-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||     

HOME   ମହାନଗର

ରାଷ୍ଟ୍ରୀୟ ମଧ୍ୟବିତ୍ତ ପରିବାର ମହାସଂଘ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ

06-Jul-2021



 ସମ୍ବଲପୁର,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ସରକାର ଧନୀ ଗୋଷ୍ଠୀର ଲୋକଙ୍କ ପାଇଁ ବିଭିନ୍ନ ସମୟରେ ଅର୍ଥନୈତିକ ପ୍ରୋତ୍ସାହନ ଯୋଗେଇ ଦେଉଥିବା ବେଳେ ଗରିବ ସୀମାରେଖା ତଳେ ଥିବା ଲୋକଙ୍କ ସୁରକ୍ଷା ପାଇଁ ସଦା ତତ୍ପର ହେଉଛନ୍ତି । କିନ୍ତୁ ଏହି ପ୍ରକ୍ରିୟା କରଣ ମଧ୍ୟରେ ଆର୍ଥିକ ସୁରକ୍ଷା ଓ ସାମାଜିକ ସମାନତା କ୍ଷେତ୍ରରେ ଅବହେଳିତ ହେଉଛନ୍ତି ମଧ୍ୟବିତ୍ତ । ଏହି ପରିପ୍ରେକ୍ଷୀରେ ଆଜି ରାଷ୍ଟ୍ରୀୟ ମଧ୍ୟବିତ୍ତ ପରିବାର ମହାସଂଘ ଜୋନାଲ କମିଟି ପକ୍ଷରୁ ମଧ୍ୟବିତ୍ତ ପରିବାରଙ୍କ ମୌଳିକ ସମସ୍ୟା ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଙ୍କ ଜରିଆରେ  ଏକ ୧୨ଦଫା ଦାବି ସମ୍ବଳିତ ସ୍ମାରକ ପତ୍ର ପ୍ରଦାନ କରାଯାଇଥିଲା I ଏଥିରେ ସଙ୍ଘର ରାଷ୍ଟ୍ରୀୟ ଅଧ୍ୟକ୍ଷ ପ୍ରଦୀପ ମିଶ୍ର, ଉପ ସଭାପତି ଗୋପୀନାଥ ସାହୁ, ରାଜ୍ୟ ସମ୍ପାଦକ ହରେକୃଷ୍ଣ ପାତ୍ର, ଝାରସୁଗୁଡା ଜ଼ିଲ୍ଲା ସଭାପତି ରବୀନ୍ଦ୍ର ସାହୁ, କାର୍ଯ୍ୟକାରିଣୀ ସଦସ୍ୟ ମହମଦ ଅକତର ସମେତ ସଂଗଠନର  ଅନେକ କାର୍ଯ୍ୟକର୍ତ୍ତା  ଅଂଶଗ୍ରହଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026

You Might Also Like