-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

ନୟାଗଡ଼ : ଗଣିଆ ବ୍ଳକର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଦଶପଲ୍ଲା ବିଧାୟକଙ୍କ ମାରାଥନ ଶିଳାନ୍ୟାସ

06-Jul-2021



ନୟାଗଡ, (ପ୍ରଦୀପ କୁମାର ପଣ୍ଡା): ନୟାଗଡ଼ ଜିଲା ଗଣିଆ ବ୍ଲକ ଛାମୁଣ୍ଡିଆ ଗ୍ରାମପଞ୍ଚାୟତରେ ସୋମବାର ଦିନ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି। ଏପରିକି ବର୍ଷା ଦିନେ ଉକ୍ତ ଅଞ୍ଚଳ ରେ ଜନସାଧାରଣ ବହୁତ ଅସୁବିଧା ର ସମ୍ମୁଖୀନ ହେଉଥିବାରୁ ନଦୀ ବନ୍ଧ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି | ଏହି କାର୍ଯ୍ୟକ୍ରମରେ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ବିଜେଡି ସଭାପତି ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ବେହେରା

ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଥମେ ବୃତଙ୍ଗ ନଦୀର ଦକ୍ଷିଣପାର୍ଶ୍ଵ ବନ୍ଧରସୁରକ୍ଷା ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ ପରେ ଡଙ୍କାରିସାହି ମହାନଦୀ ଦକ୍ଷିଣ ପାର୍ଶ୍ଵ ବନ୍ଧର ସୁରକ୍ଷା ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ପରେ ଧୋବାବୁରେଇ ଠାରୁ ରାଇଗାଡ଼ିଆ ପଯ୍ୟନ୍ତ ବୃତଙ୍ଗ ନଦୀର ବାମ ପାର୍ଶ୍ଵ ବନ୍ଧର ସୁରକ୍ଷାବନ୍ଧ  ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ | ଛାମୁଣ୍ଡିଆ ସ୍ୱାଥ୍ୟକେନ୍ଦ୍ର ପରିସରରେ ସ୍ବାଥ୍ୟ ଓ ଆରୋଗ୍ୟକେନ୍ଦ୍ରକୁ ଉଦଘାଟିତ  କରିଥିଲେ | କରୋନା ସମୟରେ ସ୍ୱାସ୍ଥ୍ୟ ସେବା କୁ ବିଶେଷ ଗୁରୁତ୍ୱ ଦେଇଥିବାରୁ ଆଦିବାସୀ ଅଧ୍ୟୁଷିତ ଛାମୁଣ୍ଡିଆ ପଞ୍ଚାୟତ ବାସୀ ବିଧାୟକ ଙ୍କୁ ଭୁରି ପ୍ରଶଂସା କରିଛନ୍ତି |  କୁମ୍ଭୀରଖଣି ଠାରେ କ୍ଲବ ଘରର ଭିତ୍ତିପ୍ରସ୍ତର ସ୍ଥାପନ ଓ ଛାମୁଣ୍ଡିଆ ଠାରେ କ୍ଲବ ଘରର ଭିତ୍ତିଭୂମି ସ୍ଥାପନ କରିଥିଲେ । ଏହି ମାରାଥନ କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଶେଷଦେଵ ସ୍ୱାଇଁ , କନ୍ଧମାଳ ସାଂସଦଙ୍କ 

ଜିଲ୍ଲା ପ୍ରତିନିଧି ସଦାଶିବ ମିଶ୍ର , ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର ମହାରଣା , ଉପାଧ୍ୟକ୍ଷଙ୍କ ପ୍ରତିନିଧି ଦଣ୍ଡଧର ଦାଶ , ବିଡ଼ିଓ ସିରିୟାଲ ଶୁଭ୍ର ପଟେଲ ,ଗଣିଆଗୋଷ୍ଠୀ ସ୍ୱାଥ୍ୟକେନ୍ଦ୍ରର ଅଧିକାରୀ ମଧୁସୂଦନ ଦାଶ , ଛାମୁଣ୍ଡିଆ ସରପଞ୍ଚ ମଙ୍ଗୁଳୁ ସାହୁଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like