-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ପ୍ରେସ କ୍ଲବ ବାର୍ଷିକ ଉତ୍ସବ ଓ ମେଗା ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି ବୈଠକ

01-Jul-2021



କଣ୍ଟାବାଞ୍ଜି,-ଆନନ୍ଦ କୁମାର ମୋଟେ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ପ୍ରେସ କ୍ଲବ ପକ୍ଷରୁ ଚଳିତ ମାସ ୭ ତାରିଖ ପ୍ରଥମ ବାର୍ଷିକ ଉତ୍ସବ ପ୍ରେସ କ୍ଲବ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ । ଏନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରେସ କ୍ଲବ କାର୍ଯ୍ୟାଳୟ ଉଦଘାଟନ ଅବସରରେ ଯେମିତି ରକ୍ତଦାନ ଶିବିରର ଆୟୋଜନ ହୋଇଥିଲା । ଠିକ ସେହିପରି ଏକ ରକ୍ତଦାନ ଶିବିର ଆୟୋଜନ କରିବାର ସ୍ଥିର ହୋଇଯାଇଛି । ୨୦୨୦ ବର୍ଷ ରକ୍ତଦାନ ଶିବିରରେ ୧୨୮ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ବେଳେ ଚଳିତ ବର୍ଷ ରକ୍ତଦାନ ଶିବିରରେ ଅଧିକରୁ ଅଧିକ ଲୋକ ରକ୍ତଦାନ ଶିବିରରେ ସାମିଲ ହୋଇ ରକ୍ତଦାନ ଦାନ କରିବାକୁ ଆହ୍ୱାନ କରାଯାଇଛି । କଣ୍ଟାବାଞ୍ଜି ପ୍ରେସ କ୍ଲବ ଗଠନ କେବଳ ସାମ୍ବାଦିକ ମାନଙ୍କୁ ସୁରକ୍ଷା ପାଇଁ ତାହା ନୁହେଁ ଜନସେବା  କାର୍ଯ୍ୟ କରିବାକୁ ମଧ୍ୟ ଗଠନ କରାଯାଇଥିବା ପ୍ରେସ କ୍ଲବ ସଭାପତି ପ୍ରଭଜିତ ସିଂ ସାଲୁଜା କହିଛନ୍ତି । ପ୍ରେସ କ୍ଲବ ପକ୍ଷରୁ ଅନେକ ସମୟରେ ଜନସେବା କାର୍ଯ୍ୟ କରାଯାଇଥିବା ଦେଖାଯାଇଛି । ନିଶୁଲ୍ପ ଚକ୍ଷୁ ଚିକିତ୍ସା ଶିବିର , ବୃକ୍ଷ ରୋପଣ କାର୍ଯ୍ୟକ୍ରମ, ମାକ୍ସ ବଣ୍ଟନ, କୋଭିଡ ଟିକାକରଣ , କୋଭିଡ ସମୟରେ ମାଗଣା ଅକ୍ସିଜେନ ସେବା, ଅସହାୟ ଗରିବ ଲୋକଙ୍କୁ କରୋନା ସମୟରେ ରନ୍ଧ୍ୟା ଖାଦ୍ୟ ବଣ୍ଟନ ଭଲି ଅନେକ ସାମାଜିକ କାର୍ଯ୍ୟ କରିଥିବା ଦେଖାଯାଏ । ତେବେ ପ୍ରଥମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ସାଂସଦ କୁମାରି ସଂଗିତା ସିଂ ଦେଓ, ସମ୍ମାନିୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ପୁର୍ବତନ ବିଧାୟକ ହାଜି ମହମ୍ମଦ ଆୟୁବ ଖାଁ, ବିଶିଷ୍ଟ ଅତିଥି ଭାବେ ଓଟିଭି ପଶ୍ଚିମ ଓଡିଶା ବ୍ୟୁରୋ ହେଡ ମନରଞ୍ଜନ ଯୋଷି, ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ହରି ନାରାୟଣ ପୁଜାରି, ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରି ଜୟଦେବ ପାଣିଗ୍ରାହୀ ପ୍ରମୂଖ ଉପସ୍ଥିତ ରହିବେ ବୋଲି ସ୍ୱୀକୃତି ପ୍ରଦାନ କରିଛନ୍ତି । ଆଜିର ଏହି ପ୍ରସ୍ତୁତି ବୈଠକରେ ପ୍ରେସ  କ୍ଲବ କାର୍ଯ୍ୟକାରି ସଭାପତି ସୁରଦାସ ବାଗ, ସଂପାଦକ ପୁଷ୍ପକେତୁ ବେହେରା, ଉପସଭାପତି ରଶ୍ମି ରଂଜନ ପୁଟେଲ, ମନୋଜ ଶର୍ମା, ସହସଂପାଦକ ଦିପକ କୁମାର ଦାସ ୟାଦବ, ଅନିଲ ତ୍ରିପାଠି, କୋଷାଧ୍ୟକ୍ଷ କମଳଜିତ ସିଂ ମଖୀଜା, ପରାମର୍ଶଦାତା ଆଶିଷ ଖଇତାନ, ଦୁର୍ଗାପ୍ରସାଦ ଗୁପ୍ତା, ଅଶୋକ କୁମାର ଖମାରି, କାର୍ଯ୍ୟକାରି ସଦସ୍ୟ ଆନନ୍ଦ ମୋଟେ, ସୁଶାନ୍ତ ବେହେରା, ରୋହନ ମହତ, ବିସିକେଶନ ମାଝି, ସୁବ୍ରତ ମହାକୁଡ, ଦିପକ ପାଣିଗ୍ରାହୀ, ଜଗମୋହନ ତାଣ୍ଡି, ବିକାଶ ଅଗ୍ରୱାଲ , ଆଇନ ପରାମର୍ଶଦାତା ବିବେକ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026

You Might Also Like