-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାରେ ଗରୀବଙ୍କ ଚାଉଳ ହରିଲୁଟ: ଚାଉଳମାଫିଆ ଟିକେଲାଲ ସାହୁ ଓ କବିସାହୁକୁ ଗିରଫ ଦାବିରେ କଣ୍ଟାବାଞି ବିଧାୟକଙ୍କ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ

06-Jul-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର) : ବଲାଙ୍ଗୀର ଜିଲ୍ଲାରେ ଧାନକିଣା,ବିଭିନ୍ନ ଯୋଜନାର ଚାଉଳ ବଣ୍ଟନରେ ବ୍ୟାପକ ଦୁର୍ନିତୀ ହେଉଛି । ଏହାର ମୁଖ୍ୟକାର୍ପଟଦାର ହେଉଛନ୍ତି ଜିଲ୍ଲା ଯୋଗାଣ ବିଭାଗରେ ପୁର୍ବରୁ ଅସ୍ଥାୟୀ ଡ୍ରାଇଭର ଭାବରେ କାମକରୁଥିବା ଟିକେଲାଲ ସାହୁ ଓ ତାର ଭାଇ କବି ସାହୁ । ଜିଲ୍ଲାରେ ସେମାନେ ଚାଉଳ ଯୋଗାଣର ଟାନ୍ସପୋର୍ଟିଂ ଦାୟିତ୍ବ ନେଇ କୋଟିକୋଟି ଟଙ୍କାର ଦୁର୍ନିତୀ କରି ୧୦୦କୋଟି ଟଙ୍କାର ମାଲିକ ପାଲଟିଯାଇଛନ୍ତି । ଟିକେଲାଲ ସାହୁ ଚାଉଳ ରିସାଇକ୍ଲିଂ କରି ଏକ ରାଇସମିଲ ମାଲିକ ହୋଇଯାଇଛି । ଜିଲ୍ଲାରେ ଚାଉଳ ଯୋଗାଣରେ ମାଫିଆରାଜ ଚାଲିଛି ଓ ଏହି ଦୁର୍ନିତୀକୁ ରୋକିବାକୁ ଟିକେଲାଲ ସାହୁ ଓ କବି ସାହୁକୁ ଗିରଫ କରିବାକୁ ଦାବିକରି ଆଜି କଣ୍ଟାବାଞି ନିର୍ବାଚନମଣ୍ଡଳିର କଂଗ୍ରେସ ପକ୍ଷରୁ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉକରି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । ଜିଲ୍ଲାକଂଗ୍ରେସକମିଟିର ସଭାପତି ଦିଲିପ ବେହେରାଙ୍କ ନେତୃତ୍ବରେ ଅନୁଷ୍ଠିତ ଏହି ଘେରାଉରେ କଣ୍ଟାବାଞି ବିଧାୟକ ସନ୍ତୋସିଂ ସାକୁଜା ଯୋଗଦେଇ ଜିଲ୍ଲାରେ ମାଫିଆରାଜ ବନ୍ଦ କରିବାକୁ ଆହ୍ବାନ ଦେଇଥିଲେ । ଟିକେଲାଲର ମାଫିଆରାଜକୁ ବନ୍ଦ କରିବାକୁ ସରକାର କ୍ରାଇମବ୍ରାନ୍ଵ ତଦନ୍ତ କରାଇବାକୁ ବିଧାୟକ ଶ୍ରୀ ସାଲୁଜା ଦାବି କରିଛନ୍ତି । କବି ସାହୁ ନାମରେ ଯୋଗାଣ ବିଭାଗ,ଶିକ୍ଷା ବିଭାଗର ଏମଡିଏମ,ଆଇସିଡିଏସ ବିଭାଗର ଚାଉଳ ଟ୍ରାନ୍ସପୋର୍ଟିଂ ଦାୟିତ୍ବ ରହିଛି । ଗତ କିଛିଦିନ ତଳେ ମୁରିବାହାଲ ବ୍ଲଜରେ କବି ସାହୁର କଳାକାରନାମା ଧରାପଡିଥିଲା । ଏଫସିଆଇରୁ ଚାଉଳ ନଉଠାଇ ବମଳେଶ୍ବରୀ ରାଇସମିଲରୁ ନିମ୍ନମାନର ଚାଉଲ ନେଈ ଅଙ୍ଗନଓ୍ବାଡି ସେଣ୍ଟର ରେ ଦେଇଥିଲା । କିନ୍ତୁ ପ୍ରଶାସନ ସେ ଉପରେ କୌଣସି

ପଦକ୍ଷେପ ନେଲେନି । ତେଣୁ ପ୍ରଶାସନର ସହଯୋଗରେ ହିଁ କଳାବଜାରୀ ହେଉଥିବା କଂଗ୍ରେସ ଅଭିଯୋଗ କରିଛି । ଏହି ଘେରାଉ କାର୍ଯ୍ଯକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁରିବାହାଲ ବ୍ଲକ ଅଧ୍ୟକ୍ଷା ଅନୁ ଭୋଇ, ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷ ଭୋଲା ବେହେରା, ଜିଲ୍ଲାକଂଗ୍ରେସର ଉପସଭାପତି ସନ୍ତକ ବହିଦାର, ମୁରିବାହାଲ ବ୍ଲକ କଂଗ୍ରେସ ସଭାପତି ପ୍ରଫୁଲ୍ଲ ବଘାର,ଟିଟିଲାଗଡର ତ୍ରୀନାଥ ରାଓ,ଅଙ୍କୁର ଅଗ୍ରଓ୍ବାଲ ପ୍ରମୁଖଙ୍କ ସହିତ ବହୁସଂଖ୍ୟାରେ କଂଗ୍ରେସକର୍ମି ଯୋଗଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like