-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାର ମହାନଦୀ ବ୍ରିଜ ରେ ଏକ ଅଜଣା ବାଇକ୍ ଧକ୍କାରେ ମହିଳା ଗୁରୁତର: କୋଭିଡ ଡିଉଟି କୁ ଯାଉଥିବା ପୋଲିସଙ୍କ ଦ୍ୱାରା ଉଦ୍ଧାର

03-Jul-2021




ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ଆଜି ସକାଳ 9 30ରେ  ସୁବର୍ଣ୍ଣପୁର କୁ ବିଶିପଡାର ଜଣେ ଯୁବକ ପର୍ଶୁରାମ ବାଘ ନିଜର ସ୍ତ୍ରୀ ପ୍ରମିଳା  ଵାଘ୍ ଙ୍କୁ  ନେଇ ସୁବର୍ଣ୍ଣପୁର କୁ ଏକ ବିବାହ ଉତ୍ସବକୁ ଯାଉଥିବା ସମୟରେ ସହର  ପଟରୁ ଆସୁଥିବା କଳା ରଙ୍ଗର ଏକ ପଲସର  ବାଇକ  ଧକ୍କା ଦେବାରୁ ଗାଡ଼ିରେ ବସିଥିବା ମହିଳା ବ୍ରିଜ୍ ରେ ପଡି ଯାଇଥିଲେ ଓ ଘଟଣା ସ୍ଥଳରୁ ସେ ଗାଡ଼ି ଫେରାର ହୋଇ ଯାଇଥିଲା l  ଆଉ  ସବୁବେଳେ ଲୋକଙ୍କ ସେବା ଓ ସୁରକ୍ଷା ରେ ନିଯୁକ୍ତ  ଥିବା  ଓ  ଉକ୍ତ ସମୟରେ  ସେହି ବାଟ ଦେଇ କୋଭିଡ  ସେଣ୍ଟର୍ କୁ ଡିଉଟି ରେ ଯାଉଥିବା ସୁବର୍ଣ୍ଣପୁର ର    ପୋଲିସ  କର୍ମଚାରୀ  ମନୋଜ ପଣ୍ଡା ଙ୍କ ନଜର ରେ ଏ ଦୃଶ୍ୟ  ଆସିଥିଲା l ତୁରନ୍ତ ତାଙ୍କ  ସହାୟତା ରେ ଗୋଟେ ଟେମ୍ପୋ ଗାଡି  କୁ ରୋକି ଗୁରୁତର  ଆହତ ରୋଗୀକୁ ମେଡିକାଲ୍ କୁ ପଠାଇ ଛନ୍ତି । ଏମିତି ବିପଦ  ସମୟରେ ସେପଟେ ଯିବା ଆସିବା କରୁଥିବା   କୌଣସି  ଲୋକ ସହାୟତା ନକରି ଏ ଦୃଶ୍ୟ କୁ   ଚୁପ ଚାପ  ଦେଖି  ଏଡାଇ  ଯାଇଥିବା ଘଟଣା   ଅତ୍ୟନ୍ତ ଦୁଃଖର ବିଷୟ ବୋଲି ପୋଲିସ କର୍ମଚାରୀ  ମନୋଜ  କହିଛନ୍ତି । ଯଦି କୌଣସି ଦୁର୍ଘଟଣା ହେଉଚି ସେଠି  ଆମେ   ସହାୟତା କଲେ,  ମେଡିକାଲ ଆଣି ଚିକିତ୍ସା କଲେ  ଜ଼ିଲ୍ଲା  ପୋଲିସ ପ୍ରଶାସନ ପକ୍ଷରୁ  ଏବେ 2000/- ଟଙ୍କା  ଆର୍ଥିକ ପୁରସ୍କାର ପାଇଁ  ସରକାର ଅନେକ ବର୍ଷ ରୁ ଘୋଷଣା କରିଛନ୍ତି l ଏବଂ  ସେଥିରେ ପୁଣି ସେ ସାହାଯ୍ୟ କାରୀ ନାଁ ରେ   କିଛି  ପୋଲିସ  କେଶ କିମ୍ବା ସାକ୍ଷୀ ହେବାକୁ ପଡ଼େନି  ବୋଲି ମଧ୍ୟ ଏଘଟଣl ରେ  ସେ  ସାଧାରଣ ଲୋକ ଙ୍କୁ  ଏକ  ବାର୍ତ୍ତା ଦେଇଛନ୍ତି l ଏଇ  ମହାନ  କାର୍ଯ୍ୟ ହେତୁ ଦୁର୍ଘଟଣା ଗ୍ରସ୍ତ ପରିବାର ଲୋକେ ଓ  ସାଧାରଣ ଲୋକେ  ମନୋଜଙ୍କୁ ଧନ୍ୟବାଦ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026

You Might Also Like