ରାଜ୍ଯରେ ଆଜି ନୂଆ ୩୨୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
28-Sep-2020
ରାଜ୍ଯରେ ଆଜି ନୂଆ ୩୨୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୯୧୫ ଓ ଅନ୍ୟ ୧୩୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ରାଜ୍ଯରେ ଏଯାବତ୍ ୨,୧୨,୬୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ରାଜ୍ଯ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି!!