-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||     

HOME   ଜିଲ୍ଲା

କୋକସରା ବ୍ଲକ ଠାରେ ୭୨ ତମ ବନମହୋସବ ପାଲିତ l

04-Jul-2021



କଳାହାଣ୍ଡି,
କୋକସରା(ତ୍ରିନାଥ ବେଶ୍ରା )
 କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡର ଜୁନାଗଡ଼ ବନାଞ୍ଚଳ  ଅଧିନସ୍ଥରେ ଥିବା କୋକସରା ଅଗ୍ନି ସମ ବିଭାଗ ପରିସରରେ ବନ ବିଭାଗ ପକ୍ଷରୁ ୭୨ ତମ ବନମହୋସବ  ସପ୍ତାହ ପାଳନ ହୋଇଯାଇଛି । ଏଠାରେ ଗମ୍ଭାରି ଗୁଡା ସରପଞ୍ଚ ଶ୍ରୀମତୀ ନନ୍ଦିତା ସାହୁ, ନାଏବ ସର ପଞ୍ଚ ଶ୍ରୀଯୁକ୍ତ ସୋମନାଥ ବାଗ, ସମିତିସଭ୍ୟ ଟିକେ ଶ୍ୱର ନାଗ ,୨୬ ନମ୍ବର ଜାତୀୟ ରାଜପଥ ଠା ରୁଗମ୍ଭାରି ଗୁଡା ଯିବା ରାସ୍ତା ଓଭୋର ପାଞ୍ଚ କିଲୋମିଟର ପର୍ଯ୍ୟନ୍ତ ପଥ ପ।ର୍ଶ ବନି କରଣରେ, ୭୨ ତମ ବନ ମୋହ ଛବବୃକ୍ଷ ରୋପଣର କାର୍ଯ୍ୟ କ୍ରମର ଶୁଭାରମ୍ଭ କରିଥିଲେ ।

ଅଞ୍ଚଳର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ ସାଙ୍ଗକୁ ମାସ୍କ ପ୍ରଦାନ କରିଥିଲେ ,ଅନ୍ୟ ମାନଙ୍କ ମଧ୍ୟରେଜୁନାଗଡ଼ ବନ ବିଭାଗ ବିଭାଗ ପକ୍ଷରୁ 
, ରେଞ୍ଜର ଶ୍ରୀଯୁକ୍ତ ମୁରାରୀ ପ୍ରସାଦ ପଣ୍ଡା , ବନପାଳ - ଶ୍ରୀଯୁକ୍ତ ବଳରାମ ଭୋଇ, ନିଆର ରଞ୍ଜନ ଠାକୁର, ଫରେଷ୍ଟ ଗାର୍ଡ - ରାଜେନ୍ଦ୍ର ନାୟକ, ଜଗନ୍ନାଥ ନାୟକ, କାହ୍ନୁ ଚରଣ ତ୍ରିପାଠୀ ଓ ସମସ୍ତ ବନ କର୍ମ ଚାରି ଏବଂ କୋକସରା ଅଗ୍ନି ସମ ବିଭାଗ ଅଧି କ।ରୀ - ଶ୍ରୀଯୁକ୍ତ କୈଳାସ ଚନ୍ଦ୍ର ପ୍ରଧାନ ଓ ତାଙ୍କ ସହ କର୍ମୀ ଏହି କାର୍ଯ୍ୟ ଯୋଗଦାନ କରି ଏହି ୭୨ ତମ  ବନମହୋସବ  ସପ୍ତାହ ପାଳନ ରେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026

You Might Also Like