-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଦିଗଙ୍ଗତ ସାମ୍ବାଦିକ ଙ୍କ ପରିବାର କୁ ଘୋଷିତ ଆର୍ଥିକ ଅନୁକମ୍ପା ରାଶି ପ୍ରଦାନ ପାଇଁ ଓ଼ଜେୟୁ ର ଦାବି

05-Jul-2021



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ସମ୍ବଲପୁର ଜିଲ୍ଲାରେ ଗତ ୬ ମାସ ମଧ୍ୟରେ ୫ ଜଣ  ସମ୍ମୁଖ କରୋନା ଯୋଦ୍ଧା ସାମ୍ବାଦିକ ଙ୍କ ଦେହାନ୍ତ ଘଟିଛି I ମୃତ୍ୟୁବରଣ କରିଥିବା ଏହି ସାମ୍ବାଦିକ ମାନଙ୍କ ପରିବାର ଏବେ ଦୁଃଖ ତଥା ଦୁର୍ଦ୍ଦିନରେ କାଳତିପାତ କରୁଛନ୍ତି। ତେବେ ଜିଲ୍ଲାରେ ମୃତ୍ୟୁବରଣ କରିଥିବା ଏହି ସାମ୍ବାଦିକଙ୍କ ପରିବାରକୁ ସରକାର ଘୋଷଣା କରିଥିବା ସମ୍ମୁଖ କରୋନା ଯୋଦ୍ଧା ଅନୁକମ୍ପା ରାଶି (୧୫ ଲକ୍ଷ) ଟଙ୍କା ଏବଂ ଓଡ଼ିଶା ରାଜ୍ୟ କର୍ମଜୀବି ସାମ୍ବାଦିକ କଲ୍ୟାଣ ପାଣ୍ଠି ସଂଶୋଧନ ନିୟମ - ୨୦୨୦ ରୁଲ ନମ୍ବର ୭ (୧) ଅନୁଯାୟୀ କର୍ତବ୍ୟରତ ସାମ୍ବାଦିକଙ୍କ ମୃତ୍ୟୁହେଲେ ନିୟମ ମୁତାବତ ୪ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ରାଶି ଆଜି ପର୍ଯ୍ୟନ୍ତ ପ୍ରଦାନ କରାଯାଇ ନାହିଁ I ଏହି ପରିପ୍ରେକ୍ଷୀରେ ଆଜି ଓଡିଶା ସାମ୍ବାଦିକ ସଂଘ ( ଓ଼ଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା ପକ୍ଷରୁ ଜ଼ିଲ୍ଲାପାଳ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଠାରେ ସରକାର ଘୋଷଣା କରିଥିବା ଆର୍ଥିକ ଅନୁକମ୍ପା ରାଶି ଅବିଳମ୍ବେ ଦିବଙ୍ଗତ ସାମ୍ବାଦିକ ଙ୍କ ପରିବାର କୁ ପ୍ରଦାନ ପାଇଁ ଦାବି କରାଯାଇଛି I ଗତ ୬ ମାସ ମଧ୍ୟରେ ଜ଼ିଲ୍ଲା ର ମୃତ୍ୟୁ ବରଣ କରିଥିବା ସାମ୍ବାଦିକ ମାନେ ହେଲେ ଦେବେନ୍ଦ୍ର ସାମନ୍ତରାୟ (ସମ୍ବାଦ), ବିଜୁ ପଟ୍ଟନାୟକ (ସମାଜ), ମାନସ ରଂଜନ ଜୟପୁରିଆ ( ଜୀ ଓଡିଶା), ମୁକ୍ତ ସାମ୍ବାଦିକ ଦାମୋଦର ପଣ୍ଡା ଏବଂ ରାଘେବେନ୍ଦ୍ର ଷଡଙ୍ଗୀ (ଲୋକର କଥା) I ଏହି ଦାବି ପତ୍ର ପ୍ରଦାନ ସମୟରେ ଓ଼ଜେୟୁ ଜ଼ିଲ୍ଲା ସଭାପତି ହିଂମାଶୁ ଶେଖର ମିଶ୍ର, ସମ୍ପାଦକ ସରୋଜ ସାହୁ, ଉପ ସଭାପତି ସୁକାନ୍ତ କର, ବରିଷ୍ଠ ସାମ୍ବାଦିକ ସୁଧାଂଶୁ ଶେଖର ମହାରଣା, ସୁଶାନ୍ତ ମହାପାତ୍ର, ସାଧବ ପ୍ରଧାନ,ଅଜୟ ନାଥ, ଜୁସ୍ମନ ରଣା, ସମୀର ଷଡ଼ଙ୍ଗୀ, ସତ୍ୟଜିତ ମହାପାତ୍ର, ତଫିଜୁଲ ହୁସେନ, ନିଉଟନ ରାୟ, ଦେବାଶିଷ ବେହେରା, ସଂଜୀବ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ I ଜ଼ିଲ୍ଲାପାଳ ଙ୍କ ଅନୁପସ୍ଥିତି ରେ ଅତିରିକ୍ତ ଜ଼ିଲ୍ଲାପାଳ ପଦ୍ମନାଭ ବେହେରା ଦାବି ପତ୍ର ଗ୍ରହଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like