-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

କୃଷି ଓ ଶିକ୍ଷାର ବିକାଶ ସମେତ ଜ଼ିଲ୍ଲାର କୋଭିଡ ଚିକିତ୍ସାର ସୁପରିଚାଳନା ପାଇଁ ପ୍ରଥମେ ଗୁରୁତ୍ୱ ଦେବି : ଜ଼ିଲ୍ଲାପାଳ ମୋନୀଷା ବାନାର୍ଜୀ

03-Jul-2021



ବରଗଡ଼, ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ଗତ ଜୁଲାଇ ୧ ଗୁରୁବାର ଦିନ ବରଗଡ ଜ଼ିଲ୍ଲାର ନୂତନ ଜ଼ିଲ୍ଲାପାଳ ଭାବେ ଶ୍ରୀମତୀ ମନୀଷା ବାନାର୍ଜୀ ଯୋଗ ଦେଇ  ଏହା  କୃଷି ପ୍ରଧାନ ଜ଼ିଲ୍ଲା ହୋଇଥିବାରୁ ପ୍ରଥମେ ଚାଷୀଙ୍କ ଅମଳ ଧାନ ବିକ୍ରିର  ସୁ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବି ବୋଲି ମତ ରଖିଥିଲେ l   ଶିକ୍ଷା ଓ  ସ୍ୱାସ୍ଥ୍ୟ ଭିତ୍ତିଭୂମିର  ବିକାଶ ସହିତ ଜ଼ିଲ୍ଲାର କୋଭିଡ  ଚିକିତ୍ସାରେ ଯେମିତି ଆଦୌ  ଅବହେଳା  ନ ହେବ  ଓ  କୋଭିଡରେ ମାତା ପିତାଙ୍କୁ ହରାଇ ଥିବା ଜ଼ିଲ୍ଲାର ଅନାଥ ପିଲା ମାନଙ୍କର  ଶିକ୍ଷା, ସ୍ୱାସ୍ଥ୍ୟର ଯତ୍ନ  ଓ  ଥଇଥାନ  ସହିତ ତାଙ୍କ ଅଭିଭାବକ  କେୟାର ଟେକରଙ୍କୁ ମାସିକ  ଆର୍ଥିକ ସହାୟତା  ଓ  ସମସ୍ତ  ସରକାରୀ ସୁବିଧା ଯୋଗାଇ ଦେବାକୁ ସରକାର ଓ  ଜ଼ିଲ୍ଲା ପ୍ରଶାସନ ପକ୍ଷରୁ  ଦ୍ରୁତ ପ୍ରୟାସ କରିବୁ ବୋଲି ଗଣମାଧ୍ୟମକୁ ସୂଚନା ଦେଇଥିଲେ l ସେ ଆହୁରି ମଧ୍ୟ କହିଥିଲେ ଯେ, ଏବେ ଯେହେତୁ କୋଭିଡର ତୃତୀୟ ଲହରର  ଆଶଙ୍କା  ସୃଷ୍ଟି ହୋଇଛି, ସେଥି ପ୍ରତି ସମସ୍ତେ ସଜାଗ ହେବାକୁ  ଶ୍ରୀମତୀ ବାନାର୍ଜୀ ପରାମର୍ଶ ଦେଇଥିଲେ l କୋଭିଡ ମୁକାବିଲାରେ ତଥା  ଜ଼ିଲ୍ଲାର ସାମଗ୍ରିକ ବିକାଶରେ ଜ଼ିଲ୍ଲାବାସୀଙ୍କ  ସମ୍ପୂର୍ଣ ସହଯୋଗ ଜରୁରୀ  ଅଟେ ବୋଲି ବରଗଡ଼ ଜିଲ୍ଲାର ନୂତନ ଜିଲ୍ଲାପାଳ କହିଛନ୍ତି l ବର୍ତମାନ କୋଭିଡ କାରଣ ପାଇଁ  ଫୋନ ଓ ଇମେଲ ମାଧ୍ୟମରେ  ବରଗଡ ଜ଼ିଲ୍ଲାରେ ଜ଼ିଲ୍ଲାପାଳଙ୍କ  ଅଭିଯୋଗ ଶୁଣାଣି  କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ମିଡ଼ିଆ ଆଗରେ ଶ୍ରୀମତୀ ବାନାର୍ଜୀ ପ୍ରକାଶ କରିଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା