-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ବଲାଡି ହାଇସ୍କୁଲ ପ୍ରତିଷ୍ଠା ଦିବସରେ ରକ୍ତଦାନ ଶିବିର

04-Jul-2021



ସୋନପୁର,(ପ୍ରେରଣା ଖବର)- ସୋନପୁର ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ ବଲାଡିର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ଏକ ସ୍ୱେଚ୍ଚାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ସତ୍ୟଜିତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ମୂଖ୍ୟଅତିଥି ଭାବରେ ଜିଲ୍ଲା ଶିକ୍ଷାଧିକାରୀ ଲକ୍ଷ୍ମଣ ଭୋଇ ଯୋଗଦାନ କରିଥିଲେ । ରକ୍ତର କୌଣସି ବିକଳ୍ପ ନାହିଁ । କରୋନା ମହାମାରୀ କାଳରେ ରକ୍ତର ଅଭାବ କୁ ପୁରଣ କରିବା ଉଦ୍ଦେଶ୍ୟରେ  ରକ୍ତଦାତା ସ୍ୱେଚ୍ଚାକୃତ ଭାବରେ ଶିବିରରେ ରକ୍ତଦାନ କରିଥିବାରୁ ି ମୁଖ୍ୟଅତିଥି ଶ୍ରୀଭୋଇ ସାଧୁବାଦ ଜଣାଇଥିଲେ । ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ଜୁନିଅର ରେଡକ୍ରସ ସଂପାଦକ ହିମାଂଶ ଶେଖର କର, ଉପସଭାପତି ଗତିକୃଷଯଣ ମିଶଯର, ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ, ବିଦ୍ୟାଳୟ ପରିଚାଳନା କମିଟି ଟିକେଚନ୍ଦ ସାହୁ

ଯୋଗଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ଶିବିରରେ ସର୍ବମୋଟ ୩୨ଜଣ ସ୍ୱେଚ୍ଛାସେବୀ ରକ୍ତଦାନ କରିଥିଲେ । ପ୍ରାରମ୍ଭରେ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟଅତିଥିଙ୍କ କରମଲରେ ଚାରା ରୋପଣ କରି ଆନୁଷ୍ଠାନିକ ଭାବରେ ବନ ମହୋତ୍ସବ କାର୍ଯ୍ୟକ୍ରମ ଶୁଭାରମ୍ବ କରିଥିଲେ । ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ୨୫ ଗୋଟି ବୃକ୍ଷ ରୋପଣ କରାଯାଇଥିଲା । ବୋଧିଦୃମ ନାମରେ ଗୋଟିଏ ନିମ୍ବ ଗଛକୁ ଜୁନିଅର ରେଡକ୍ରସ ତରଫରୁ ନାମିତ କରାଯାଇ ଗଛ ଗୁଡିକର ସୁରକ୍ଷା କରିବାକୁ ଆହ୍ୱାନ କରାଯାଇଥିଲା । କାର୍ଯ୍ୟକ୍ରମରେ ବରିଷ୍ଠ ସାଧନ କର୍ମି ଝସକେତନ ମେହେର, ଜିଲ୍ଲା ସାଧନ କର୍ମି ଚନ୍ଦ୍ର ଶେଖର ମହାପାତ୍ର, ଓଡିଶା ରକ୍ତଦାତା ମହାସଂଘର ସଭ୍ୟ ତଥା ଜୁନିଅର ରେଡକ୍ରସ ୍ର କାଉନସିଲର ରାମନାରାୟଣ ଦାଶ , ଦେଉଲପଦର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅମୀୟ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ରକ୍ତ ସଂଗ୍ରହ ପାଇଁ ଡ. ସରୋଜ କୁମାର ପଟେଲ, ଜଗତ ଦରୱାନ, ସତ୍ୟବ୍ରତ ତାଣ୍ଡି, ଟଙ୍କଧର କୁଅଁର ପ୍ରମୁଖ ଶିବିରରେ ସେବା କାର୍ଯ୍ୟ ତୁଲାଇଥିଲେ । ବିଦ୍ୟାଳୟର  ଶିକ୍ଷକ ସୁଶାନ୍ତ କୁମାର ଦାସ, ଜଗନ୍ନାଥ ପଣ୍ଡା, ସଂଗ୍ରାମ ମିଶ୍ର, ପ୍ରମୋଦ କୁମାର ସାହୁ, ଜଲେନ୍ଦ୍ର ସାହୁ, ପ୍ରାଣବନ୍ଧୁ ବେଜ, ବ୍ୟାସଦେବ ଭୋଏ, ହରପ୍ରସାଦ ସାହୁ, ସଦାନନ୍ଦ  , ଯପେନ୍ଦ୍ର ବେଜ, ନବୀନ ସେଠି, ବିଦ୍ୟାଳୟ କମିଟିର ଉଦ୍ୟେକ୍ତା ରଘୁନାଥ ବେହେରା, ପୂର୍ବତନ ସଂପାଦକ ପୁରନ୍ଦର ସାହୁ, ପୂର୍ବତନ ସଭାପତି ଭଗବାନ ମାହାକୁର, ସରପଂଚ ପ୍ରତିନିଧି ଶଙ୍କର୍ଷଣ ସାହୁ, ୱାର୍ଡମେମ୍ବର ଶଙ୍ଖ ସେଠି ତଥା ଅନ୍ୟାନ୍ୟ ଗ୍ରାମବାସୀ ବୃନ୍ଦ ସହଯୋଗ କରିଥିଲେ । ରକ୍ତଦାତା ଭାବରେ ପ୍ରଥମେ ସତ୍ୟଜିତ ପଟ୍ଟନାୟକ, ଚତୁର୍ଭୁଜ କର୍ଣ୍ଣ, ଅଶ୍ୱିନୀ ସାହୁ, ରୋହିତ

ପାତ୍ର, ବିଭୂତି ଭୂଷଣ ସାହୁ, ରମାକାନ୍ତ ମହାକୁର, ଉମେଶ ପଟେଲ, ଶଙ୍ଖ ସେଠି, ରୁବି ପଧାନ, ବିଭିଷଣ ସାହୁ, ନକୁଲ ସାହୁ, ଜଗନ୍ନାଥ ଝାଙ୍କର, ସୁମନ୍ତ ପଧାନ, ଧିରେବ ଡାଙ୍ଗ, ମୋନିକା ସାହୁ, ଅଶ୍ୱିନୀ କୁମାର ଗୁରୁ, ଭରତ ଘିବେଲା, ହିମାଂଶୁ ପାତ୍ର, କିଶୋର ସାହୁ, ସତ୍ୟ ନାରାୟଣ ପାତ୍ର, ମାନୁ ମିଶ୍ର, ସଚିଦା ସହୁ, ଶୁଭଶ୍ରୀ ସାହୁ, କୁସୁମ ସାହୁ, ରୋହିତ ପଣ୍ଡା, ଦୟନ୍ତା  ପଧାନ, ଜୟ ପ୍ରକାଶ ମିଶ୍ର, ଜ୍ୟେତିର୍ମୟୀ ସାହୁ, ଫିରୋଜ ମିଶ୍ର, ଶିକାନ୍ତ ପାଣିଗ୍ରାହି, ହୀରାସାଗର ମାହାକୁର, ପ୍ରମୁଖ ଯୋଗଦାନ କରି ରକ୍ତଦାନ କରିଥିଲେ ।  ପରିଶେଷରେ ଶିକ୍ଷକ ଯିତେନ୍ଦ୍ର କୁମାର ସାହୁ ଧନ୍ୟବାଦ ଅର୍ଣ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like