-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

ସୁରଭି ଶୋଧ ଏବଂ ଗବେଷଣା କେନ୍ଦ୍ର ବିଛୁବାହାଲିରେ ବନମହୋତ୍ସବ ପାଳିତ

06-Jul-2021



କଣ୍ଟାବାଞ୍ଜି:(ଆନନ୍ଦ କୁମାର ମୋଟେ) :ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡା ବ୍ଳକର ସୁରଭି ଶୋଧ ଏବଂ ଗବେଷଣା କେନ୍ଦ୍ର ବିଛୁବାହାଲିରେ ୭୨ତମ ବନମହୋତ୍ସବ ସପ୍ତାହର ଷଷ୍ଠ ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହୋଇଯାଇଛି।ଏହି ଅବସରରେ ସୁରଭିଶୋଧର ସଭାପତି ପ୍ରବୀଣ ଆର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ବଲାଙ୍ଗୀର ବନଖଣ୍ଡ ଅଧିକାରୀ ସମିର କୁମାର ଶତପଥୀ,

ସମ୍ମାନିତ ଅତିଥି ଭାବେ କଣ୍ଟାବାଞ୍ଜି ବନାଞ୍ଚଳ ଅଧିକାରୀ ଶ୍ରଦ୍ଧାଦେବ ବଡମାଳି,ପ୍ରକୃତିବନ୍ଧୁ ତଥା ଜୁନିୟର ରେଡକ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶ, ପୂର୍ବତନ ସମ୍ପାଦକ ରମେଶ ଅଗ୍ରୱାଲ ମଞ୍ଚାସୀନ ଥିଲେ।ବରିଷ୍ଠ ସଭ୍ୟ ଅଶୋକ ଛାପଡିଆ ସଭା ପରିଚାଳନା କରିଥିଲେ।ସୁରଭିଶୋଧ ପରିସରରେ ଏକ ଔଷଧୀୟ ବଗିଚା କରିବାକୁ ନିଷ୍ପତ୍ତି ନିଆଯାଇଥିଲା।ତାପରେ ଅତିଥି ମାନେ ନଡ଼ିଆ, ଆମ୍ବ,ବେଲ,ନିମ୍ବଆଦି ବୃକ୍ଷ ରୋପଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ଅଜିତ ଜୈନ,ଅଜୟ ଅଗ୍ରୱାଲ, ଲଳିତ ଅଗ୍ରୱାଲ, ରମେଶ ଅଗ୍ରୱାଲ,ମୁରାରୀ ଲାଲ ଅଗ୍ରୱ।ଲ, ଅର୍ଜୁନ ଜୈଶୱ।ଲ,କୈଳାଶ ରଣା, ବନମାଳୀ ସାହୁ,ଫରେଷ୍ଟର ଆଦିତ୍ୟ ମିଶ୍ର, ବିନୋଦ ବିହାରୀ ଧରୁଆ, ସତ୍ୟ ନାରାୟଣ ମାଝୀ,

ଘନଶ୍ୟାମ ପଶାୟତ,ଫରେଷ୍ଟଗାର୍ଡ ଚନ୍ଦ୍ରକାନ୍ତୀ ସୁନା,ରିତାଞ୍ଜଳି ନିଆଁଲ ଆଦି ସହଯୋଗ କରିଥିଲେ।ଠିକ ସେହିପରି କଣ୍ଟାବାଞ୍ଜି ମହାବିଦ୍ୟାଳୟରେ ମଧ୍ୟ ବୃକ୍ଷ ରୋପଣ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ଅଧ୍ୟାପକ ସତ୍ୟବ୍ରତ ମିଶ୍ର, ସଞ୍ଜୟ କୁମାର ମିଶ୍ର,ଦେବେନ୍ଦ୍ର ମେହେର, ଲୋହିତାକ୍ଷ ଯୋଶୀ,ଦୀପାଳି ଶର୍ମା, ପ୍ରକୃତିବନ୍ଧୁ ଡୋଳାମଣି ମହତ,ଆଶିଷ ଜୈନ,ଆଦି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like