-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବନମହୋତ୍ସବ ପାଳିତ

05-Jul-2021



କଣ୍ଟାବାଞ୍ଜି (ଆନନ୍ଦ କୁମାର ମୋଟେ) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ତୁରେକେଲା ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ୭୨ତମ ବନମହୋତ୍ସବ ସପ୍ତାହର ପଞ୍ଚମ ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହୋଇଥିଲା।ପ୍ରକୃତିବନ୍ଧୁ ତଥା ଜୁନିୟର ରେଡକ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ କଣ୍ଟାବାଞ୍ଜି ବନାଞ୍ଚଳର ବନାଞ୍ଚଳ ଅଧିକାରୀ ଶ୍ରଦ୍ଧାଦେବ ବଡମାଳିଙ୍କ ଉପସ୍ଥିତିରେ ଅତିଥି ଭାବରେ ତୁରେକେଲା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ବଡବାବୁ ବିଜୟ ପାଣିଗ୍ରାହୀ, ବୁଦ୍ଧଦେବ ବନ୍ଛୋର,ଶିକ୍ଷକ ପ୍ରେମରାଜ ପାଣିଗ୍ରାହୀ, ଆଶିଷ ଜୈନ,ପ୍ରକାଶ ସେଲମା, ରମେଶ ସୁନା,ସୁନୀଲ ସାହୁ, ବିଶ୍ୱନାଥ ମେହେର, ରବୀନ୍ଦ୍ର ରଥ ଯୋଗ ଦେଇଥିଲେ।ଅତିଥି ମାନଙ୍କର

କରକମଳରେ ପରିସର ମଧ୍ୟରେ ପଣସ,ଆମ୍ବ,ଦେବଦାରୁ,ଅଁଳା,ଜାମୁ ଆଦି ଗଛ ଲଗାଯାଇଥିଲା।ଠିକ ସେହିପରି ବରଲା ଗ୍ରାମରେ ବୃକ୍ଷ ରୋପଣ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ସରପଞ୍ଚ, ବନ ସୁରକ୍ଷା ସମିତିର ସଭ୍ୟ ଓ ଗ୍ରାମବାସୀ ଯୋଗ ଦେଇଥିଲେ।ପଞ୍ଚମ ଦିବସର ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଲର୍କି ଫରେଷ୍ଟର ଆଦିତ୍ୟ ପ୍ରସାଦ ମିଶ୍ର, ମହୁଲପାଟି ଫରେଷ୍ଟର ସତ୍ୟବାନ ମାଝୀ, ପାରାସ୍କୁଆଡ ପ୍ରଶାନ୍ତ ନାଏକ,ରାମ ମାଝୀ, କେଶବ ନାଗ,କପିଳ ମାଝୀ, ପରମାନନ୍ଦ ଭାଟି, ପିତାମ୍ବର କୁମ୍ଭାର, ଧନେଶ୍ବର ମାଝୀ, କେଶବ ନାଗ ଆଦି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like