-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାରେ ଆଶିର୍ବାଦ ଯୋଜନା ତୁରନ୍ତ କାର୍ଯ୍ୟକାରୀ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

05-Jul-2021



ବଲାଙ୍ଗିର,(ପ୍ରେରଣା ଖବର)-  ଆଜି ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ ଆଶିର୍ବାଦ ଯୋଜନା କାର୍ଯ୍ୟକାରିତା ସଂପର୍କରେ ଏକ ସଚେତନତା ସଭା ଭର୍ଚ୍ଚୁଆଲ ମୋଡରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂହ, ଜିଲ୍ଲାପାଳ, ସମସ୍ତ ଉପ-ଜିଲ୍ଲାପାଳ, ସିଡିଏମ୍‌ଓ, ଡିଡବ୍ଲୁଓ, ବିଏସ୍‌ଏସ୍‌ଓ, ଡିପିଓ, ଡିପିଏମ୍ ଏନ୍‌ଆରଏଚ୍‌ଏମ୍‌, ଜିଲ୍ଲା ଶିକ୍ଷାଧିକାରୀ, ଜିଲ୍ଲାର ସମସ୍ତ ବିଡଓ, ତହସିଲଦାର, ସିଡିପିଓ, ଜିପିଓ, ବିଏସ୍‌ଏସ୍‌ଓ, ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ଓ ସଭ୍ୟ, ଚାଇଲ୍ଡ ଲାଇନର କର୍ମକର୍ତ୍ତାଙ୍କୁ ସ୍ୱାଗତ ଜଣାଇବା ସହ  ସରକାରଙ୍କ ଆଶିର୍ବାଦ ସଂପର୍କରେ ପୁଙ୍ଖାନୁପୁଙ୍ଖ ଉପସ୍ଥାପନ କରି ବୁଝାଇଥିଲେ । ୧ ଏପ୍ରିଲ ୨୦୨୦ ବା ତଦ୍‌ପରେ ଉଭୟ ପିତା ଓ ମାତା ଅଥବା ପିତା କିମ୍ବା ମାତାଙ୍କୁ ହରାଇଥିବା ସମସ୍ତ ୧୮ ବର୍ଷରୁ କମ୍ ଶିଶୁଙ୍କୁ ପ୍ରଶାସନ ତତ୍‌କ୍ଷଣାତ୍ ଯତ୍ନ ଓ ସୁରକ୍ଷା ଯୋଗାଇ ଦେବାର ଗୁରୁଦାୟିତ୍ୱ ରହିଛି । ଏ ସମୟ ମଧ୍ୟରେ କୌଣସି ୧୮ ବର୍ଷରୁ କମ୍ ଶିଶୁ ପିତା-ମାତା ଅବା ପିତା କିମ୍ବା ମାତାଙ୍କୁ ହରାଇଥିଲେ ସେମାନଙ୍କୁ ଶୁଖିଲା ଖାଦ୍ୟ, ବସ୍ତ୍ର ଓ ଆବଶ୍ୟକୀୟ ଜିନିଷ ବିଡିଓ ଓ ତହସିଲଦାର ନିଶ୍ଚିତ ଭାବେ ବ୍ୟବସ୍ଥା କରିବେ ବୋଲି ଜିଲ୍ଲାପାଳ କହିଥିଲେ ।  ମୃତ୍ୟୁ ପ୍ରମାଣପତ୍ର ଜିଲ୍ଲାରେ ବା ରାଜ୍ୟର କୌଣସି ଜିଲ୍ଲାରେ ହୋଇଥିଲେ ସିଡିଏମ୍‌ଓ, ମେଡିକାଲ ଅଫିସର, ତହସିଲଦାର ତୁରନ୍ତ ବ୍ୟବସ୍ଥା କରିବେ ।  ବ୍ୟାଙ୍କ ପାସବହି, ଶୁଖିଲାଖାଦ୍ୟ ବିଡିଓ ବ୍ୟବସ୍ଥା କରିବେ । ଶିଶୁମାନଙ୍କର ସାମାଜିକ ସର୍ବେକ୍ଷଣ ବିବରଣୀ ସିଡିପିତ୍ତ୍ୱତ୍ତ୍ୱତ୍ତ୍ୱଓ / ସୁପରଭାଇଜର ପ୍ରସ୍ତୁତ କରିବେ । ଶିଶୁଙ୍କର ଜନ୍ମ ପ୍ରମାଣପତ୍ର ଅଙ୍ଗନୱାଡି କର୍ମୀ, ସ୍କୁଲ ଶିକ୍ଷକ, ମେଡିକାଲ ଅଫିସର ବନ୍ଦୋବସ୍ତ କରିବେ । ଏ ସଂପର୍କରେ ବିଶେଷ ସଚେତନତା ପାଇଁ ପ୍ରତ୍ୟେକ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ମ୍ୟୁନିସିପାଲିଟି ଓ ଏନ୍‌ଏସି କାର୍ଯ୍ୟାଳୟରେ ଆଶିର୍ବାଦ ଯୋଜନାର ଉଲ୍ଲେଖିତ ବିବରଣୀ ଟଙ୍ଗା ଯାଇ ଜନସଚେତନତା ସୁନିଶ୍ଚିତ କରାଯିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଶେଷରେ ଜିଲ୍ଲାରେ କୌଣସି ବି ଯୋଗ୍ୟ ଶିଶୁ ଆଶିର୍ବାଦ ଯୋଜନା, ଖାଦ୍ୟ ସୁରକ୍ଷା ଯୋଜନା, ସ୍ୱାସ୍ଥ୍ୟ ଯୋଜନା ରୁ ବଂଚିତ ହେବେ ନାହିଁ ଓ ଏହାର ସୁଫଳ ପାଇଁ ଜନପ୍ରତିନିଧି, ମୁଦ୍ରଣ ଓ ଇଲେକ୍ଟ୍ରୋନିକ୍ସ ଗଣମାଧ୍ୟମ  ତଥା ଜନସାଧାରଣଙ୍କର ସକ୍ରିୟ ସହଯୋଗ ଆବଶ୍ୟକ ବୋଲି ଜିଲ୍ଲାପାଳ କହିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like