-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||     

HOME   ଜିଲ୍ଲା

ବଞ୍ଚିତ ଚାଷୀଙ୍କ ଧାନବିକ୍ରି ସମସ୍ୟା ସମାଧାନ ନହେବl ପର୍ଯ୍ୟନ୍ତ ତହସିଲ କାର୍ଯ୍ୟାଳୟକୁ ସମ୍ପୂର୍ଣ ଅଚଳ କରି ପୁଣି ଚାଷୀ ଓ କଂଗ୍ରେସର ଧାରଣା ଆରମ୍ଭ

01-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : କେତେବେଳେ ପ୍ରାକୃତିକ ବିପର୍ଯ୍ୟୟର ସାମନା ତ ଆଉ କେତେବେଳେ ପାଣି ସମସ୍ୟା ଏବଂ ଖରା, ବର୍ଷା ଓ ଶୀତ କୁ ସହି ହାଡ଼ଭଙ୍ଗା ପରିଶ୍ରମ କରି ବହୁ କଷ୍ଟରେ ଧାନ ଉପାର୍ଜନ କରି ଦୁନିଆ କୁ ଯୋଗାଉଥିବା ଆହାର ଚାଷୀଙ୍କ ଧାନବିକ୍ରି ସମସ୍ୟାର ସମାଧାନ ପ୍ରତି ନୀରବଦ୍ରଷ୍ଟା ଜିଲ୍ଲା ପ୍ରଶାସନ ଓ ନିଲ୍ଲଜ ରାଜ୍ୟସରକାର ଯେତେ ଦିନ ପର୍ଯ୍ୟନ୍ତ ସମାଧାନ ନ କରନ୍ତି ସେତେଦିନ ପର୍ଯ୍ୟନ୍ତ ଚାଷୀଙ୍କ ସ୍ବାର୍ଥ ପାଇଁ କଂଗ୍ରେସ ଦଳ ବିନିକା ତହସିଲ କାର୍ଯ୍ୟାଳୟକୁ ଅଚଳ କରି ଆନ୍ଦୋଳନ ଜାରି ରଖିବ ବୋଲି ପୁଣି ଆଜିଠାରୁ ବିନିକା ତହସିଲ ଦମ୍ଭୁଖରେ ବସିଥିବା ଧାରଣାରତ ଚାଷୀ ଓ କଂଗ୍ରେସ କର୍ମୀ ପ୍ରଶାସନ କୁ କଡ଼ା ଚେତାବନୀ ଦେଇ କହିଛନ୍ତି l ସୂଚନା ଯୋଗ୍ୟ ଯେ ଅଞ୍ଚଳରେ ଚାଷୀଙ୍କ ଧାନବିକ୍ରି ସମସ୍ୟା ନେଇ ଲଗାତାର ୬ଦିନଧରି ଧାରଣା,ବିନିକା ବନ୍ଦପାଳନ ତହସିଲ କାର୍ଯ୍ୟାଳୟ ଭିତରେ ଧାନବସ୍ତା ଭରି ଅଫିସକୁ ଅଚଳ ରଖିବା,ରାସ୍ତାରୋକ ଆନ୍ଦୋଳନ ଆଦି କରାଯାଇଥିବା ସତ୍ତ୍ବେ ବି ପ୍ରଶାସନ ପକ୍ଷରୁ ଅଦ୍ୟାବଧି  ଚାଷୀଙ୍କ ଧାନବିକ୍ରି ସମସ୍ୟା ସମାଧାନ ଦିଗରେ କୌଣସି ପଦକ୍ଷେପ ନିଆ ଯାଇ ନଥିବାରୁ ଦିନକୁଦିନ ପରିସ୍ଥିତି ଆହୁରି ଭୟଙ୍କର ହେବାରେ ଲାଗିଛି l ପ୍ରଶାସନ ତରଫରୁ ଦିଆଯାଇଥିବା ସମୟ ସୀମା ଅର୍ଥାତ୍ ୩୦ ଜୁନ ଚାଷୀଙ୍କ ଠୁ ଧାନ କିଣିବା ର ଶେଷଦିନ ଥିଲା l କିନ୍ତୁ ଅତ୍ୟନ୍ତ ପରିତାପର ବିଷୟ ବର୍ତ୍ତମାନ ବି ବିନିକା ତହସିଲ ଅଞ୍ଚଳର ବହୁ ଚାଷୀଙ୍କ ଧାନ ବିକ୍ରି ନ ହୋଇ ପଡିରହିଥିବା ରୁ ଚାଷୀ ଜଣ କରିବ,କିପରି ଶୁଝିବ ସାହୁକାରର ଋଣ,ଖରିଫ ଚାଷ କରି ପାରିବ କି ନାହିଁ ସେ ଚିନ୍ତାରେ ଏବେ ଚାଷୀମାନଙ୍କ ଅବସ୍ଥା ସାଙ୍ଘାତିକ ଆଡ଼କୁ ଗତି କଲାଣି l ଅନ୍ୟ ପକ୍ଷରେ ବଞ୍ଚିତ ଚାଷୀଙ୍କ ଧାନବିକ୍ରି ନ ହେବା ପର୍ଯ୍ୟନ୍ତ ଚାଷୀଙ୍କ ସ୍ବାର୍ଥ ପାଇଁ କଂଗ୍ରେସ ଦଳ ଦାବି ହାସଲ ଯାଏ ଲଢେଇ ଜାରି ରଖିବ ଏବଂ ଦରକାର ପଡ଼ିଲେ ଭୟାବହ ଆନ୍ଦୋଳନାତ୍ମକପନ୍ଥା ଅବଲମ୍ବନ କରିବ ବୋଲି ଦଳ ତରଫରୁ ନିଷ୍ପତି ନିଆଯାଇ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ବ୍ଲକ କଂଗ୍ରେସ ସଭାପତି ରବିନ୍ଦ୍ର କୁମାର ହୋତା ସୂଚନା ଦେଇଛନ୍ତି l ଅନୁଷ୍ଟିତ ଏହି ଧାରଣାରେ ଜିଲ୍ଲା କିଶାନ କ୍ଷେତ ସଭାପତି ନରେନ୍ଦ୍ର ପଣ୍ଡା,ରାଜ୍ୟ ଛାତ୍ର କଂଗ୍ରେସ ସାଧାରଣ ସଂପାଦକ ଗୋବିନ୍ଦା ଝାଂକର,ବରିଷ୍ଠ କଂଗ୍ରେସ ନେତା ରାଘବ ଦାସ,ସୁଧାଂଶୁ ପଣ୍ଡା,ପ୍ରଦୀପ ସେଠୀ,ସୁମନ୍ତ ସାହୁ,ଗୋପୀନାଥ ପଣ୍ଡା, ଟିକୁ ହୋତା,ନରେନ୍ଦ୍ର ସାହୁ,ବିଜୟ ଭୋଇ,ରୁଦ୍ର ନାରାୟଣ ସାହୁ,ସପନେଶ୍ୱର ପୃଷ୍ଟି,ହରିହର ଛନ୍ଦ,ସୈାମିତ୍ରି ତରିଆ,ରାଧାମୋହନ ଭୋଇ,ଶିବ ପ୍ରସାଦ ଖମାରୀ,ମହେନ୍ଦ୍ର ଥନାପତି ପ୍ରମୁଖଙ୍କ ସମେତ ଅଞ୍ଚଳର ବିଭିନ୍ନ ସ୍ଥାନରୁ ବହୁ ଚାଷୀ ସାମିଲ ହୋଇଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026

You Might Also Like