-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||      *କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||      ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   (10-Mar-2026)       ||      ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   (10-Mar-2026)       ||     

HOME   ଜିଲ୍ଲା

: କାର ଧକ୍କାରେ ବିଶାଳପାଲି ଗ୍ରାମର ୨ବାଳକ ଆହତ, ଜିଲ୍ଲାପାଳ ମୋନିସା ବାନାର୍ଜୀ ଉଦ୍ଧାର କରି ଡାକ୍ତରଖାନା ପଠାଇଲେ

05-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ବିନିକା ଆଜି ଅପରାହ୍ନରେ ଗୋଡ଼ଭଗା-ବିନିକା ରାଜ୍ୟ ରାଜପଥରେ ଏକ କାର ଧକ୍କାରେ ୨ଜଣ ବାଳକ ଆହତ ହୋଇଛନ୍ତି l ବରଗଡ଼ ଜିଲ୍ଲାପାଳ ସେମାନଙ୍କୁ ଉଦ୍ଧାର କରି ବିନିକା ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଇ ମହାନତାର ପରିଚୟ ଦେଇଛନ୍ତି l ସୂଚନା ଯୋଗ୍ୟ ଯେ ବିନିକା ବ୍ଲକ ବିଶାଳପାଲି ଗ୍ରାମର ୨ଜଣ ବାଳକ ଶୁଭମ ପେରା ଓ ରୋହିତ ସୁନା ଏକ ସାଇକଲ ଯୋଗେ ଗ୍ରାମରୁ ବାହାରି ବିଶାଳ ପାଲି ଛକକୁ ଆସୁଥିଲେ l ଠିକ ସେହି ସମୟରେ ଗୋଡ଼ଭଗା ପଟରୁ ଆସୁଥିବା ଏକ କାର ମହାଦେବ ମନ୍ଦିର ନିକଟ ରାସ୍ତାରେ ଉଭୟଙ୍କୁ ଧକ୍କା ଦେବାରୁ ବାଳକ ଦ୍ୱୟ ତକେ ପଡିଯାଇ ଆହତ ହୋଇଥିଲେ l ଏତିକି ବେଳେ ବରଗଡ଼ ଜିଲ୍ଲାପାଳ ମୋନିସା ବାନାର୍ଜୀ ଦୁର୍ଘଟଣା ସ୍ଥାନରେ ପହଞ୍ଚି ବାଳକ ଦ୍ୱୟଙ୍କୁ ଉଦ୍ଧାର କରି ସେହି ଗାଡ଼ିରେ ହିଁ ବିନିକା ଡାକ୍ତରଖାନାକୁ ପଠାଇ ମେଡିକାଲ ଅଫିସରଙ୍କୁ ଫୋନ ମାଧ୍ୟମରେ ଅବଗତ  କରାଇଥିଲେ l ଉଭୟ ବାଳକ ବିନିକା ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି l ତେବେ ଜିଲ୍ଲାପାଳ ମୋନିସା ବାନାର୍ଜୀଙ୍କ ଏପରି ମହାନତାକୁ ନେଇ ସାଧାରଣରେ ଆଲୋଚନା ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   11-Mar-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   11-Mar-2026
  ଜିଲ୍ଲା  
ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   10-Mar-2026
  ଜିଲ୍ଲା  
*ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   10-Mar-2026
  ଜିଲ୍ଲା  
ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   10-Mar-2026

You Might Also Like