-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||     

HOME   ଜିଲ୍ଲା

ଛଟେଇ କମ୍ପ୍ୟୁଟର ଶିକ୍ଷକ ଙ୍କୁ ଯଥାଶୀଘ୍ର ପୁନଃ ନିଯୁକ୍ତି ପାଇଁ ଆଇ.ସି.ଟି ବିଦ୍ୟାଳୟ ସଂଯୋଜକ ସଂଘ ର ଦାବି I

02-Jul-2021



ସମ୍ବଲପୁର(ସଂଜୀବପାଣିଗ୍ରାହୀଙ୍କରିପୋର୍ଟ): ସମଲପୁର ଜିଲ୍ଲାର ୧୦୫ ସରକାରୀ ବିଦ୍ୟାଳୟ ରେ ୧୦୫ କଣ କମ୍ପ୍ୟୁଟର ଶିକ୍ଷକ ତଥା ରାଜ୍ୟରେ ୪୦୦୦ କମ୍ପ୍ୟୁଟର ଶିକ୍ଷକ ଛଟେଇ ହୋଇ ଘରେ ବସିଛନ୍ତି । ଓଡ଼ିଶାର ସମସ୍ତ ହାଇସ୍କୁଲ ର ଛାତ୍ରଛାତ୍ରୀ କମ୍ପ୍ୟୁଟର ଶିକ୍ଷା ତଥା ଅନଲାଇନ ଶିକ୍ଷା ରୁ ଏବେ ସମ୍ପୂର୍ଣ ବଞ୍ଚିତ ହୋଇଛନ୍ତି । ବର୍ତମାନ କୋଭିଡ଼ ସମୟରେ ସେମାନଙ୍କର ଭବିଷ୍ୟତ ଅନ୍ଧକାରମୟ ହୋଇଯାଇଛି । ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ ଆଇସିଟି ଲ୍ୟାବଗୁଡିକ ମଧ୍ୟ ଅଚଳ ହୋଇ ନଷ୍ଟ ହେବାରେ ଲାଗିଛି I ବର୍ତ୍ତମାନ ଶିକ୍ଷା ବ୍ୟବସ୍ଥା ଅନୁଯାୟୀ ଓଡ଼ିଶାର ସମସ୍ତ ବିଦ୍ୟାଳୟ ମାନଙ୍କର କମ୍ପ୍ୟୁଟରର ଆବଶ୍ୟକତା ରହିଅଛି । ତେଣୁ କୋଭିଡ-୧୯ ସମୟରେ ଅନଲାଇନ ଶିକ୍ଷା ପହଞ୍ଚାଇବା ନିମନ୍ତେ ତଥା ମାନ୍ୟବର ଉଚ୍ଚତମ ନ୍ୟାୟାଳୟ ଙ୍କ ନିର୍ଦ୍ଦେଶକୁ ପାଳନ କରି ସମ୍ବଲପୁର ଜିଲ୍ଲାର ୧୦୫ ଛଟେଇ କମ୍ପ୍ୟୁଟର ଶିକ୍ଷକଙ୍କ ସହିତ ରାଜ୍ୟର ୪୦୦୦ ଛଟେଇ କମ୍ପ୍ୟୁଟର ଶିକ୍ଷକମାନଙ୍କୁ ଯଥାଶୀଘ୍ର ପୁନଃ ନିଯୁକ୍ତି ଦେବାକୁ ସମ୍ବଲପୁର ଜ଼ିଲ୍ଲା ଆଇ.ସି.ଟି ବିଦ୍ୟାଳୟ ସଂଯୋଜକ ସଂଘ ପକ୍ଷରୁ ଆଜି ଦାବି ହୋଇଛି I କୋଭିଡ ୧୯ ର ତୃତୀୟ ଲହରୀ କୁ ଆଖି ଆଗରେ ରଖି ସମସ୍ତ ଗରିବ ଛାତ୍ରଛାତ୍ରୀ ମାନଙ୍କ ପାଖରେ ଅନଲାଇନ ଶିକ୍ଷା ପହଞ୍ଚାଇବା ନିମନ୍ତେ ଦୀର୍ଘ ପାଞ୍ଚବର୍ଷ ଧରି ଆଇ.ସି.