-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||     

HOME   ଜିଲ୍ଲା

କୋଦଳା ଠାରେ ୭୨ ତମ ବନ ମହୋତ୍ସବ ପାଳିତ

02-Jul-2021



ଗଞ୍ଜାମ, କୋଦଳା(ଉମା ମହାରଣା)- ସ୍ଥାନୀୟ କୋଦଳା କୋର୍ଟ ପରିସରରେ ଠାରେ ୭୨ ତମ ବନମହୋତ୍ସବ ପାଳିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଦୌରାଜର୍ଜ ଶ୍ରୀମତୀ ମୁନ ରାଣୀ ମିଶ୍ର, ପ୍ରଥମ ଶ୍ରେଣୀ ବିଚାରପତି ସୁକନ୍ୟା ଶତପଥି, ବରିଷ୍ଠ ଦେୱାନୀ ବିଚାରପତି ସଦ୍ୟାଶ୍ନତା ପତି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଥମେ ଚାରା ରୋପଣ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏହି କାର୍ଯ୍ୟକ୍ରମରେ ପୋଲସରା ବନାଞ୍ଚଳ ଅଧିକାରୀ ସଚିନ କୁମାର ପ୍ରଧାନ, କୋଦଳା ବନପାଳ କୋରା ପ୍ରସାଦ ଜେନା,ପୋଲସରା ବନପାଳ ସୁକାନ୍ତ କୁମାର ପଟ୍ଟନାୟକଙ୍କ ସମେତ ସହକାରୀ ବନ ସଂରକ୍ଷକ ଶ୍ରୀଯୁକ୍ତ ପ୍ରଭାକର ନାୟକ (ଭଞ୍ଜନଗର) କୋର୍ଟ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଚାରା ରୋପଣ କରିଥିଲେ l ବୃକ୍ଷ ହିଁ ଜୀବନ, ବୃକ୍ଷ ଯୋଗୁଁ ହିଁ ଅମ୍ଳଜାନ ଆବଶ୍ୟକ ହୁଏ ବୋଲି ଶ୍ରୀ ନାୟକ ନିଜ ବକ୍ତବ୍ୟରେ କହିଥିଲେ l ଏଥିସହ ପ୍ରତେକ ବର୍ଷ ଅଧିକାରୁ ଅଧିକା ଚାରା ରୋପଣ ସହ ବୃକ୍ଷ ରୋପଣ କରିବାକୁ ଯୁବପୀଢ଼ିଙ୍କୁ ଆହ୍ବାନ କରିଥିଲେ। ଯାହାଦ୍ୱାରା ଓଡିଶା ସମେତ ସମସ୍ତ ଭାରତ ବର୍ଷ ସବୁଜ କ୍ଷେତ୍ର ହୋଇପାରିବ। ଵୃକ୍ଷରୋପଣ ବଢିବା ଦ୍ୱାରା ମଧ୍ୟ ବାୟୁ ମଣ୍ଡଳରେ ସ୍ତର ଗୁଡିକ ସମତୁଲ ହୋଇ ରହିପାରିବ। ଏହି ଉତ୍ସବରେ କୋଦଳା ବାର ଆସୋସିସନର ସମ୍ପାଦକ ଶ୍ରୀ ଗୋପାଳ କୃଷ୍ଣ ସାହୁ, ଶ୍ରୀ ହର ପ୍ରସାଦ ସାହୁ, ଶ୍ରୀ ତାରିଣୀ ଚରଣ ପଟ୍ଟନାୟକ, ଶ୍ରୀ ନୀଳାଞ୍ଚଳ ପୋଲାଈ, ଶ୍ରୀ ଭଗବାନ ହୋତା ଓ ଶ୍ରୀ ସପ୍ନ କୁମାର ମିଶ୍ରଙ୍କ ସମେତ ସମସ୍ତ କର୍ମଚାରୀ ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026

You Might Also Like