-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନ ତରଫରୁ ଭବାନୀପାଟଣାରେ ରଥଯାତ୍ରା ଓ ବାହୁଡ଼ାଯାତ୍ରା ସମ୍ପର୍କିତ ପ୍ରସ୍ତୁତି ବୈଠକ

03-Jul-2021



ଭବାନୀପାଟଣା (ପ୍ରେରଣା ଖବର) ଆଜି ସ୍ଥାନୀୟ ଜିଲ୍ଲା କାର୍ଯ୍ୟାଳୟର ସଦଭାବନା ଗୃହରେ ଅପରାହ୍ନ ୪.୩୦  ମି. ସମୟରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲଙ୍କ ଅଧ୍ୟକ୍ଷତାରେ ପବିତ୍ର ରଥଯାତ୍ରା ଓ ବାହୁଡା ଯାତ୍ରା ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନଷ୍ଠିତ ହୋଇଯାଇଛି । ପ୍ରଥମେ ସହକାରୀ ଜିଲ୍ଲାପାଳ ଶୁଭାଦୀପ୍ତା ମହାନ୍ତି ସମସ୍ତଙ୍କୁ ସ୍ଵାଗତ କରି ମତ ଉପସ୍ଥାପନ ଓ ପ୍ରସ୍ତାବ ଗ୍ରହଣ ଉପରେ ଅନୁରୋଧ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପଟେଲ ଚଳିତ ବର୍ଷ ରାଜ୍ୟ ସରକାରଙ୍କ କୋରୋନା କଟକଣା ଜାରି ନିର୍ଦ୍ଦେଶ ଅନୁଯାୟୀ ପୁରୀ ଜଗନ୍ନାଥ ମନ୍ଦିର ବ୍ୟତୀତ ଅନ୍ୟ କୌଣସି ଜିଲ୍ଲାରେ ରଥଟଣା ଓ ଭକ୍ତ ସମାଗମ ହେବନାହିଁ ଏବଂ ଭବାନୀପାଟଣା ସ୍ଥିତ ଜଗନ୍ନାଥ ମନ୍ଦିର ,ବାଲାଜୀ ମନ୍ଦିର ତଥା ଜିଲ୍ଲାର ସମସ୍ତ ଜଗନ୍ନାଥଙ୍କ ମନ୍ଦିରରେ କେବଳ ଯଥାବିଧି ନୀତିକାନ୍ତି ସହ ଆନୁଷ୍ଠାନିକ ଭାବରେ ମନ୍ଦିର ପରିସରରେ ପୂଜା କରାହେବ ବୋଲି କହିଥିଲେ।ସଭାରେ ସାମ୍ବାଦିକ ସତ୍ୟ ନାରାୟନ ମହାପାତ୍ର ଜିଲ୍ଲାରେ ସମସ୍ତ ଜଗନ୍ନାଥ ମନ୍ଦିର  ପରିସର ଓ ପାରିପାର୍ଶ୍ୱିକ କ୍ଷେତ୍ରରେ ୧୪୪ ଧାରା ଲାଗୁ ଉପରେ ମତ ରଖିଥିଲେ। ଜଗନ୍ନାଥ ମନ୍ଦିର ପୂଜକ ଅଜୟ ମହାପାତ୍ର ମନ୍ଦିର ପରିସରରେ ନିରାପତ୍ତା ପାଇଁ ସୁରକ୍ଷାକର୍ମୀ ମୃତୟନ ନିବେଦନ କରିଥିଲେ। ପୌର ପରିଷଦର ନିର୍ବାହୀ ଅଧିକାରୀ ଙ୍କୁ ମନ୍ଦିର ପରିସର ସଫା ସୁତୁରା ଓ ବ୍ଲିଚିଂ ବିଶୋଧନ ବ୍ୟବସ୍ଥା କରିବା ପାଇଁ ଦାୟିତ୍ଵ ଦିଆଗଲା। ଅତିରିକ୍ତ ଜିଲ୍ଲାପାଳଙ୍କ ଦ୍ଵାରା ସମସ୍ତ ବ୍ଲକ ଓ ତହସିଲ ଅନ୍ତର୍ଗତ ଜଗନ୍ନାଥ ମନ୍ଦିର ପରିସର ଓ ଆଖପାଖରେ ୧୪୪ ଧାରା ଲାଗୁ ସହ ରଥଟଣା ନ ହେବା ପାଇଁ ପତ୍ରପ୍ରେରଣ କରାଯିବ।ବାଲାଜୀ ମନ୍ଦିର ପରିଚାଳନା ମୁଖ୍ୟ ଶ୍ରୀ ଜଗଦୀଶ ମଣ୍ଡଳଙ୍କ ପ୍ରସ୍ତାବ ଜଗନ୍ନାଥ ମନ୍ଦିର ପାଇଁ ମାଉସୀ ମା ମନ୍ଦିରର ସ୍ଥାପନ ଓ ଜାଗା ଚିହ୍ନଟ ସକାଶେ ଉପଜିଲ୍ଲାପାଳ  ସୁଶାନ୍ତ କୁମାର ସିଂ ଅତିଶିଘ୍ର ବୈଠକ ଅନୁଷ୍ଠିତ କରି ଦେବାତ୍ତର ବିଭାଗକୁ ରିପୋର୍ଟ୍ ପ୍ରେରଣ କରିବେ ବୋଲି କହିଥିଲେ।ସଭାରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ଉପଜିଲ୍ଲପାଳ ସୁଶାନ୍ତ ସିଂ, ଅତିରିକ୍ତ ଏସ ପି ଶ୍ରୀ ବିଜୟ କୁମାର ନନ୍ଦ, ଆଇଆଇସି  ପ୍ରଦୀପ କୁମାର ଧାରୁଆ, ଇ ଓ  ବିଶ୍ବମ୍ବର ମିଶ୍ର, ସଂସ୍କୃତି ଅଧିକାରୀ ଶ୍ରୀମତୀ ବେହେରା, ଶ୍ରୀ ଉତ୍ସବ ସାହୁ, ଡ ଲମ୍ବୋଦର ସାହୁ, ଦୁର୍ଗା ଚରଣ ମିଶ୍ର, ଶଶି ଭୂଷଣ ଚୌଧୁରୀ, ଅଶୋକ ନେଗି, ଶାନ୍ତି କମିଟି ମୁସଲିମ ନେତୃବୃନ୍ଦ, ବୁଦ୍ଧିଜୀବୀ,ଗଣମାଧ୍ୟମ ପ୍ରତିନିଧି ଓ ଡି ଆଇ ପି ଆର ଓ ମନୋଜ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026

You Might Also Like