-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ରୋଟାରୀ କ୍ଲବ ବଲାଙ୍ଗିର ତରଫରୁ ୭୨ତମ ବନୋମହୋତ୍ସବ ତଥା ଅଧିଷ୍ଠାନ ଉତ୍ସବ ପାଳିତ

03-Jul-2021



ବଲାଙ୍ଗିର,(ପ୍ରେରଣା ଖବର) ରୋଟାରୀ କ୍ଲବ ଅଫ୍ ବଲାଙ୍ଗିର ତରଫରୁ ୭୨ତମ ବନୋମହୋତ୍ସବ ସପ୍ତାହ ଉପଲକ୍ଷେ ରାମଜୀ ହାଇସ୍କୁଲ କୁରୁଲ ଠାରେ ପାଳନ କରାଯାଇଅଛି । ଏହି ଅବସରରେ ରାଜ୍ୟସଭା ସାଂସଦ ସୁବାଷ କୁମାର ସିଂହ ମହୋଦୟ ମୁଖ୍ୟ ଅତିଥି ଭାବରେ ତଥା ଜିଲ୍ଲପାଳ ଚଞ୍ଚଳ ରାଣା ଏବଂ ଏସ୍‌.ପି. ବଲାଙ୍ଗିର ନିତିନ କୁସଲକର ଯୋଗ ଦେଇଥିଲେ । ସର୍ବ ପ୍ରଥମେ ବରଗଛକୁ ପୂଜା କରି ପଞ୍ଚାୟତ ଅଫିସ ସାମନାରେ ଗଛ ଲଗାଇଥିଲେ । ତାପରେ କ୍ଲବ ତରଫରୁ ଅଧିଷ୍ଠାନ ଉତ୍ସବ କୋଭିଡ ନିୟମକୁ ପାଳନ କରାଯାଇ ପୂର୍ବତନ ସଭାପତି ରାଜେଶ ଜୈନ ନୂତନ ସଭାପତି ସଂଜୟ କୁମାର ଅଗ୍ରୱାଲ ଦାୟିତ୍ୱ ହସ୍ତାନ୍ତର କରିଥିଲେ । ପୂର୍ବତନ ସଂପାଦକ କହ୍ନେୟାଲାଲ ଅଗ୍ରୱାଲ ସୁଶିଲ ଅଗ୍ରୱାଲ ଦାୟିତ୍ୱ ହସ୍ତାନ୍ତର କରିଥିଲେ । ମୋ ସରକାର ଯୋଜନାରେ ସ୍କୁଲ କମିଟିକୁ  ସ୍କୁଲର ପୂର୍ବତନ ଛାତ୍ର ଅମିତ ରଂଜନ ପଟ୍ଟନାୟକ ୧୦ହଜାର ଟଙ୍କା ପ୍ରଦାନ କରିଥିଲେ । ଅନ୍ୟଜଣେ ବରିଷ୍ଠ ରୋଟାରିୟନ ୨୫ହଜାର ଟଙ୍କା ପ୍ରଦାନ କରିଥିଲେ । ବରିଷ୍ଠ ରୋଟାରିୟାନ ବିଷ୍ଣୁ ପ୍ରସାଦ କେଡିଆ ସଭା ସଂଯୋଜନା କରିଥିବା ବେଳେ ସ୍କୁଲର ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ବଲାଙ୍ଗିର ସହରରେ କୋଭିଡ ମହାମାରୀ ସମୟରେ ଜନସାଧାରଣଙ୍କ ପାଇଁ ସେବା କରିଥିବା ବିଭିନ୍ନ ଅନୁଷ୍ଠାନକୁ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ । ନାରୀ ଶକ୍ତି ଫାଉଣ୍ଡେସନ, ବିଏସ୍ ଏରୋବିକ୍‌, ସ୍ମାଇଲ ଫର ଅଲ, ମାହେଶ୍ୱରୀ ସଂଗଠନ, ବିଙ୍ଗ ହ୍ୟୁମେନ ତଥା ପ୍ରକୃତିବନ୍ଧୁ ପୁରସ୍କାର ପ୍ରାପ୍ତ ଶିକ୍ଷକ ଦିଗାମ୍ବର ନାଏକ ଏବଂ ବିଶିଷ୍ଟ ପରିବେଶ ବିଦ୍ ସତ୍ୟ ସୁନ୍ଦର ଭଞ୍ଜ ଏବଂ ଟାଙ୍ଗିଆ ଜାମର ଅଧ୍ୟକ୍ଷ ଗୋପାଳ ହୋତାଙ୍କୁ ମାନପତ୍ର, ଉପଢୈାକନ ଦେଇ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ । ରୋଟାରୀ ସେ ଣ୍ଟ୍ରାଲର ନୂତନ ଅଧ୍ୟକ୍ଷ ମନୋଜ କୁମାର ଅଗ୍ରୱାଲ, ସଂପାଦକ ନିର୍ମଳ ଅଗ୍ରୱାଲ ତଥା ସଂପାଦକ ଭଜନ ଅଗ୍ରୱାଲ ରୋଟାରୀ କ୍ଲବ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଜିବନବୀମାର ବଲାଙ୍ଗିର ଶାଖାର କର୍ପୋରେଟ କ୍ଲବ ମେମ୍ବର ପ୍ରଭାକର ଶ୍ରୀବାସ୍ତବକୁ ନୂତନ ସଭ୍ୟ ଭାବରେ ବରିଷ୍ଠ ସଭ୍ୟ ନକୁଳ ଅଗ୍ରୱାଲ ସଦସ୍ୟତା ପିନ ପିନ୍ଧାଇଥିଲେ । ପ୍ରକୃତି ବନ୍ଧୁ ଶିକ୍ଷକ ଦିଗାମ୍ବର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ । । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା