-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

ପରିବେଶ ସୁନ୍ଦର ପାଇଁ ବିନିକା ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

06-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ୭୨ତମ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ବିନିକା ସ୍ଥିତ ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଯୁବ ରେଡକ୍ରସ ବିଭାଗର ମିଳିତ ଆନୁକୁଲ୍ୟରେ ବୃକ୍ଷ ହିଁ ଜୀବନକୁ ପାଥେୟ କରି ଆଜି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ପରିବେଶକୁ ସୁନ୍ଦର ଓ କୋଭିଡ ଭଳି ମହାମାରୀ ସମୟରେ ଅମ୍ଳଜାନର ମହତ୍ତ୍ୱ ଏବଂ ବୃକ୍ଷ ରୋପଣ ଦ୍ବାରା ଏହାକୁ କିପରି ପ୍ରତିହତ କରାଯିବ ସେନେଇ ବିଦ୍ୟାଳୟର ଅଧ୍ୟକ୍ଷା ରେଖା ପ୍ରଧାନ ଉପସ୍ଥିତ ପରିବେଶ ପ୍ରେମୀ ଓ କର୍ମଚାରୀଙ୍କୁ ସୂଚନା ଦେଇଥିଲେ l ପ୍ରାରମ୍ଭରେ ପୂର୍ବତନ ଅଧ୍ୟକ୍ଷ ସ୍ବର୍ଗତ ରଘୁନାଥ ବିଶୀଙ୍କୁ ମନେ ପକାଇବା ପାଇଁ ତାଙ୍କ ସ୍ମୁତି ଉଦ୍ଦେଶ୍ୟରେ ଯୁବ ରେଡକ୍ରସ ବିଭାଗ ପକ୍ଷରୁ ଏକ ନିମ୍ବ ଗଛକୁ ଅଧ୍ୟକ୍ଷା ରେଖା ପ୍ରଧାନ ରୋପଣ କରିଥିବା ବେଳେ, ପରିଚାଳନା କମିଟିର ପୂର୍ବତନ ସଭାପତି ସ୍ବର୍ଗତ ଦେବୀପ୍ରସାଦ ହୋତା ଙ୍କ ପାଇଁ ଜାତୀୟ ସେବା ଯୋଜନା ତରଫରୁ ଏକ ବୃକ୍ଷ ରୋପଣ କରାଯାଇଥିଲା। ପରେ  କଲେଜର ସମସ୍ତ ଷ୍ଟାଫ କଲେଜ ପରିସରର ବିଭିନ୍ନ ସ୍ଥାନରେ ଲିମ୍ବ,ଆମ୍ବ, ସଜନା,ଜାମୁକୋଳି,କୃଷ୍ଣଚୂଡ଼ା,ଦେବଦାରୁ,ପଣସ,ପିଜୁଳି,ଲେମ୍ବୁ,ଅଁଳା,କରଞ୍ଜ ଆଦି ଗଛ ଗୁଡ଼ିକ ରୋପଣ କରିଥିଲେ l ଅନୁଷ୍ଟିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଯୁବ ରେଡକ୍ରସ କାଉନସିଲର ବିଜୟ ସାହୁ, ପ୍ରୋଗ୍ରାମ ଅଫିସର ରୋହିତ ଧରୁଆ, ଅଧ୍ୟାପକ ସପ୍ତସାଗର ପ୍ରଧାନ,ଧନେଶ୍ଵର ସାହୁ,ପିତରଞ୍ଜନ ସାହୁ,ନୀଳମାଧବ ଛତ୍ର, ଝସକେତେନ ମେହେର,ମଧୁସ୍ମିତା ମେହେର,ମନିଷା ଷଡ଼ଙ୍ଗୀ,ନାରାୟଣ ଚୌଧୁରୀ,ଗରିବ ସାଲାମା,ସୁବାସ ତରିଆ,ଗରିବ ଥନlପତି,ବଳରାମ ପଟେଲ,ସନତ ଦାସ,ଆଶୀର୍ବାଦ ହୋତା,ବିଜୟ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଗୋଟିଏ ଲେଖାଏଁ ଗଛ ରୋପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like