-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ଼ରେ ଉପଖଣ୍ଡସ୍ତରୀୟ  ଦୁର୍ନୀତି ନିବାରଣ ସପ୍ତାହ ଉପଲକ୍ଷେ ଶପଥ ପାଠ ଉତ୍ସବ

27-Oct-2020



ପାଟଣାଗଡ଼-(ପ୍ରେରଣା ଖବର) ଆଜି ଅପରାହ୍ନରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଉପଖଣ୍ଡ ପ୍ରଶାସନ ପକ୍ଷରୁ ତହସିଲଦାର ଡ. ପୁଷ୍ପାରାଣୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଦୁର୍ନୀତି ନିବାରଣ ସଚେତନତା  ସପ୍ତାହ ଉଦ୍ଦେଶ୍ୟରେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ସଚେତନତା ସପ୍ତାହ ଅକ୍ଟୋବର ୨୭ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୨ ତାରିଖ ଯାଏ ଚାଲିବ । ସଚେତନତା ସପ୍ତାହର ପ୍ରଥମ ଦିନରେ ଉପଜିଲ୍ଲାପାଳ ଓ ତହସିଲ ଆଦି କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ରହି ଦୁର୍ନୀତି ବିରୋଧରେ ଶପଥ ପାଠ କରିଥିଲେ । ଏହି ଶପଥ ପଠା ଉତ୍ସବରେ ସହକାରୀ ଜିଲ୍ଲାପାଳ କ୍ଷୀରୋଦ କୁମାର ସାହୁ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଡ. ନନ୍ଦ କିଶୋର ତାଣ୍ଡି, ଉପଖଣ୍ଡସ୍ତରୀୟ ସୂଚନା ଓ ଲୋକ ସଂପର୍କ ଅଧିକାରୀ ରୀତା ବଳିଆର ସିଂହ, ତହସିଲ ଅଫିସର ମୁଖ୍ୟ କିରାଣୀ ଅନିରୁଦ୍ଧ ବୁଡେକ, ନାଜିର ଯଶୋବନ୍ତ କୁମ୍ଭାର, ଲମ୍ବୋଦର ଭୋଇ, ସବିତା କୁମ୍ଭାର, ପ୍ରଶାନ୍ତ ଦାଶ, ନଳିନୀକାନ୍ତ କହାର, ଗୀତାଞ୍ଜଳି ପ୍ରଧାନ, ଜସ୍ମିନ ମେହେର, ପୀତବାସ ରାଉତ, ଆର୍‌ଆଇ ଦୁର୍ଯ୍ୟୋଧନ ପ୍ରଧାନ, ତପନ କୁମାର ମହାନନ୍ଦରଜନୀ ମେହେର, ସୁରଭି ଧରୁଆ, କୃପା ନାଗ ପ୍ରମୁଖ ଉପସ୍ଥିତ ରହି ଶପଥ ପାଠ କରିଥିଲେ । ଉପଖଣ୍ଡ ଅଧୀନସ୍ଥ ସମସ୍ତ କାର୍ଯ୍ୟାଳୟରେ ଏପରି ଶପଥ ପାଠ ଉତ୍ସବ ଅନୁହ୍‌ଠିତ ହୋଇଥିଲା । ଶେଷରେ ଉପଖଣ୍ଡସ୍ତରୀୟ ସୂଚନା ଓ ଲୋକ ସଂପର୍କ ଅଧିକାରୀ ରୀତା ବଳିଆର ସିଂହ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like