-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||     

HOME   ଜିଲ୍ଲା

ପୁନନିଯୁକ୍ତି ଦାବି କଲେ ଚ୍ଛଟେଇ କମ୍ପ୍ୟୁଟର୍ ଶିକ୍ଷକ: ବଲାଙ୍ଗିର ଜିଲ୍ଲାପାଳଙ୍କ ମାର୍ଫତରେ ଶିକ୍ଷା ସଚିବଙ୍କୁ ଦେଲେ ଦାବିପତ୍ର

01-Jul-2021



ବଲାଙ୍ଗୀର, (ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଛଟେଇ କମ୍ପ୍ଯୁଟର ଶିକ୍ଷକ ସଂଘ ତରଫରୁ ଆଜି ଶିକ୍ଷା ସଚିବ ତଥା ଅଧୀକ୍ଷକ, OSEPA ଙ୍କ ଉଦ୍ଦେଶ୍ଯରେ ଜିଲ୍ଲାପାଳଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯାଇଛି l
ସୂଚନାଯୋଗ୍ୟ ଯେ, ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ଜିଲ୍ଲାର ୧୩୮ ତଥା ରାଜ୍ଯର ୪୦୦୦ କମ୍ପ୍ଯୁଟର ଶିକ୍ଷକ ୪୦୦୦ ସରକାରୀ ହାଇସ୍କୁଲରେ କାର୍ଯ୍ଯକରି ଆସୁଥିଲେ। ଏହି ଶିକ୍ଷକ ମାନେ ପିଲା ମାନଙ୍କୁ କମ୍ପ୍ଯୁଟର ଶିକ୍ଷା ଦେବା ସହିତ ସ୍କୁଲର ବିଭିନ୍ନ ଅନଲାଇନ କାମ ତଥା ମ୍ଯାଟ୍ରିକ୍ ମୂଲ୍ଯାୟନ ଏବଂ ନିର୍ବାଚନ ଡ୍ଯୁଟି ମଧ୍ଯ କରି ଆସୁଥିଲେ l କିନ୍ତୁ ଗତ ୨୦୧୯ ଏପ୍ରିଲ ମାସରୁ ସାରା ରାଜ୍ଯ ର ୪୦୦୦ କମ୍ପ୍ଯୁଟର ଶିକ୍ଷକଙ୍କୁ ରାଜ୍ଯ ସରକାର ଛଟେଇ କରି ଦେଇଥିବାରୁ ସେମାନେ ଦୁର୍ଦିନରେ କାଳାତିପାତ କରୁଛନ୍ତି l ସରକାରଙ୍କ ସହିତ ଗତ ୨ ବର୍ଷ ମଧ୍ଯରେ ଅନେକ ଥର ଆଲୋଚନା ହୋଇଥିଲେ ମଧ୍ଯ ବିଫଳ ହେବାରୁ ରାଜ୍ଯ ସଂଘ ଗତ ମେ ମାସ ୧୦ ତାରିଖରେ ଉଚ୍ଚ ନ୍ଯାୟାଳୟରେ ଏକ ରିଟ୍ ପିଟିସନ ଦାଖଲ କରିଥିଲା l ଯାହାକୁ ତର୍ଜମା କରିବା ପରେ ମାନ୍ଯବର ଉଚ୍ଚ ନ୍ଯାୟାଳୟ ରାଜ୍ଯ ସଂଘ ସପକ୍ଷରେ ରାୟଦେବା ସହିତ ୩ମାସ ମଧ୍ଯରେ ସମସ୍ଯାର ସମାଧାନ

କରିବା ପାଇଁ ରାଜ୍ଯ ସରକାରଙ୍କୁ ପରାମର୍ଶ ଦେଇଥିବାରୁ ୪୦୦୦ ଛଟେଇ କମ୍ପ୍ଯୁଟର ଶିକ୍ଷକଙ୍କ ମନରେ ପୁଣି ଚାକିରୀ ଫେରି ପାଇବା ପାଇଁ ଆଶା ସଞ୍ଚାର ହୋଇଅଛି l
ତେବେ ରାଜ୍ଯ ସରକାର ୪୦୦୦ ପିଲାଙ୍କ ଦୁଃଖ ବୁଝିବେ ଏବଂ ସେମାନଙ୍କୁ ପୁନଃନିଯୁକ୍ତି ପ୍ରଦାନ କରିବେ ବୋଲି ଜିଲ୍ଲାସଂଘ ର ସଭାପତି ଜ୍ଯୋତିର୍ମୟ ମିଶ୍ର କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026

You Might Also Like