-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

କୋଶଳେଶ୍ୱର ମାଳୀ ସମାଜର ପୂର୍ବତନ ଜିଲ୍ଲା ସଭାପତି ହରିହର ପୁଟେଲଙ୍କ ପରଲୋକ

03-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) :ବଲାଙ୍ଗୀର ଜିଲ୍ଲା କୋଶଳେଶ୍ୱର ମାଳୀ ସମାଜ ପୂର୍ବତନ ସଭାପତି ତଥା ଉପବିଧି କାର୍ଯ୍ୟନିର୍ବାହୀ ପ୍ରକାଶକ କଣ୍ଟାବାଞ୍ଜିର ହରିହର ପୁଟେଲ(୮୦)ଙ୍କ ଦେହାନ୍ତ ହୋଇଯାଇଛି l ସେ ଜଣେ ଧର୍ମପରାୟଣ ବ୍ୟକ୍ତି ଭାବରେ କାର୍ଯ୍ୟ କରିବା ସହିତ ଜିଲ୍ଲା ସ୍ତରରେ ବିବାହ ପଞ୍ଜିକରଣ,ନାରୀ ସଶକ୍ତକରଣ,ସମଗ୍ର ପଶ୍ଚିମ ଓଡ଼ିଶାର ମlଲିବନ୍ଦୁ ମାନଙ୍କ ଭାବ ଓ ଘନିଷ୍ଠ ପ୍ରବର୍ତ୍ତକ ଥିଲେ l ଏହା ବ୍ୟତୀତ କଣ୍ଟାବାଞ୍ଜି ବିଜ୍ଞାପିତ ପରିଷଦ ର କାଉନସିଲର ଭାବେ ଦାୟିତ୍ଵ ତୁଲାଇ ବହୁ ଉନ୍ନୟମୂଳକ କାର୍ଯ୍ୟ କରି ଲୋକଙ୍କ ପ୍ରୀୟଭାଜନ ହୋଇଥିଲେ l ସେହିପରି କୁହିବାହାଳ ଗ୍ରାମ ପଞ୍ଚାୟତର ନାଏକ ସରପଞ୍ଚ ମଧ୍ୟ ଥିଲେ l ଅନ୍ୟ ପକ୍ଷରେ କଣ୍ଟାବାଞ୍ଜି ବି ଡିସିସି ବ୍ୟାଙ୍କର ବୋର୍ଡ଼ ଡାଇରେକ୍ଟର ରହି ଚାଷ ଓ ଚାଷୀର ଉନ୍ନତି ପାଇଁ ଲଢେଇ କରିଥିଲେ l ସମାଜସେବା କ୍ଷେତ୍ରରେ ଅନେକ ଜନହିତକର କାର୍ଯ୍ୟ ତୁଲାଇବା ସହ ଅନେକ ପଦକ୍ଷେପ ମଧ୍ୟ ନେଇ ସଫଳ ହେଉଥିବାରୁ ଅଞ୍ଚଳର ସବୁ ବର୍ଗର ଲୋକଙ୍କ ଠାରୁ ପ୍ରଶଂସାର ପାତ୍ର ହୋଇଥିଲେ l 

ମାଳୀ ସମାଜକୁ ଏକତ୍ରିତ ଓ ଉନ୍ନତି ପାଇଁ ଜଣେ ଜାଗ୍ରତ ପ୍ରହରୀ ଭାବେ ଦକ୍ଷତାର ସହ କାର୍ଯ୍ୟ ନିର୍ବାହ କରିଆସୁଥିଲେ l ବଲାଙ୍ଗୀର ଜିଲ୍ଲା କୋଶଳେଶ୍ୱର ମାଳୀ ସମାଜର ସଭାପତି ଏବଂ ରାଜ୍ୟସ୍ତରରେ ସଦସ୍ୟ ଭାବେ କାର୍ଯ୍ୟ ନିର୍ବାହ କରିଥିଲେ l ତାଙ୍କର ୨ପୁଅ ଓ ବୋହୂ,ନାତି,ନାତୁଣୀ  ଥିବା ବେଳେ ବଡ଼ପୁଅ ଶେଷଦେବ ପୁଟେଲ ମୂଖାଗ୍ନି ପ୍ରଦାନ କରିଥିଲେ l ତାଙ୍କ ପରଲୋକରେ ଅଞ୍ଚଳ ତଥା ମାଳୀ ସମାଜରେ ଶୋକର ଲହରୀ ଖେଳିଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା