-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||     

HOME   ମହାନଗର

ଆଶ୍ରମ ରେ ଅଙ୍ଗନୱାଡି ନିର୍ମାଣ, ଶ୍ରୀ ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭା ର ବିରୋଧ, ଅନ୍ୟତ୍ର ନିର୍ମାଣ କରିବାକୁ ନିବେଦନ

02-Jul-2021



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ମହାନଗର ନିଗମ କ୍ଷେତରାଜପୁର, ଚନ୍ଦନନଗର ରେ ରହିଛି ଶ୍ରୀ ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭା କାର୍ଯ୍ୟାଳୟ I ତେବେ ଆଜକୁ ଦୀର୍ଘ ୨୦ ବର୍ଷ ହେବ ଏଠାରେ ଶ୍ରୀ ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭା ଦ୍ୱାରା ପରିଚାଳିତ ଏକ ଆଶ୍ରମ ଚାଲୁଥିବା ବେଳେ ଏହି ପରିସରରେ ଏବେ ମହାନଗର ନିଗମ ପକ୍ଷରୁ ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି I ଏହି ନିର୍ମାଣ କାର୍ଯ୍ୟକୁ ବିରୋଧ କରିଛନ୍ତି ଶ୍ରୀ ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭା ର କର୍ମକର୍ତ୍ତା I ଅଙ୍ଗନୱାଡି କେନ୍ଦ୍ର ଅନ୍ୟତ୍ର ନିର୍ମାଣ କରିବାକୁ ସେମାନେ ଜ଼ିଲ୍ଲା ପ୍ରଶାସନ ଠାରେ ନିବେଦନ କରିଛନ୍ତି I ଏହି ମର୍ମ ରେ ଆଜି ଜ଼ିଲ୍ଲାପାଳ ଶୁଭମ ସକସେନା ଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି I ସ୍ୱତନ୍ତ୍ର ଭୁ ଅର୍ଜନ ଅଧିକାରୀ ସରୋଜ ମିଶ୍ର ଏହି ଦାବି ପତ୍ର ଗ୍ରହଣ କରିଥିଲେ I ଏହି ଦାବି ପତ୍ର ପ୍ରଦାନ ସମୟରେ ଶ୍ରୀ ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭା ର ସମ୍ପାଦକ ପଣ୍ଡିତ ଚନ୍ଦ୍ରକାନ୍ତ ପାଣିଗ୍ରାହୀ, ପଣ୍ଡିତ ସରିତ କୁମାର ପାଢ଼ୀ , ପଣ୍ଡିତ ରାକେଶ ମିଶ୍ର, ନିରଞ୍ଜନ ପୂଜାହାରୀ, ସୁଜିତ ମିଶ୍ର, ଅରବିନ୍ଦ ନାୟକ, ଧର୍ମେଦ୍ରୀୟ ମିଶ୍ର, ପ୍ରମୁଖ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026

You Might Also Like