-+91-9937148622 |

prerana_bgr@rediffmail.com |

  Tuesday 25th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||     

HOME   ଜିଲ୍ଲା

ସାଲେପୁରରେ ଅଏଲ୍ ଇଣ୍ଡିଆ କମ୍ପାନୀ ର ଶ୍ରମିକ ସନ୍ଦେହଜନକ ମୃତ୍ୟୁ

02-Jul-2021



ସାଲେପୁର: (ଦୀପକ କୁମାର ଷଡଙ୍ଗୀ )କଟକଲ୍ଲା ସାଲେପୁର ଅଂଚଳରେ ତୈଳ ସନ୍ଧାନକାରୀ ସଂସ୍ଥା ର ଜଣେ ଶ୍ରମିକ ଙ୍କ ମୃତ୍ୟୁ ଘଟିଛି । ମୃତ ଶ୍ରମିକ ଜଣଙ୍କ ହେଲେ west bengal ରାଜ୍ୟର ସୂର୍ଯ୍ୟ ସରକାର । ସଂସ୍ଥା ପକ୍ଷରୁ ସେ ସ୍ଥାନୀୟ ବାଲିସାହି ମଣ୍ଡପ ରେ ଅନ୍ୟ ଶ୍ରମିକ ମାନଙ୍କ ସହିତ କିଛିଦିନ ହେବ ରହି ଆସୁଥିଲେ । ଏକ ତୈଳ ସନ୍ଧାନ କାରୀ ସଂସ୍ଥାରେ ସେ ସାଲେପୁର ଅଂଚଳସାରା ବୁଲି ହେଉଥିବା ତୈଳ ସନ୍ଧାନ କାର୍ଯ୍ୟରେ ଶ୍ରମିକ ଭାବେ କାମ କରୁଥିଲେ ।  ତେବେ  ଆଜି ସନ୍ଧ୍ୟା ରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ ଖରାପ ହୋଇଯିବାରୁ ତାଙ୍କୁ ଅନ୍ୟ ଶ୍ରମିକ ମାନେ ମିଶି ସାଲେପୁର ଗୋଷ୍ଠିସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଥିଲେ ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣ କରିଛନ୍ତି । ତାଙ୍କ ମୃତ୍ୟୁ କେଉଁ କାରଣ ପାଇଁ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ । ମୃତ ଦେହର ପୋଷ୍ଟମର୍ଟମ ପରେହିଁ ପ୍ରକୃତ କାରଣ ଜଣାପଡିବ ବୋଲି ଡାକ୍ତର ସୂଚନା ଦେଇଛନ୍ତି । ଖବର ପାଇ ସାଲେପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026

You Might Also Like