-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ପଞ୍ଚାୟତସ୍ତରରେ ଲୋକଙ୍କୁ ସଚେତନ କରି ବିପଦରୁ ମୁକ୍ତ କରିବା ଆମ ପାଇଁ ସବୁଠୁ ମହତ କାର୍ଯ୍ୟ

05-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ପଡାରୁ ପଡା,ଗାଁ ଠୁ ଗାଁ ଏହିପରି ପଞ୍ଚାୟତ ସ୍ତରରେ ଥିବା ଗାଁ ଗୁଡିକରେ ବସବାସ କରୁଥିବା ଅଧିବାସୀଙ୍କ ଠାରେ ଯେତିକି ସଚେତନତା ସୃଷ୍ଟି କରାଯିବ ସେମାନେ ସେତିକି ଭାବରେ ନିଜକୁ ସୁରକ୍ଷିତ ରଖିପାରିବେ ଓ ସ୍ବାସ୍ଥ୍ୟ ଭଳି ଅମୂଲ୍ୟ ସମ୍ପଦ ର ବିପଦରୁ ତାଙ୍କୁ ମୁକ୍ତ କରିବା ଆମ ପାଇଁ ସଚେତନତା କାର୍ଯ୍ୟକ୍ରମ ସବୁଠାରୁ ମହତକାର୍ଯ୍ୟ ହେବବୋଲି ବିନିକା ବ୍ଲକ ଅନ୍ତର୍ଗତ ଅନ୍ତର୍ଗତ ମହାଦେବପାଲି ପଞ୍ଚାୟତ ସ୍ତରରେ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ସାମିଲ ହୋଇ ଏଏନଏମ,ଅଙ୍ଗନୱାଡ଼ି, ଆଶା କର୍ମୀ ପ୍ରକାଶ କରିଛନ୍ତି l ସୂଚନା ଯୋଗ୍ୟ ଯେ ଦୀର୍ଘ ଏକବର୍ଷ ରୁ ଉର୍ଦ୍ଧ ହେବ ମହାମାରୀ କରୋନା ରେ କବଳିତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଅଙ୍ଗନୱାଡ଼ି,ଆଶା କର୍ମୀମାନେ ଘରଘର ବୁଲି ଲୋକଙ୍କୁ କୋଭିଡ଼ ନିୟମ ପାଳନ ଦିଗରେ ସଚେତନ କରିବା ସହ ଏହି ରୋଗରୁ ବର୍ତ୍ତିବା ପାଇଁ ସମସ୍ତେ କୋଭିଡ଼ ଟୀକା ନେବାକୁ ପରାମର୍ଶ ଦିଆଯାଉଛି l ଏଏନଏମ ଇନ୍ଦୂଳତା ସେଠୀ ଓ ଅଙ୍ଗନୱାଡ଼ି କର୍ମୀ ଗାୟତ୍ରୀ ପୂଜାହାରିଙ୍କ ନେତୃତ୍ୱରେ ପଞ୍ଚାୟତ ସ୍ତରରେ କାର୍ଯ୍ୟରତ ସମସ୍ତ ଅଙ୍ଗନୱାଡ଼ି ଓ ଆଶାକର୍ମୀ ମିଳିତ ହୋଇ ମାଇକ ଯୋଗେ ପଞ୍ଚାୟତ ଅଧୀନ  ନାଗପାଲି,ସଂସାମୁରା,ଘୋଡାଧାର,ଗରିଆପାଲି,ପଣ୍ଡକିତାଳ,ସକମା, କର୍ତ୍ତଙ୍ଗ,ମହାଦେବପାଲି, ପଧାନପାଲି ପ୍ରଭୃତି ଗ୍ରାମରେ ଘରଘର ବୁଲି ଲୋକଙ୍କୁ କରୋନା ଓ ମ୍ୟାଲେରିଆ ଉପରେ ସଚେତନତା ସୃଷ୍ଟି କରିବା କାର୍ଯ୍ୟକ୍ରମ ବଳବତ୍ତର ରଖିଥିବା ବେଳେ ଶିଶୁଙ୍କ ସୁରକ୍ଷା ପାଇଁ ନିମୋନିଆ ଓ ମସ୍ତିଷ୍କ ଜ୍ବର ସକାଶେ ଟିସିଜି ଟୀକା ଦେବାକୁ ସମସ୍ତ ପିତାମାତାଙ୍କୁ ଅବଗତ କରୁଥିବା ଦେଖିବାକୁ ମିଳିଛି l ଏହି ସଚେତନତା କାର୍ଯ୍ୟକ୍ରମ ରେ ଚନ୍ଦ୍ରଭାନୁ ସିକକା, ସଂଯୁକ୍ତା ନାଗ,ସତ୍ୟବତୀ ମୁଦୁଲି,ଜାନକୀନାଥ,ରୁକୁନି ନାଗ, ଵୈଦେହି ବେହେରା,ଉର୍ମିଳା କଠାର,ଜlଜ୍ଞସିନି କୁମ୍ଭାର,କୌଶଲ୍ୟା କଠାର,ମାନିନୀ ରଣା,କୁନ୍ତୀ ଦେବୀ,କୁନ୍ତୀ ମଲ୍ଲିକ, ଵୈଦେହି ପାଣ୍ଡେ,ଜୟା ଖୁରା,ଶୁକ,ଅରୁଣା ପ୍ରମୁଖ ଅଙ୍ଗନୱାଡ଼ି ଓ ଆଶା କର୍ମୀ ସାମିଲ ହୋଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like