-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ରେ ବିଜେପି ପକ୍ଷରୁ ଚାଷୀ ସମସ୍ୟା ନେଇ ରାସ୍ତା ଅବରୋଧ

01-Jul-2021



ବୀରମହାରାଜପୁର : (ବିନୋଦ ପାଣ୍ଡେ ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଜେପି ପକ୍ଷରୁ    ଧାନକିଣା ଅଚଳାବସ୍ଥା କୁ ନେଇ ଆଜି  ବୀରମହାରାଜପୁର - ସୋନପୁର ମୁଖ୍ୟ ରାସ୍ତା କୁ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ନିକଟରେ ଅବରୋଧ କରାଯାଇଥିଲା । ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଙ୍କ ଆହ୍ଵାନ କ୍ରମେ ସୁବର୍ଣ୍ଣପୁର ଜିଲ୍ଲାପରିଷଦ ଅଧ୍ୟକ୍ଷା ଉଷା କୁମାରୀ ଙ୍କ ନେତୃତ୍ୱରେ ଆୟୋଜିତ ରାସ୍ତା ଅବରୋଧ ରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କିଶୋର ହୋତା,, ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ସନ୍ତୋଷ କୁମାର ଭୋଇ,ଜିଲ୍ଲା ଉପ ସଭାପତି ନଳିନୀ ପଣ୍ଡା, ଜିଲ୍ଲା ପରିଷଦ ସଦସ୍ୟା ରୋହିଣି ଡାଙ୍ଗ, ମଣ୍ଡଳ ସଭାପତି ହରିହର ପାତ୍ର, ଉଲୁଣ୍ଡା ମଣ୍ଡଳ ସଭାପତି ଆଦିତ୍ୟ ପୁରୋହିତ, ପ୍ରଶାନ୍ତ ଦଣ୍ଡସେନା, ରାଧା ଚରଣ ମେହେର, ସୁମନ୍ତ ଜଗଦଲା, ଏକଲବ୍ୟ ବେହେରା, ରମେଶ ପଣ୍ଡା, ଖିରସିନ୍ଧୁ ଭୋଇ, ବଳରାମ ଛନ୍ଦ, ଋଷିମଣି ପଧାନ ପ୍ରମୁଖ ବିଜେପି କାର୍ଯ୍ୟକର୍ତ୍ତା ଯୋଗଦେଇ ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତି ଓ ଟୁକନ ଅବଧି ସରିଯାଇଥିଲେ ତାକୁ ବଢ଼ାଇବା ଏବଂ ଚାଷୀ ମାନଙ୍କୁ ଠିକ ସମୟରେ ବିହନ ଓ ସାର ଯୋଗାଇ ଦେବାକୁ ଦାବୀ କରିଥିଲେ ।ରାଜ୍ୟ ସରକାର ଏଥିରେ ଅବହେଳା କଲେ ଆନ୍ଦୋଳନ ଜୋରଦାର କରାଯିବ ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026

You Might Also Like