-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ମାୟବର୍ହା ଜୁନିଅର ରେଡକ୍ରସ ୟୁନିଟ ତରଫରୁ  ବନମହୋତ୍ସବ 

05-Jul-2021



ମାୟାବର୍ହା, (ପ୍ରେରଣା ଖବର)- ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟତ ହାଇସ୍କୁଲ ମାୟବର୍ହା ରେ ଜୁନିଅର ରେଡକ୍ରସ ୟୁନିଟ ତରଫରୁ ବନମହୋତ୍ସବ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ପ୍ରଧାନଶିକ୍ଷକ ବସନ୍ତ କୁମାର ହୋତା  ଅଧ୍ୟକ୍ଷତା କରିଥିବା ବେଳ ବରିଷ୍ଠି ଶିକ୍ଷକ ମନୋଜ କୁମାର ପୂଜାରୀ ପରିଚାଳନା କରିଥିଲେ । ବିଦ୍ୟାଳୟର ପରାମର୍ଶଦାତା ତଥା ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ କାର୍ଯ୍ୟକ୍ରମର

ଦ୍ଦେଶ୍ୟ ଜ୍ଞାପନ କରିଥିଲେ । ସମ୍ମାନୀତ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲା ଡେଙ୍ଗ ବିଦ୍ୟାଳୟର ପ୍ରକୃତିବନ୍ଧୁ ଶିକ୍ଷକ ତଥା ଜୁନିଅର ରେଡକ୍ରସ କାଉନସିଲର ରାମ ନାରାୟଣ ଦାଶ ଯୋଗଦାନ କରିଥିଲେ ।  ବୃକ୍ଷ ଆମ ଠାରୁ କିଛି ଅପେକ୍ଷା ଏବଂ ଆଶା ନ କରି ଆମର ମୌଳିକ ଆବଶ୍ୟକତା ଖାଦ୍ୟ, ବସ୍ତ୍ର, ବାସଗୃହ ପ୍ରତ୍ୟକ୍ଷ ତଥା ପରୋକ୍ଷ ଭାବରେ ଯୋଗଇଥାଏ । ତେଣୁ ବୃକ୍ଷ ଆମଉର ଜୀବନ୍ତ ଦେବତା ବୋଲି ଉପସ୍ଥିତ ଥିବା ପରିବେଶ ପ୍ରେମୀମାନେ ମତପ୍ରକାଶ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ପରିସରରେ ନିମ୍ବ,

ଶାଗୁଆନ, କଦମ୍ବ, ଆମ୍ବ ପ୍ରଭୃତ ଗଛ ରୋପଣ କରାଯାଇଥିଲା । ତନ୍ମଧ୍ୟରୁ ନିମ୍ବ ଗଛଟିଏର ନାମ ‘ବୋଧିଦ୍ରୁମ’ ରେ ଜୁନିଅର ରେଡକ୍ରସ ୟୁନିଟ ତରଫରୁ ନାମିତ କରାଯାଇଥିଲା ।  ଛାତ୍ରଛାତ୍ରୀ ମାନଙ୍କୁ ଘରେ ସୁରକ୍ଷିତ ରହି ବନମହୋତ୍ସବ ସପ୍ତାହ ମଧ୍ୟରେ ନିଜ ପାଖ ପଡିଶାରେ ବୃକ୍ଷ ରୋପଣ କରିବା ସହ ଆଗାମୀ ଦିନରେ ତାର ସୁରକ୍ଷା କରିବା ପାଇଁ ଆହ୍ୱାନ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟଳୟରେ ଶିକ୍ଷକ ଦୀନବନ୍ଧୁ ପଧାନ, ନନ୍ଦିଘୋଷ ବାରିକ, ପ୍ରହଲ୍ଲାଦ ଦାଶ, ସଂଜିବ କୁମାର ପୂଜାରୀ, ମୀନକେତନ ଦାଶ, ବିଭୀଷଣ ଖମାରୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like