର୍ବ ପ୍ରଥମ ଗହଣା ବ୍ରାଣ୍ଡ ଭାବରେ ଏକ ନିଆରା ଗ୍ରାହାକ ସେବା' 5 STAR PROMISE 'ର ଶୁଭାରାମ୍ଭ କରାଯାଉଅଛି ।

ଏହି ନୂତନ ସୋରୁମ୍ ଶୁଭରାନ୍ତ ଅବସରରେ ଆଗାମୀ ରଥ ଯାତ୍ରା ପର୍ଯ୍ୟନ୍ତ ଅରୁନ୍ଧତୀ ଜ୍ବେଲର୍ସ ତରଫରୁ ଅର୍କଷଣୀୟ ଅଫର ଯଥା ରେଗୁଲାର ହଲମାର୍କ ସୁନା ଗହଣା ଉପରେ ଫ୍ଲାଟ୍ ୩୯୯ ଗଢା ମଜୁରୀ ଓ ପ୍ରତ୍ୟକ କ୍ରୟରେ ଆକର୍ଷଣୀୟ ଉପହାର ରଖାଯାଇଅଛି ।

ଏହି ବିଶେଷ ମୁହୂର୍ତ୍ତକୁ ଅବିସ୍ମରଣୀର କରିବା ପାଇଁ ଅରୁନ୍ଧତୀ ଗ୍ରୁପ ତରଫରୁ “ଅରୁନ୍ଧତୀ ଫାଉଣ୍ଡେସନ୍” ର ଘୋଷଣା କରାଯାଇଛି ଯାହା ମାଧ୍ୟମରେ ଆଗାମୀ ଦିନରେ ସମାଜର ବିଭିନ୍ନ ଶ୍ରେଣୀର ଲୋକମାନଙ୍କୁ ବିଭିନ୍ନ ନିଶୃକ ସେବା ଯୋଗାଇଦେବା ସହ ସମାଜର ବିଭିନ୍ନ ଜନମଙ୍ଗଳକାରୀ କାର୍ଯ୍ୟକ୍ରମ ମାନଙ୍କରେ ପ୍ରମୁଖ ସହଭାଗିତା ଗ୍ରହଣ କରିବ ବୋଲି ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026

You Might Also Like