-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ବନାଞ୍ଚଳ ତରଫରୁ ୭୨ତମ ବନମହୋତ୍ସବ ପାଳିତ

03-Jul-2021



କଣ୍ଟାବାଞ୍ଜି (ଆନନ୍ଦ କୁମାର ମୋଟେ): ବଲାଙ୍ଗୀର ବନଖଣ୍ଡ ଅଧିନସ୍ଥ କଣ୍ଟାବାଞ୍ଜି ବନାଞ୍ଚଳ ତରଫରୁ ଆଜି ୭୨ତମ ବନମହୋତ୍ସବର ତୃତୀୟ ଦିବସ ପାଳିତ ହୋଇଯାଇଛି।ସର୍ବ ପ୍ରଥମେ କଣ୍ଟାବାଞ୍ଜିସ୍ଥିତ ଝାଙ୍କରପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ବନାଞ୍ଚଳ ଅଧିକାରୀ ଶ୍ରଦ୍ଧାଦେବ ବଡମାଳିଙ୍କ

ଉପସ୍ଥିତି ରେ ଅତିଥି ଭାବେ ଜୁନିଅର ରେଡକ୍ରସ ପରାମର୍ଶ ଦାତା ତଥା ପ୍ରକୃତିବନ୍ଧୁ ବିରଞ୍ଚି ନାରାୟଣ ଦାଶ, ପ୍ରକୃତିବନ୍ଧୁ ସୂର୍ଯ୍ୟକାନ୍ତ ରଣା, ପ୍ରକୃତିବନ୍ଧୁ ଡୋଳାମଣି ମହତ ଯୋଗଦେଇଥିଲେ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସେକ କୁଆବତ ଅଲ୍ଲୀ, ଶିକ୍ଷୟିତ୍ରୀ ସବିତା ରଣା,ଭି.ନାରାୟଣୀ,ବୈଜୟନ୍ତୀ ବାଗ,ଯଶୋଦା ବିଡିକା,ଏନ ବିନିତା,ବିଦ୍ୟାଳୟ ପରିଚାଳନା କମିଟିର ସଭାପତିମୁରଲୀ ନାଗ ସମେତ ସଭ୍ୟ ବୃନ୍ଦ ପରିସର ମଧ୍ୟରେ ବୃକ୍ଷ ରୋପଣ କରିଥିଲେ।ତାପରେ ସେମଲାଗ୍ରାମ ପାଖରେ ଥିବା ସଂରକ୍ଷିତ ଜଙ୍ଗଲ ଓ ଖାଲି ପଡିଆରେ ବନ ସୁରକ୍ଷା ସମିତିର ସହଯୋଗରେ ବୃକ୍ଷ ରୋପଣ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ ଭାରତୀୟ ଜନତା ଦଳର ସାଧାରଣ ସମ୍ପାଦକ ଲକ୍ଷ୍ମଣ ବାଗ,ଜୁନିୟର ରେଡକ୍ରସ ପରାମର୍ଶ ଦାତା ତଥା ପ୍ରକୃତିବନ୍ଧୁ ବିରଞ୍ଚି ନାରାୟଣ ଦାଶ, ପ୍ରକୃତିବନ୍ଧୁ ଡୋଳାମଣି ମହତ,ଆଶିଷ ଜୈନ,ସରପଞ୍ଚ ସୁଦର୍ଶନ କଟା ଯୋଗ ଦେଇଥିଲେ।ଶ୍ରୀ ଦାଶ ସର୍ବପ୍ରଥମେ 

ଉପସ୍ଥିତ ପ୍ରକୃତିପ୍ରେମୀଙ୍କୁ ବନମହୋତ୍ସବର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ଉପସ୍ଥିତ ସମସ୍ତ ଅତିଥି ଗଛହିଁ ମଣିଷର ପ୍ରକୃତ ବନ୍ଧୁ ବୋଲି ମତ ଦେଇଥିଲେ।ତାପରେ ସ୍ୱୟଂ ସହାୟକ ଗୋଷ୍ଠୀ, ବନ ସୁରକ୍ଷା ସମିତି, ପ୍ରକୃତିପ୍ରେମୀ ଓ ବନ ବିଭାଗର କର୍ମଚାରୀ ମାନେ ବୃକ୍ଷ ରୋପଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ଫରେଷ୍ଟର ବିନୋଦ ବିହାରୀ ଧରୁଆ,ଚନ୍ଦ୍ରକାନ୍ତୀ ସୁନା,ପରାମ ମାଝୀ,କପିଳ ମାଝୀ,ଚିତ୍ତ ରଞ୍ଜନ ପନିକା ଆଦି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା