-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

କରୋନା ପୁଣି ସୂଚେଇ ଦେଲା ବୃକ୍ଷର ଆବଶ୍ୟକତା      

05-Jul-2021



 ସାଲେଭଟା,(ପ୍ରେରଣା ଖବର)- ବୃକ୍ଷର ମହତ୍ୱ ସବୁବେଳେ ଅଛି । କିନ୍ତୁ ସଂପ୍ରତି କରୋନା ମହାମାରୀ ସମୟରେ ଅମ୍ଲଜାନର ଆବଶ୍ୟକତା ଯୋଗୁଁ ଗଛର ମହତ୍ୱ ସମଗ୍ର ବିଶ୍ୱବାସୀ ବେଶ ହୃଦୟଙ୍ଗମ କରିପାରିଛନ୍ତି । ପରିବେଶ ସୁରକ୍ଷା ପାଇଁ ବୃକ୍ଷର ଆବଶ୍ୟକତା ଅଛି ବୋଲି  ବୋଲି କରୋନା ପୁଣି ଆମକୁ ସୂଚେଇ ଦେଲା ।  ତେଣୁ ଆମେ ସମସ୍ତେ ଗଛ ଲଗାଇବା ସହିତ ତାର ସୁରକ୍ଷା ନିତାନ୍ତ ଆବଶ୍ୟକ ବୋଲି

ସରକାରୀ ପ୍ରାଥମିକ  ବିଦ୍ୟାଳୟ ସାଲେଭଟା ଇକୋ କ୍ଲବ ଆନୁକୁଲ୍ୟରେ ୭୨ତମ ବନମହୋତ୍ସବ କାର୍ଯ୍ୟକ୍ରମରେ  ମୁଖ୍ୟଅତିଥି ଆଗଲପୁର ବ୍ଲକ ଶିକ୍ଷାଧିକାରୀ ସୁଶ୍ରୀ ରୀନା କୁମାରୀ ବେହେରା ଯୋଗଦେଇ ମତବ୍ୟକ୍ତ କରିଥିଲେ । ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା ଦୂର୍ଯ୍ୟୋଧନ ପଶାୟତଙ୍କ  ଅଧ୍ୟକ୍ଷତାରେ ହୋଇଥିବା କାର୍ଯ୍ୟକ୍ରମରେ ଅନ୍ୟ ସମ୍ମାନୀତ ଅତିଥି ଭାବରେ ଆଗଲପୁର ଫରେଷ୍ଟର ମଧୁସୂଦନ ଗଡୁଆ, ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ, ଏବିଇଓ ପ୍ରଭାତ କୁମାର ପାତ୍ର, ଏବିଇଓ ଆଦିତ୍ୟ କୁମାର ବନ୍ଦିଛୋର, ଡେଙ୍ଗ ବିଦ୍ୟାଳୟର ପ୍ରକୃତିବନ୍ଧୁ ଶିକ୍ଷକ ତଥା ଜୁନିଅର ରେଡକ୍ରସ କାଉନସିଲର ରାମ ନାରାୟଣ ଦାଶ, ସାମ୍ବାଦିକ ବରାଜ ନନ୍ଦ ପାଢୀ, ସିଆରସିସି ସଦାନନ୍ଦ ଭୁଏ  ଯୋଗ ଦେଇଥିଲେ ।  ମୁଖ୍ୟଅତିଥିଙ୍କ କରକମଲରେ ବୃକ୍ଷରୋପଣ ଶୁଭାରମ୍ଭ ପରେ ବିଦ୍ୟାଳୟ ପରିସରରେ ଅମୃତଭଣ୍ଡା, ସଜନା, ନିମ୍ବ, ଶାଗୁଆନ, ଦେବଦାରୁ, ଲେମ୍ବ, ପିଜୁଳି, ପଣସ  ପ୍ରଭୃତି ଚାରା ରୋପଣ କରାଯାଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ଧରିତ୍ରୀ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷୟିତ୍ରୀ ଅଳକା ପଣ୍ଡା କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଏଥିରେ ପ୍ରକାଶ ଥାଉକି ବିଦ୍ୟାଳୟର ଶିକ୍ଷର୍ôଥମାନଙ୍କ ମଧ୍ୟରେ ଅନଲାଇନ ଦ୍ୱାରା ବନମହୋତ୍ସବ ବିଷୟରେ ଚିତ୍ରାଙ୍କନ

ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ଫରେଷ୍ଟ ଗାର୍ଡ ଜ୍ୟୋସ୍ନା ସଲତର , ଶିକ୍ଷୟତ୍ରୀ ଗୁରୁବାରୀ ପଧାନ, ରୁନୁ ପଧାନ, ସିତୟା ପଧାନ, କୁନ୍ତୀ ପଧାନ, କାଂଚନ ହୋତା, ଶିକ୍ଷକ ଗୋବିନ୍ଦ ସାହୁ, ଦଶରଥ ପଟେଲ, ନେତ୍ରାନନ୍ଦ ସାହୁ, ଦୟାନନ୍ଦ ସାହୁ, ସନ୍ତୋଷ କୁମାର ପାଇକ ଚନ୍ଦନ, ରାଜକିଶୋର ମାହାକୁର, ବିଦ୍ୟାଳୟ ପରିଚାଳନା ସଭାପତି ରୁଦ୍ରକାନ୍ତ ମେହେର, ପୂର୍ବତନ ୱାର୍ଡସଭ୍ୟ ବିପ୍ର ଷାଣ୍ଡ, ବିଘ୍ନେଶ୍ୱର କୁମ୍ଭାର. ଅଙ୍ଗନୱାଡି କର୍ମି ବିନୟା ସାହୁ, କୁନ୍ତି ମଟାରୀ, ଅଷ୍ଟମି ମଟାରି ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ  ଶିକ୍ଷକ ଗୋବିନ୍ଦ ଭୋଇ ପରିଚାଳନା କରିଥିବା ବେଳେ କୁନ୍ତି ପଧାନ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like