-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||     

HOME   ଅପରାଧ

ଘରେ ଚଢ଼ାଉ କରି ଦୁଇ ଶହ ବୋତଲ କଫସିରଫ ସହ ଅଭିଯୁକ୍ତ କୁ ଗିରଫ କଲା ପୋଲିସ

02-Jul-2021



ବେଲପଡ଼ା (ପ୍ରେରଣା ଖବର) : ବଲାଙ୍ଗୀର ଜିଲ୍ଲାରେ ଦିନ କୁ ଦିନ ବେଆଇନ  ନିଶା କାରବାର ବୃଦ୍ଧି ପାଉଥିବା ଅଭିଯୋଗ ହୋଇଆସୁଛି  । ସେହିପରି ପୋଲିସ ନିଜ ସକ୍ରିୟତା ଜାହିର କରି ଗତ ଗୁରୁବାର ଦିନ ବଲାଙ୍ଗୀର ଜିଲ୍ଲାର ପଟଣାଗଡ଼ ବେଲପଡା ମୁଖ୍ୟ ରାସ୍ତାରୁ ଏକ ଚାରିଚକିଆ ଗାଡିରେ ଚାଲାଣ ହେଉଥିବା ୧୨୦୦ ବୋତଲ ନିଶା କଫସିରଫ ଜବତ କରାଯାଇ ଥିବା ବେଳେ ପୁନଃ ଦୁଇ ଶହ ବୋତଲ କଫସିରଫ ସହ ଜଣେ ବ୍ୟକ୍ତିଙ୍କୁ ବେଲପଡା ପୋଲିସ ଗିରଫ କରିଥିବା ସୂଚନା ମିଳିଛି ।  ପୁଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ମାଫିଆ ମାନେ ଖୋଲା,ଖୋଲି ଭାବେ ନିଜ କାରବାର ଚଲାଇଆସୁ ଥିବା ଜଣାଯାଇଛି ।   ଦୁଇ ଦିନ ତଳେ କପାଣି ଗାଁରୁ ୧୨ଶହ କଫସିରଫ ସହ ଏକ ଚାରି ଚକିଆ ଗାଡି ସହ ଦୁଇ ଅଭିଯୁକ୍ତ ଙ୍କୁ  ପୁଲିସ ଗିରଫ କରିଥିବା ବେଳେ ଗୁରୁବାର ସନ୍ଧ୍ୟାରେ ବେଲପଡା ତାରିଣୀ ମନ୍ଦିର ପଛପଟେ ରହୁଥିବା ଲଳିିତ କାନ୍ଦ ଙ୍କ ଘରୁ ପୁଲିସ ୨୦୦ ବୋତଲ କଫ ସିରଫ ଜବତ କରିଥିବା ଜଣାପଡିଛି । । ପ୍ରାପ୍ତ ସୂଚନା ମତେ ବହୁ ଦିନରୁ ଲଳିତ କାନ୍ଦ ନିଜ ଘରେ ନିଶା କାରବାର ବ୍ୟବସାୟ କରୁଥିଲେ । ଏସମ୍ପର୍କରେ ବେଲପଡା ପୁଲିସ ଜାଣିବା ପରେ ଗୁରୁବାର ସନ୍ଧ୍ୟାରେ ଘରେ ଚଢଉ କରି ଘରୁ ୨୦୦ ବୋତଲ କଫ ସିରଫ ଜବତ କରିବା ସହ ଲଲିତ କାନ୍ଦକୁ ବେଲପଡା ଥାନାକୁ ଆଣିଥିଲା । ଥାନାରେ କେସ ନଂ ୧୨୪/୨୧ ଅନୁଯାୟୀ ଏକ ମାମଲା ରୁଜୁ କରି ଆଜି ତାକୁ କୋର୍ଟ ଚାଳାଣ କରିଥିବା ବେଲପଡା ଥାନା ଅଧିକାରୀ ବୁଲୁ ମୁଣ୍ଡା ସୂଚନା ଦେଇଛନ୍ତି । ତେବେ ବେଲପଡା ଅଚଂଳରେ ଦେଶୀ ଓ ବିଦେଶୀ ମଦ କାରବାର ମଧ୍ୟ ଅନୁରୂପ ଭାବେ  ବୃଦ୍ଧି ପାଉଥିବାରୁ ଏହା ଉପରେ ମଧ୍ୟ ପୁଲିସ ଗୁରୁତ୍ୱ ଦେବାକୁ ଜନସାଧାରଣ ଦାବୀ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026

You Might Also Like