-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

କୋଦଳା : ଘର ମଧ୍ୟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ

03-Jul-2021



ଗଞ୍ଜାମ, କୋଦଳା(ଉମା ମହାରଣା) ଗଞ୍ଜାମ ଜିଲ୍ଲା କୋଦଳା ପୋଲିସକୁ ମିଳିଛି ଏକ ବଡ଼ ଧରଣର ସଫଳତା। କୌଣସି ସୂତ୍ରରୁ ଖବର ପାଇ କୋଦଳା ଥାନା ଆଇଆଇସି ଫାସୀ ପଞ୍ଚାୟତର ବାତରାପଲ୍ଲୀ ଗ୍ରାମରେ ଥିବା ଏକ ଘରେ ଚଢ଼ାଉ କରିଥିଲେ। ସାରା ରାତି ରହିଲା ପରେ ଆଜି ଦିନ ୧ ଘଂଟା ସମୟରେ ପୁରୁଷୋତ୍ତମପୁର ଏସଡ଼ିପିଓ ସୂର୍ଯ୍ୟମଣି ପ୍ରଧାନ ,କୋଦଳା ଅତିରିକ୍ତ ତହସିଲଦାର ଅଶୋକ କୁମାର ତ୍ରିପାଠୀ

ପହଞ୍ଚି ସେଠାରେ ତାଲା ଭାଙ୍ଗିବା ପରେ ସେହି ଘରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଥିବା ସୂଚନା ମିଳିଛି।ପ୍ରକାଶ ଥାଉ କି ଯେ ଗତ କିଛିଦିନ ତଳେ କଞ୍ଚଣା ଛକ ନିକଟରୁ ୯୫୦ କେଜି ଗଞ୍ଜେଇରୁ ଉର୍ଦ୍ଧ୍ବ  ଓ ଭାଟପଡା ଛକ ନିକଟରୁ ୩୪୦ କେଜି ଗଞ୍ଜେଇ ଜବତ ହୋଇଥିଲା। ପ୍ରାୟ ୨ ମାସ ଭିତରେ କୋଦଳା ପୋଲିସକୁ ତିନୋଟି ସଫଳତା ମିଳିଛି।ଏହି ଅଞ୍ଚଳରେ ପ୍ରାୟତଃ ଗଞ୍ଜେଇ ବେପାରୀ ସୁରଟ,ମୁମ୍ବାଇ ଓ କୋଲକତା କୁ ବିଭିନ୍ନ ଉପାୟରେ ଗଞ୍ଜେଇ ଚୋରା ଚାଲାଣ କରୁଛନ୍ତି ବୋଲି ଚର୍ଚା ଜୋର ଧରିଛି। ଯାହାଫଳରେ ପୋଲିସ ଓ ଅବକାରୀ ବିଭାଗର ମୁଣ୍ଡବ୍ୟଥା ବଢି ଚାଲିଛି।ଏହି ଗଞ୍ଜେଇ ଜବତ ହୋଇଥିବା ବେଳେ କାହାରିକୁ ଗିରଫ କରାଯାଇନଥିବା ସୂଚନା ମିଳିଛି। ଏହି ଅଞ୍ଚଳରେ ଗଞ୍ଜେଇ ବେପାରୀ ମାନେ ବେଧଡ଼କ ଗଞ୍ଜେଇ ବ୍ୟାପାର କରି ଆସୁଛନ୍ତି। ଏହାକୁ ନେଇ କେବେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମୁଖ୍ୟ ଆସାମୀ ଧରା ଯାଉଛି ଓ ଏହାର ଚେର କେଉଁ ପର୍ଯ୍ୟନ୍ତ ମାଡିଛି ତାହା ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା