-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୁହୂରମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||     

HOME   ଜିଲ୍ଲା

ବନମହୋତ୍ସବ ସପ୍ତାହ ପାଳନ ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ୭୨ତମ ବନମହୋତ୍ସବ - "ଗଛ ବଞ୍ଚିଲେ ଆମେ ବଂଚିବା" -ମହୋତ୍ସବ ଅବସରରେ ମୁଖ୍ୟ ଅତିଥି ମାନ୍ୟବର ମନ୍ତ୍ରୀଙ୍କ ଗୁରୁତ୍ୱାରୋପ,

02-Jul-2021



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ) : ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସୁବର୍ଣ୍ଣପୁର  ତରଫରୁ ଜିଲ୍ଲା ସ୍ତରୀୟ ୭୨ତମ ବନମହୋତ୍ସବ ସୋନପୁର ସହର ନିକଟସ୍ଥ ଝିଙ୍କି ଠାରେ ଅନୁଷ୍ଠିତ ହୋଇଯାଇଛି l ଯୋଜନା, ସଂଯୋଜନା, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଗଛ ବଞ୍ଚିଲେ ଆମେ  ବଞ୍ଚିବl ବୋଲି କହିବା ସହ ଅଧିକରୁ ଅଧିକ ବୃକ୍ଷରୋପଣ କରାଯିବl ଉପରେ ଗୁରୁତ୍ୱlରୋପ କରିଛନ୍ତି l ଏହି ମହୋତ୍ସବ ଅବସରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ, ଆରକ୍ଷୀ  ଅଧୀକ୍ଷକ ସୀତାରାମ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ  ସୂର୍ଯ୍ୟନାରାୟଣ ଦାଶ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ l ସୁବର୍ଣ୍ଣପୁର  ବନଖଣ୍ଡ  ଅଧିକାରୀ ସୁଶାନ୍ତ କୁମାର ସାମନ୍ତରାୟଙ୍କ ଅଧ୍ୟକ୍ଷ୍ୟତାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏ ସି ଏଫ  ସୁଶୀଲ କୁମାର ତ୍ରିପାଠୀ ମଞ୍ଚ ପରିଚାଳନାଓ ଧନ୍ୟବାଦ ଅର୍ପଣ  କରିଥିଲେ l ବୃକ୍ଷ ଓ ପ୍ରକୃତିକୁ ଭଲ ପାଇ ବୃକ୍ଷ ରୋପଣ ଓ ଉଚିତ  ରକ୍ଷଣlବେକ୍ଷଣ ସହ ଜଙ୍ଗଲ ସୃଷ୍ଟି କରି ପରିବେଶକୁ  ସୁସ୍ଥ ଏବଂ ଶୃଙ୍ଖଳିତ ରଖିବାରେ ଉଲ୍ଲେଖନୀୟ  କାର୍ଯ୍ୟ କରିଥିବା ହେତୁ ବୀରମହାରାଜପୁର ଉପଖଣ୍ଡ,  ବାଘପାଲି ବନ ସଂରକ୍ଷଣ ସମିତି ଓ ସୋନପୁର ଉପଖଣ୍ଡ କନ୍ଧପାଲି ବନ ସଂରକ୍ଷଣ ସମିତିଙ୍କୁ ମୁଖ୍ୟ ଅତିଥି ତଥା ସମ୍ମାନିତ ଅତିଥି ବୃନ୍ଦ ଉଭୟଙ୍କୁ  ବିଜୁ ପଟ୍ଟନାୟକ ମାନପତ୍ର ସହ ୨0, 000 ଟଙ୍କା ପୁରସ୍କାର ରାଶି  ପ୍ରଦାନ କରିଥିଲେ l ସମସ୍ତ ଅତିଥି ବୃନ୍ଦ ଏହି ଅବସରରେ ବୃକ୍ଷ ରୋପଣ କରି "ଗଛ ଲଗାଇବା ଜୀବନ ବଞ୍ଚାଇବା" ଉପରେ ବିଶେଷ  ଗୁରୁତ୍ୱlରୋପ କରିଛନ୍ତି l  ବନମହୋତ୍ସବ ସପ୍ତାହ ପାଳନ   ଚଳିତ ମାସ  ୧ ତାରିଖରୁ ଆରମ୍ଭ ହୋଇଥିବା ବେଳେ ଜୁଲାଇ ୭ ତାରିଖ ରେ ସମାପନ ହେବ l ଏହି ସମୟ ମଧ୍ୟରେ ଜିଲ୍ଲାର ସୋନପୁର, ଉଲୁଣ୍ଡା, ଓ ବିନିକା ବନ ସୁରକ୍ଷା ସମିତି ତରଫରୁ ପ୍ରତ୍ୟେକ ୨୫ ସମିତି (ସମୁଦାୟ ୭୫ ସମିତି) ମାଧ୍ୟମରେ ସ୍ଥାନୀୟ ଜନ ପ୍ରତିନିଧି, ଭିଏସଏସ କର୍ମକର୍ତ୍ତା ଙ୍କ ସହଯୋଗରେ ୮ଲକ୍ଷ ୧୬ ହଜାର ୧୨0  ବିଭିନ୍ନ କିସମର ଜଙ୍ଗଲୀ ଦୀର୍ଘସ୍ଥାୟୀ, ଫାଶି, ଜାମୁ, କରଞ୍ଜ,ନିମ୍ୱ ତଥା ଔଷଧୀୟ ବୃକ୍ଷ ରୋପଣ କରାଯିବlର କାର୍ଯ୍ୟକ୍ରମ ରହିଛି l 
ଆଜିର ଏହି ଅବସରରେ  ନିକଟସ୍ଥ ବନ ସଂରକ୍ଷଣ ସମିତିର କର୍ମକର୍ତ୍ତା, ବୁଦ୍ଧିଜୀବୀ, ସାମ୍ବାଦିକ, ଜିଲ୍ଲାସ୍ତରୀୟ ଅଧିକାରୀ, ବନ କର୍ମଚାରୀ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁହୂରମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026

You Might Also Like