-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||     

HOME   ଜିଲ୍ଲା

କୋଟଗଡ : ୭୨ତମ ବନ ମହୋତ୍ସବ ପାଳିତ :ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ବୃକ୍ଷରୋପଣ

06-Jul-2021



ବାଲିଗୁଡ଼ା,(ପ୍ରେରଣା ଖବର ବ୍ୟୁରୋ): ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଜୁଲାଇ ୧ରୁ  ବନ ମହୋତ୍ସବ ସପ୍ତାହ ଆରମ୍ଭ ହୋଇଥିବା ବେଳେ ବାଲିଗୁଡ଼ା ବନଖଣ୍ଡ ପକ୍ଷରୁ କୋଟଗଡ ରେଞ୍ଜ ମାଦାଗୁଡ଼ା ପଞ୍ଚାୟତର ଝରିଘାଟି ନିକଟରେ ଥିବା ଏକ ଜଙ୍ଗଲ ଜମି ରେ ଏକ ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ  ଉତ୍କଳ ସାମ୍ବାଦିକ ସଂଘ, ସମେତ ସ୍ଥାନୀୟ ସମସ୍ତ ସରକାରୀ ଅଧିକାରୀ, କର୍ମଚାରୀ ,  ଲୋକ ପ୍ରତିନିଧି ଓ ସ୍ଥାନୀୟ ଗ୍ରାମ୍ୟ ଜଙ୍ଗଲ ଜମି କମିଟି ସଦସ୍ୟ ମାନେ ସାମିଲ ହୋଇ ବୃକ୍ଷ ରୋପଣ କରିଥଲେ। ଏହି କାର୍ଯ୍ୟକ୍ରମକୁ ସ୍ଥାନୀୟ ଜେଏମଫସି କୋର୍ଟର ବିଚାରପତି ଅନୁରାଗ ଦେହୁରୀ ପ୍ରଥମେ ବୃକ୍ଷ ରୋପଣ କରି ଶୁଭାରମ୍ଭ କରିଥିବା ବେଳେ ବିଡ଼ିଓ କୈଳାସ ଚନ୍ଦ୍ର ମୁର୍ମୁ, ବ୍ଲକ  ଅଧ୍ୟକ୍ଷା ସବିତା ମଲିକ, ଉପାଧକ୍ଷ ଜିଭି ପାନ୍ତୁଲୁ ରାଓ, ପଶୁଡ଼ାକ୍ତର ରଞ୍ଜିତ ସାମନ୍ତ ସିଂହାର, ସାଂସଦ ପ୍ରତିନିଧି ମନୋଜ ସାବତ,ସମେତ ସ୍ଥାନୀୟ ସାମ୍ବାଦିକ ମାନେ ମଧ୍ଯ ସାମିଲ ହୋଇ ବୃକ୍ଷ ରୋପଣ କରିଥିଲେ। ଉତ୍କଳ ସାମ୍ବାଦିକ ସଂଘ ଜିଲ୍ଲା ସଭାପତି ସନ୍ତୋଷ କୁମାର ଦାଶ ସମେତ ମନୋରଞ୍ଜନ ରାୟ, ପ୍ରତାପ ନାୟକ, ମହେନ୍ଦ୍ର ପଣ୍ଡା, ରମେଶ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ବୃକ୍ଷ ରୋପଣ କରିଥିଲେ। କୋଟଗଡ ରେଞ୍ଜର ସୂର୍ଯ୍ୟକାନ୍ତ ବେହେରା ଓ ବନପାଳ ପ୍ରଭାତ କୁମାର ଦୋରା ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ୬୦ହେକ୍ଟର ଜଙ୍ଗଲ ରେ ଖାଲି ଥିବା ସ୍ଥାନ ରେ ବୃକ୍ଷ ରୋପଣ କରାଯାଇ ନୂତନ ଜଙ୍ଗଲ ସୃଷ୍ଟି ପାଇଁ ୧୨ହଜାରର ବିଭିନ୍ନ କିସମର ଔଷଧୀୟ, ଫଳନ୍ତି ବୃକ୍ଷ ରୋପଣ ଆଗକୁ ଆହୁରି ବ୍ୟାପକ କରାଯିବ ବୋଲି ବନପାଳ ଶ୍ରୀ ଦୋରା କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026

You Might Also Like