-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

ଆସନ୍ତା ଜୁଲାଇ ୫,୬,୭ ତିନି ଦିନ ଧରି ଜିଲ୍ଲାର ବିଭିନ୍ନ କେନ୍ଦ୍ରରେ ୧୮ରୁ୪୪ ଓ ୪୫ରୁ ଉର୍ଦ୍ଧ ନାଗରିକଙ୍କ ପାଇଁ ଟୀକାକରଣ

04-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ  ତରଫରୁ ଆସନ୍ତାକାଲି  ୦୫/୦୭/୨୧ ରୁ  ତା ୦୬/୦୭/୨୧ ଦୁଇଦିନ ଧରି ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟି ରେ ବ୍ୟବସ୍ଥିତ ୪୩ କେନ୍ଦ୍ର ରେ, ଯଥା ବୀରମହାରାଜପୁର ବ୍ଲକରେ ୦୭ଟି କେନ୍ଦ୍ର,ଉଲୁଣ୍ଡା ବ୍ଲକରେ ୦୫ଟି କେନ୍ଦ୍ର,ସୋନପୁର ବ୍ଲକରେ ୦୭ଟି କେନ୍ଦ୍ର,ବିନିକା ବ୍ଲକରେ ୦୭ଟି କେନ୍ଦ୍ର,ତରଭା ବ୍ଲକରେ ୦୬ଟି ଟୀକା କେନ୍ଦ୍ର ଏବଂ ଡୁଙ୍ଗୁରିପାଲି ବ୍ଲକରେ ୦୭ଟି କେନ୍ଦ୍ର,ଏବଂ ସୋନପୁର ମ୍ୟୁନିସିପାଲିଟିର ୦୪ଟି କେନ୍ଦ୍ରରେ ୧୮ ରୁ ୪୪ ତଥା ୪୫ ରୁ ଉର୍ଦ୍ଧବର୍ଷ ହିତାଧିକାରୀଙ୍କୁ ଟୀକା ପ୍ରଦାନ କରାଯିବ l ସେହିପରି ତାରିଖ ୦୭/୦୭/୨୧ରେ ଜିଲ୍ଲାର ୧୧ଟି କେନ୍ଦ୍ରରେ ଯଥା- ଉଲୁଣ୍ଡା ବ୍ଲକର ୦୫ଟି କେନ୍ଦ୍ର, ବିନିକା ବ୍ଲକର ୦୨ଟି କେନ୍ଦ୍ର ଓ ସୋନପୁର ମ୍ୟୁନିସିପାଲିଟିରେ ୦୪ଟି କେନ୍ଦ୍ରରେ ୧୮ରୁ୪୪ ତଥା ୪୫ ରୁ ଉର୍ଦ୍ଧବର୍ଷ ହିତାଧିକାରୀଙ୍କୁ ଟୀକା ପ୍ରଦାନ କରାଯିବ l ହିତାଧିକାରୀ ଟୀକାକରଣ ନିମନ୍ତେ ପଂଜିକୃତ କରି ନିଯୁକ୍ତି ଚିଠାକୁ ଅନୁସୂଚିତ କରାଇପାରିବେ ଅଥବା ଉକ୍ତ ଦିନ ନିର୍ଧାରିତ ସମୟ ସକାଳ ଘଂ ୦୯-୦୦ ରେ କେନ୍ଦ୍ରକୁ ଯାଇ ଟୀକାନିମନ୍ତେ ଅଗ୍ରିମଟୋକନ ସଂଗ୍ରହ କରିପାରିବେ l ସ୍ଲଟ ବୁକିଂ କରିଥିବା ହିତାଧିକାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟୀକା ପ୍ରଦାନ କରାଯିବ l ଉକ୍ତ ଦିନ ଗୁଡିକରେ  ଟୀକାକରଣ ପାଇଁ ଯୋଗ୍ୟ ପଂଜିକୃତ ହିତାଧିକାରୀ ନିଜର ନିଯୁକ୍ତି ଚିଠା (ମୋବାଇଲ ମେସେଜ/ଚିଠାର ହାର୍ଡକପି) ପଞ୍ଜିକରଣ ସମୟରେ ବ୍ୟବହୃତ ପରିଚୟ ପତ୍ର ସାଙ୍ଗରେ ଆଣି ସୂଚିତ  ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ l ବିନା କୌଣସି ସୂଚନାରେ ଟୀକାକେନ୍ଦ୍ର କୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ରରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଇଛି l ଏହି ଟୀକାକରଣ ଉକ୍ତ ଦିନଗୁଡ଼ିକରେ ସକାଳ ୦୯ରୁ ସନ୍ଧ୍ୟା ୦୬ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ l  

ହିତାଧିକାରୀ ଟୀକାକରଣ  ପାଇଁ  ଅନଲାଇନ  https://selfregistration.cowin.gov.in ରେ ପଞ୍ଜିକରଣ କରାଇ ସ୍ଲଟ ଅନୁସୂଚିତ କରାଇପାରିବେ  
ତା ୦୪/୦୭/୨୧ ପୂର୍ବାହ୍ନ ୧୦-୩୦ ଘଂ ରୁ ପଞ୍ଜିକରଣ ନିମନ୍ତେ ସ୍ଲଟ ଖୋଲା ରହିବ ବୋଲି ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like