-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଶୋକାକୁଳ ପରିବାର ପାଖରେ ପହଞ୍ଚିଲା  ଜୁନିଅର ରେଡକ୍ରସ 

03-Jul-2021



ସୋନପୁର,(ପ୍ରେରଣା ଖବର)- ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ କର୍ମକର୍ତା ମାନେ ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ଗ୍ରାମର  ଜୁନିଅର ରେଡକ୍ରସ ପରାମର୍ଶଦତା ସ୍ୱର୍ଗତ ହେମନ୍ତ କୁମାର ରଣା ମୃତ୍ୟୁ ବରଣ କରିଥିବା ଶୋକାକୁଳ ପରିବାରବର୍ଗଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଥିଲେ । ପ୍ରକାଶଥାଉ କି ଦିବଙ୍ଗତ ହେମନ୍ତ କୁମାର ରଣା ୨୦୧୬ ମସିହା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଧର୍ମଶାଳା ଉଚ୍ଚ ବିଦ୍ୟାଳୟରେ ସହକାରୀ ଶିକ୍ଷକ ଭାବରେ ରେ ନିଯୁକ୍ତି ପାଇ ଜୁନିଅର ରେଡକ୍ରସ ପରାମର୍ଶଦାତା ଭାବରେ  ଦାୟିିତ୍ୱ ତୁଲାଉ ଥିଲେ । କରୋନା ମହାମାରୀ ଦ୍ୱିତୀୟ ଲହରରେ ତାଙ୍କ  ମୃତ୍ୟୁ ହୋଇଥିଲା । ଜିଲ୍ଲା ଜୁନିଅର ରେଡକ୍ରସ ଭାଇସ୍‌ଚେୟାରମ୍ୟାନ ତଥା ସାହାରା ଟ୍ରଷ୍ଟ ହାଇସ୍କୁଲର ପ୍ରଧାନଶିକ୍ଷକ ଗତିକୃଷ୍ଣ ମିଶ୍ର ଓ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଶୋକ ସନ୍ତପ୍ତ ପରିବାର ପାଖକୁ ଯାଇ ମାନିସିକ ଭାବରେ ଭାଙ୍ଗି ନ ପଡିବାକୁ ରଣା ପରିବାର ବର୍ଗଙ୍କୁ ବୁଝାଇଥିଲେ । ପୁର୍ବରୁ ଜିଲ୍ଲାର ଜୁନିଅର ରେଡକ୍ରସ ସଂପାଦକ ହିମାଂଶୁ ଶେଖର କରଙ୍କ ଆହ୍ୱାନକ୍ରମେ ପରାମର୍ଶଦାତା  ମାନଙ୍କ ଦ୍ୱାରା ସଂଗୃହିତ ହୋଇଥିବା ୨୦ ହଜାର ଟଙ୍କା ମୃତ ହେମନ୍ତ ରଣାଙ୍କ ସ୍ତ୍ରୀ ହେମଲତା ରଣାଙ୍କୁ ହସ୍ତାନ୍ତର କରାଯାଇଥିଲା । ଏହି ଅବସରରେ ବନ୍ଧୁଭାବ ନେଇ   ଜିଲ୍ଲା ଜୁନିଅର ରେଡକ୍ରସର ଭାଇସ୍ ଚେୟାରମ୍ୟାନ ଶ୍ରୀମିଶ୍ର ସ୍ୱର୍ଗତ ରଣାଙ୍କ କନିଷ୍ଠ କନ୍ୟା, ଯିଏକି ନବମ ଶେଣୀରେ ଅଧ୍ୟୟନରତ ୍ରଗାୟତ୍ରୀ  ରଣାଙ୍କର ସାହାରା ସ୍କୁଲରେ ପାଠ ପଢା ବାବଦରେ ହେବାକୁ ଥିବା ସମସ୍ତ ଖର୍ଚ୍ଚ ବହନ କରିବାକୁ ପରିବାର ବର୍ଗ ସମ୍ମୁଖରେ ପ୍ରତିଶୃତି ଦେଇଥିଲେ । କାର୍ଯ୍ୟକ୍ରମ ସମୟରେ  ବିନିକା ବ୍ଲକ ବିସିସି ତଥା ବରିଷ୍ଠ ସାଧନକର୍ମିି ଅନନ୍ତରାମ ପାଢୀ , ଜିଲ୍ଲା ସାଧନ କର୍ମି ଚନ୍ଦ୍ର ଶେଖର ମହାପାତ୍ର ଓ ବଲାଙ୍ଗିର ଜିଲ୍ଲା ଡେଙ୍ଗ ହାଇସ୍କୁଲର କାଉନସିଲର  ରାମ ନାରାୟଣ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା