-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଯାଜପୁର : ଜେନାପୁର ହାଇସ୍କୁଲ କୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କଲେ ଧର୍ମଶାଳା ବିଧାୟକ

03-Jul-2021



ଯାଜପୁର (ସୁଶାନ୍ତ କୁମାର ଖଟୁଆ) : ଧର୍ମଶାଳାର ମାନ୍ୟବର ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଜେନାପୁର ହାଇସ୍କୁଲ କୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କଲାପରେ ପ୍ରଥମ ଥର ସ୍କୁଲ ପରିସରର ମଧ୍ୟରେ ମୋସ୍କୁଲ୍ରର ଅଭିଯାନର କର୍ମକର୍ତ୍ତା ତଥା ସ୍କୁଲର ପ୍ରଧାନ ଶିକ୍ଷକ ଅନ୍ୟ ଶିକ୍ଷକ ପୁର୍ବତନ ପ୍ରଧାନ ଶିକ୍ଷକ ପୁର୍ବତନ ବ୍ଲକ୍ ଶିକ୍ଷାଧିକାରୀଙ୍କ ସହିତ ସ୍କୁଲର ସମସ୍ତ ଉନ୍ନୟନ କାର୍ଯ୍ୟକ୍ରମ ବିଷୟରେ ଦୀର୍ଘ ସମୟଧରି ଆଲୋଚନା କରିବା ସହିତ ଆସନ୍ତା ଦିନରେ ଜେନାପୁର ହାଇସ୍କୁଲ କୁ କିଭଳି ଏକ ମଡେଲ ସ୍କୁଲ ଭାବେ ରାଜ୍ୟରେ ପ୍ରତିଷ୍ଠା କରାଯିବ ସେ ବିଷୟରେ ସୁଚିନ୍ତିତ ମତାମତ ଦେବା ସହ ସଂପୁର୍ଣ୍ଣ ସହଯୋଗ କରିବା ପାଇଁ ନିଷ୍ପତ୍ତିମାନ ପ୍ରକାଶ କରିଥିଲେ, ଉକ୍ତ ଆଲୋଚନାରେ ମୋ ସ୍କୁଲ୍ ଅଭିଯାନର ସଭାପତି  ପ୍ରଫୁଲ୍ଲ କୁମାର ଦାସ, ପ୍ରଧାନ

ଶିକ୍ଷକ ନିରୋଦ କୁମାର ମହାନ୍ତି, ପୁର୍ବତନ ପ୍ରଧାନ ଶିକ୍ଷକ ଚନ୍ଦ୍ର ଶେଖର ସ୍ଵାଇଁ , ପୁର୍ବତନ ବ୍ଲକ୍ ଶିକ୍ଷାଧିକାରୀ ପ୍ରଫୁଲ୍ଲ କୁମାର ବେହେରା, ସରପଞ୍ଚ  କୃଷ୍ଣଚନ୍ଦ୍ର ପଟ୍ଟନାୟକ, ମୋ ସ୍କୁଲ ଅଭିଯାନର ଅଶୋକ କୁମାର ସାହୁ, ପ୍ରମୋଦ କୁମାର ଦାସ, ଶିଶିର ଦାସ, କ୍ଷେତ୍ରବାସୀ ରାଉତ, ସୁଦର୍ଶନ ପ୍ରଧାନ, ପ୍ରମୋଦ କୁମାର ମଲ୍ଲିକ, ଦିଲ୍ଲିପ କୁମାର ବରାଳ, ଶ୍ୟାମଘନ ପାତ୍ର, ବିଷ୍ଣୁ ଚରଣ ଓଝା ପ୍ରଭୁତି ବହୁ କର୍ମକର୍ତ୍ତା ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା