-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

୭୨ତମ ବନୋମହୋତ୍ସବରେ ବୃକ୍ଷରୋପଣ କଲେ ନରସିଂହ- ବୃକ୍ଷରୋପଣ ସଙ୍ଗେ ଏହାର ସୁରକ୍ଷା ନିହାତି ଜରୁରୀ-ନରସିଂହ

05-Jul-2021



ବଲାଙ୍ଗିର,(ପ୍ରେରଣା ଖବର)-  ଆଜି ସ୍ଥାନୀୟ ବଣ୍ଡା ସଂରକ୍ଷିତ ଜଙ୍ଗଲରେ ଜିଲ୍ଲା ଜଙ୍ଗଲ ପରବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତରଫରୁ ଅନୁଷ୍ଠିତ ହୋଇଥିବା ବନୋମହୋତ୍ସବରେ ବଲାଙ୍ଗିରର ମାନ୍ୟବର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବୃକ୍ଷରୋପଣ କରିଥିଲେ । ଡିଏଫ୍‌ଓ ସମୀର କୁମାର ଶତପଥିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ବନୋମହୋତ୍ସବ ସଭାରେ ଏସିଏଫ୍ ବାବାଜି ଚରଣ ରାଉତ ସ୍ୱାଗତ ଭାଷଣ ଦେଇଥିଲେ । ପରେ ଡିଏଫ୍‌ଓ ସମୀର ଶତପଥି କାର୍ଯ୍ୟକ୍ରମ ସୂଚନା ଦେବା ସହ ଜଙ୍ଗଲ ସଂରକ୍ଷଣରେ ବୃକ୍ଷରୋପଣ ଭୂମିକା ତଥା ବିଗତ ବର୍ଷମାନଙ୍କରେ ହୋଇଥିବା ବୃକ୍ଷରୋପଣ

ତଥା ତାର ସ୍ଥିତି ମୁଖ୍ୟ ଅତିଥି ଶ୍ରୀ ମିଶ୍ରଙ୍କ ପ୍ରଚେଷ୍ଟା ଯୋଗୁଁ ବଲାଙ୍ଗିର ଜିଲ୍ଲାରେ ଜଙ୍ଗଲର ସୁରକ୍ଷା ପାଇଁ ସରକାରଙ୍କ ତରଫରୁ ଆସିଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସୂଚନା ଦେଇଥିଲେ । ବିଧାୟକ ଶ୍ରୀ ମିଶ୍ର ନିଜ ବକ୍ତବ୍ୟରେ ଜଙ୍ଗଲ ସୁରକ୍ଷା ଦିଗରେ ନିଜର ଅଭିଜ୍ଞତା କହିବା ସହ ଜଙ୍ଗଲ ବିଭାଗ ଜିଲ୍ଲାରେ ଥିବା ବିଭିନ୍ନ ଜଙ୍ଗଲରେ ଆହୁରି କିପରି ବ୍ୟାପକ ଭାବରେ ଜଙ୍ଗଲ ସୃଷ୍ଟି ହେବ ତା ଉପରେ ଆଲୋକପାତ କରିଥିଲେ । ବୃକ୍ଷରୋପଣ ସାଙ୍ଗକୁ ତାର ସୁରକ୍ଷା, ଜଙ୍ଗଲ ପୋଡିରୁ ଜଙ୍ଗଲକୁ ରକ୍ଷା, ଜଙ୍ଗଲ ଭିତରେ ଛୋଟ ଛୋଟ ଜଳାଶୟରେ ଯେପରି ଜଳ ରହିବ ଏବଂ ସେଥିରୁ ବନ୍ୟଜନ୍ତୁ ପାଣି ପାଇପାରିବେ ସେ ଦିଗରେ ଧ୍ୟାନ ଦେବାକୁ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ପର୍ଯ୍ୟଟନ ସ୍ଥଳି ଭୀମଡୁଙ୍ଗୁରି ରେ ଚାଲିଥିବା ଇକୋ ଟୁରିୟମ କାମ କିପରି ଶିଘ୍ର ପୂର୍ଣ୍ଣାଙ୍ଗ ହେବ ସେ ଉପରେ କାର୍ଯ୍ୟକ୍ରମ ନିଆଯିବ ଏବଂ ବଲାଙ୍ଗିର ସଦର ବ୍ଲକ ସ୍ଥିତ ବରକାନି ଗ୍ରାମ ପାଖରେ ଥିବା ଚାନ୍ଦଲି ପାହାଡ ତା ପାଖରେ ଥିବା ଜଳ ଉତ୍ସ, ସେ ରାସ୍ତା ଦେଇ ପାଟଣାଗଡ ରାସ୍ତା ପର୍ଯ୍ୟନ୍ତ ଏକ ଇକୋ-ଟୁରିଜମ କରିଡର ନିର୍ମାଣ କରାଯିବ ଏବଂ ସେ ଉପରେ ଏକ ସବିଶେଷ ପ୍ରସ୍ତାବ

ପଠାଇବାକୁ ଡିଏଫ୍‌ଓଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସଭା ପୂର୍ବରୁ ମୁଖ୍ୟ ଅତିଥି ଶ୍ରୀ ମିଶ୍ର ବଣ୍ଡା ସଂରକ୍ଷତ ଜଙ୍ଗଲରେ ଏକ ପିପ୍ପଳ ବୃକ୍ଷ ରୋପଣ କରି ବନୋମହୋତ୍ସବକୁ ଉଦ୍‌ଘାଟନ କରିଥିଲେ । ଆଜିର ଏହି ବନୋମହୋତ୍ସବରେ ଉତ୍ତମ ଜଙ୍ଗଲ ସୁରକ୍ଷା ଦିଗରେ ଭଲ କାମ କରିଥିବା ତିନୋଟି ବନସୁରକ୍ଷା ସମିତି ଯଥା ସାଲେପଡା, ବାଙ୍କେଲ ଏବଂ ବେହେରାପାଣି ବନସୁରକ୍ଷା ସମିତିକୁ ପୁରସ୍କୃତ କରାଯାଇଥିଲା । ଆଜିର ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗନ୍ଧରେଲ ବନ ସୁରକ୍ଷା ସମିତିର ସଭାପତି ମନୋରଂଜନ ସାଏ, ରେଞ୍ଜର ବିଜୟ ଖୁଣ୍ଟିଆ, ଏସିଏଫ୍ ଅଜିତ କୁମାର ବିଶି, ସମାଜସେବୀ ବିଷ୍ଣୁ ପ୍ରସାଦ କେଡିଆଙ୍କ ସମେତ ବଲାଙ୍ଗିର ରେଞ୍ଜର ସମସ୍ତ କର୍ମଚାରୀ ଓ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like