-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

କୃଷ୍ଣଚୁଡା ଇକୋକ୍ଳବ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡାରେ ବନ ମହୋତ୍ସବ

03-Jul-2021



ବଲାଙ୍ଗିର (ପ୍ରେରଣା ଖବର) : ପୁଇଁତଳା ବ୍ଳକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ,ବନ୍ଧପଡାରେ କୃଷ୍ଣଚୁଡା ଇକୋକ୍ଳବ ତରଫରୁ ୭୨ତମ ବନ ମହୋତ୍ସବ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଶ୍ୟାମସୁନ୍ଦର ବଗର୍ତ୍ତୀଙ୍କ ସଭାପତିତ୍ୱରେ ଭାରପ୍ରାପ୍ତ ପ୍ରାଧାନ ଶିକ୍ଷକ ଶ୍ରୀ ଯୋଗୀନ୍ଦ୍ର ମହାପାତ୍ର ଅତିଥି ପରିଚୟ କରିଥିଲେ ଏବଂ ଜୁନିୟର ରେଡକ୍ରସର ମାର୍ଗଦର୍ଶକ ତଥା ପ୍ରକୃତିବନ୍ଧୁ

ଆନନ୍ଦ ବଡପଣ୍ଡା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଇକୋକ୍ଳବର ମୁଖ୍ୟ ସାଧନକର୍ମୀ ପ୍ରକୃତିବନ୍ଧୁ ରାମଜୀ ଉଚ୍ଚ ବିଦ୍ୟାଳୟ,କୁରୁଲର ପ୍ରଧାନ ଶିକ୍ଷକ ଶ୍ରୀ ସୁବାଷ ଚନ୍ଦ୍ର ପଣ୍ଡା,ମୁଖବକ୍ତା ଭାବେ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଶ୍ରୀ ଦୀନବନ୍ଧୁ ସାହୁ,ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ସଭ୍ୟ ତରଣୀସେନ ସୁନା ଯୋଗଦେଇଥିଲେ।କୋଭିଦ ନିୟମ ଅନୁସାରେ ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀ ବୃକ୍ଷ ରୋପଣ କରିଥିଲେ।ପ୍ରାୟ ୬୦ଗୋଟି ମାଟି କୁଣ୍ଡରେ ଏକ୍ସମାସ ଟ୍ରି,ରଜନୀଗନ୍ଧା,କାମିନି,ଏକଜୁରିଆ,ସ୍ୱର୍ଣଚମ୍ପା,ଭିକ୍ଟୋରିଆ,ନାଇଟକୁଇନ,ଗୋଲାପ,ସୁଗନ୍ଧରା ରାଜ,ରବର,ପାମ ଆଦି ଗଛ ଲଗାଇବା ସହିତ ଅମୃତଭଂଡା, ଲେମ୍ବୁ ମଧ୍ୟ ଲଗା ଯାଇଥିଲା।ଏହି କାର୍ଯ୍ୟକ୍ରମ ରେ ପୂର୍ବତନ ଛାତ୍ରଛାତ୍ରୀ ରଘୁବଂଶ ପଧାନ,ଭାସ୍କର ଗୁରୁ,ରମାକାନ୍ତ ବଗର୍ତ୍ତୀ, ସତ୍ୟପ୍ରିୟ ନାଏକ,ଲୁହାବୀର ଷାଣ୍ଢ, ସୁଶୋଭିତା ଗୁରୁ,ମନିଷା ନାଏକ,ଜ୍ୟୋତିର୍ମୟୀ ପଧାନ,ତୃପ୍ତିମୟୀ ପଧାନ,ମୁନି ଷାଣ୍ଢ,ଶିବାନୀ ପଧାନ,ସଙ୍ଗୀତା ପଧାନ, ଦୀପ୍ତୀମୟୀ ପଧାନ ଯୋଗଦେଇଥିଲେ।ସୁଶ୍ରୀ ସୁଶୋଭିତା ଗୁରୁ ନିଜର ବକ୍ତବ୍ୟ 

ରଖିଥିଲେ।କାର୍ଯ୍ୟକ୍ରମ ରେ ଶିକ୍ଷକ ସଂକିର୍ତ୍ତନ ତ୍ରିପାଠୀ,ଅଜିତ କୁମାର ଗୁରୁ,ଗଜୀନ୍ଦ୍ର ନାଏକ,ପବିତ୍ର ମୋହନ ପଧାନ,ହରିବୋଲ ପଧାନ ସହଯୋଗ କରିଥିଲେ।ପରିଶେଷରେ ଖେଳ ଶିକ୍ଷକ ପ୍ରବୀଣ ନାରାୟଣ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।ରଖିଥିଲେ।କାର୍ଯ୍ୟକ୍ରମ ରେ ଶିକ୍ଷକ ସଂକିର୍ତ୍ତନ ତ୍ରିପାଠୀ,ଅଜିତ କୁମାର ଗୁରୁ,ଗଜୀନ୍ଦ୍ର ନାଏକ,ପବିତ୍ର ମୋହନ ପଧାନ,ହରିବୋଲ ପଧାନ ସହଯୋଗ କରିଥିଲେ।ପରିଶେଷରେ ଖେଳ ଶିକ୍ଷକ ପ୍ରବୀଣ ନାରାୟଣ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା