-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ଗଣିଆ ଗ୍ରସ୍ତ କୁ ନେଇ ସମାଲୋଚନା କରିଛି ଜିଲ୍ଲା କଂଗ୍ରେସ

02-Jul-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା): ନୟାଗଡ଼ ଜିଲ୍ଲା ପାଳ ଡ଼. ପୋମା ଟୁଡୁ ଙ୍କ ଗଣିଆ ଗ୍ରସ୍ତ ଏଵେ ବେଶ ଚର୍ଚ୍ଚା ର ବିଷୟ ପାଲଟିଛି | ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା ଆଳରେ ନିଜ ସମ୍ପର୍କୀୟ ଙ୍କୁ ନେଇ ସାତକୋଶିଆ ସ୍ୟାଣ୍ଡରିସୋର୍ଟ, ବଡମୂଳ ପର୍ଯ୍ୟଟନ ସ୍ଥଳୀ ପରିଭ୍ରମଣ କରିବାକୁ ଯାଇଥିଲେ ବୋଲି କଂଗ୍ରେସ କରିଛି ସମାଲୋଚନା | ଜିଲ୍ଲା କଂଗ୍ରେସ ସଭାପତି ରଞ୍ଜିତ ଦାସ ଙ୍କ ସୂଚନାମୁତାବକ ନୟାଗଡ଼ ମୁନିସିପାଲିଟି ନିର୍ବାହୀ ଅଧିକାରୀ ନୟାଗଡ଼ ରେ ଥିବାବେଳେ ତାଙ୍କ ଗାଡି ସମେତ ଜିଲ୍ଲା ପାଳ ଙ୍କ ସରକାରୀ ଗାଡି ର ଭିଡିଓ ସୋସିଆଲ ମେଡ଼ିଆ ରେ ଭାଇରଲ ହୋଇଥିଲା | ଏହି ବିଷୟରେ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା ଙ୍କୁ ପଚାରିବା ପରେ ସେ କହିଥିଲେ *ଜିଲ୍ଲା ପାଳ ମାଡାମ ଏଵେ ଆମ ପ୍ରଶାସିକା*, *ସେ ଗାଡ଼ିଟା ମାଗିକି ନେଇଥିଲେ*, *ଛାଡ଼ନ୍ତୁ ଏତେ କଥା ଆଉ ଧରିଲେ ଚାଲିବକି* | ତେବେ ପ୍ରଶାସିକା ଙ୍କ ଏଭଳି କାର୍ଯ୍ୟ କେତେ ଯେ ହାସ୍ୟାସ୍ପଦ ତାହା ଗଣିଆ ଅଞ୍ଚଳ ରେ ସାଧାରଣରେ ହେଉ ଥିବା ଚର୍ଚ୍ଚା ରୁ ବେଶ ବାରିହେଉଛି | ଅନ୍ୟ ପକ୍ଷରେ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀଯୁକ୍ତ ଦାଶ ଜିଲ୍ଲା ପାଳ ଙ୍କ ଗଣିଆ ଗ୍ରସ୍ତ ର ସଠିକ ତଦନ୍ତ କରାଯାଇ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଦାବୀ କରିଛନ୍ତି | ଏଭଳି ପ୍ରଶାସନ ବିରୋଧୀ କାର୍ଯ୍ୟ କରିବା ଦ୍ୱାରା ଜିଲ୍ଲାପାଳ ଜିଲ୍ଲା ର ଅନ୍ୟ ପ୍ରଶାସନିକ ଅଧିକାରୀ ଙ୍କୁ ପରୋକ୍ଷରେ ଢିଲା ଶାସନ କରିବାକୁ ପ୍ରବର୍ତ୍ତାଉଛନ୍ତି ବୋଲି ବୁଦ୍ଧିଜୀବୀ ମାନେ ଚର୍ଚ୍ଚା କରୁଛନ୍ତି | ଏପରିକି କୋଭିଡ ପରିଚାଳନା ପାଇଁ ନୟାଗଡ଼ ମୁନିସିପାଲିଟି ରେ ଆୟୁଷ ଡାକ୍ତର ମାନଙ୍କ ପାଇଁ ପାଞ୍ଚୋଟି ବୋଲେରୋ ଗାଡି ଭଡା ସୂତ୍ର ରେ ଲାଗି ଥିଲା| କିନ୍ତୁ ଜିଲ୍ଲା ର କୋଭିଡ ସ୍ଥିତି ବର୍ତମାନ ଭଲ ଥିବା ବେଳେ ପନ୍ଦର ଦିନ ହେବ ଆୟୁଷ ଡାକ୍ତର ଙ୍କୁ ସେମାନଙ୍କ କାର୍ଯ୍ୟ ସ୍ଥଳୀ କୁ ଫେରାଇ ନିଆଯାଇଥିବା ବେଳେ ବୋଲେରୋ ଗୁଡିକୁ ଅପବ୍ୟବହାର କରାଯାଇ ରାଜସ୍ବ ହାନି କରୁଛନ୍ତି ଜିଲ୍ଲାପାଳ ବୋଲି ଶ୍ରୀଯୁକ୍ତ ଦାସ ସମାଲୋଚନା କରିଛନ୍ତି | ତେବେ ଚର୍ଚ୍ଚା ର ବିଷୟ ଯେ ଘର ମୁରବି ଯଦି ଢିଲା ତେବେ ପରିବାର ର ସଦସ୍ୟ ମାନେ ଦୁର୍ନୀତି ର ପନ୍ଥା କୁ ଆଦେରି ନେବେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026

You Might Also Like