ଟି (ଇ-ବିଦ୍ୟାଳୟ) ଯୋଜନାରେ କାର୍ଯ୍ୟ କରି ଆସୁଥିବା ୪୦୦୦ ଛଟେଇ କମ୍ପ୍ୟୁଟର ଶିକ୍ଷକମାନଙ୍କୁ ତୁରନ୍ତ ପୁନଃ ନିଯୁକ୍ତି ପ୍ରଦାନ କରିବା, ଉଚ୍ଚତମ ନ୍ୟାୟାଳୟ ଙ୍କ ନିର୍ଦ୍ଦେଶକୁ ଭିତ୍ତି କରି ଯଥାଶୀଘ୍ର ଏକମାସ ଭିତରେ କୌଣସ ଘରୋଇ ସଂସ୍ଥା ହାତରେ ଟେକି ନ ଦେଇ ସରକାରୀ ସ୍ତରରେ କମ୍ପ୍ୟୁଟର ଶିକ୍ଷକ ମାନଙ୍କୁ ଲ୍ୟାବ ହେଣ୍ଡଓଭର କରି ପିଲାମାନଙ୍କର ଗୁଣାତ୍ମକ ଶିକ୍ଷାର ମାନକୁ ବଢାଇବାରେ ସହାୟକ ହେବା, ବେସରକାରୀ ବିଦ୍ୟାଳୟରେ କମ୍ପ୍ୟୁଟର ଶିକ୍ଷା ବାଧ୍ୟତାମୂଳକ ଥିବାରୁ ଛାତ୍ରଛାତ୍ରୀ ମାନେ ସରକାରୀ ବିଦ୍ୟାଳୟ ଅପେକ୍ଷା ବେସରକାରୀ ବିଦ୍ୟାଳୟ ମୁହାଁ ହେଉଛନ୍ତି । ତେଣୁ ସରକାରୀ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ବୃଦ୍ଧି ନିମନ୍ତେ କମ୍ପ୍ୟୁଟର ବିଷୟକୁ ବାଧ୍ୟତାମୂଳକ କରିବା ଏବଂ ୟୁଟ୍ୟୁବ କ୍ଲାସ ଏବଂ ଶିକ୍ଷା ଦର୍ପଣ କାର୍ଯ୍ୟକ୍ରମ ଇ ପାଠଶାଳା ରେ ଛଟେଇ ଶିକ୍ଷକ ମାନଙ୍କୁ ପଢାଇବା ପାଇଁ ସାମିଲ କରି ଇ ବିଦ୍ୟାଳୟ ଯୋଜନା କୁ କାର୍ଯ୍ୟକାରୀ କରିବା ଦାବି କରିଛି ସମ୍ବଲପୁର ଜ଼ିଲ୍ଲା ଆଇସିଟି ବିଦ୍ୟାଳୟ ସଂଯୋଜକ ସଂଘ I                                                    
ରାଜ୍ୟ ସରକାର ଙ୍କ ଗଣ ଶିକ୍ଷା ବିଭାଗ ପ୍ରିନସିପାଲ ସେକ୍ରେଟାରୀ ଏବଂ ରାଜ୍ୟ ପ୍ରୋଜେକଟ ଡାଇରେକ୍ଟର ଙ୍କ ଉଦ୍ଦେଶ୍ୟରେ ଜ଼ିଲ୍ଲାପାଳ ଙ୍କ ଜରିଆରେ ଏହି ଦାବି ପତ୍ର ପ୍ରଦାନ କରାଯାଇଛି I ସ୍ୱତନ୍ତ୍ର ଭୁ ଅର୍ଜନ ଅଧିକାରୀ ସରୋଜ ମିଶ୍ର ଏହି ଦାବି ପତ୍ର ଗ୍ରହଣ କରିଥିଲେ I ଏହି ଦାବି ପତ୍ର ପ୍ରଦାନ ସମୟରେ ସମ୍ବଲପୁର ଆଇସିଟି ବିଦ୍ୟାଳୟ ସଂଯୋଜକ ସଂଘ ର ସଭାପତି ଜୟଦେବ ପ୍ରଧାନ, ସାଧାରଣ ସମ୍ପାଦକ ସରୋଜ କୁମାର ସାହୁ, କାର୍ଯ୍ୟକାରୀ ସଭାପତି ଗୋବିନ୍ଦ ଭାବସାଗର, ବସୁଦେବ ବେହେରା, ଆଶିଷ କୁମାର ପଟେଲ, ରଞ୍ଜନ ହାତୀ, ରାମ ନାରାୟଣ ବେହେରା, ରାକା ପଶାୟତ, ଦିପକ ବେହେରା, ଲଷ୍ମଣ କୁମାର ବାଗ ପ୍ରମୁଖ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026

You Might Also Like