-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ବାଙ୍କିପାଲି ଉଚ୍ଚବିଦ୍ୟାଳୟରେ ବନମହୋତ୍ସବ        

06-Jul-2021



ସୋନପୁର,(ପ୍ରେରଣା ଖବର)-  ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚବିଦ୍ୟାଳୟ    ବାଙ୍କିପାଲିର ଜୁନିଅର ରେଡକ୍ରସ ୟୁନିଟ ତରଫରୁ କୋଭିଡ ଗାଇଡଲାଲଇନକୁ ମାନି ୨୦୨୧ ବନମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ଜୁନିଅର ରେଡକ୍ରସ ପରାମର୍ଶଦାତା ତଥା ସାଧନକର୍ମି ହୃଷିକେଶ ଡାଙ୍ଗ ପରିଚୟ ପ୍ରଦାନ କରିବା ସହିତ ୭୨ତମ ବନମହୋତ୍ସବ ସଂନ୍ଦର୍ଭରେ ସୂଚନା ପ୍ରଦାନ କରିଥିଲେ । ବିଦ୍ୟାଳୟର ପ୍ରଧାନଶିକ୍ଷକ ନବିନ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ହୋଇଥିବା କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ମୁଖ୍ୟଅତିଥି ଭାବରେ ଓ  ବଲାଙ୍ଗିର ଜିଲ୍ଲା ଡେଙ୍ଗ ଉଚ୍ଚ ବିଦ୍ୟାଳୟର  ଜୁନିଅର ରେଡକ୍ରସ ପରାମର୍ଶଦାତା ତଥା ସମାଜସେବୀ ଶିକ୍ଷକ ରାମ ନାରାୟଣ ଦାଶ  ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ । ବୃକ୍ଷ ହିଁ ଜୀବନ । ପରିବେଶ ତଥା ସମାଜ ପାଇଁ ବୃକ୍ଷର ଆବଶ୍ୟକତା ସମଗ୍ର ବିଶ୍ୱବାସୀ ଅବଗତ । ସଂପ୍ରତି କରୋନା ମହାମାରୀ ସମୟରେ ଅମ୍ଲଜାନ ସିଲିଣ୍ଡର

ଅଭାବ ସୂଚାଇ ଦେଇଛି ଯେ ବୃକ୍ଷର ଆବଶ୍ୟକତା ସନ୍ତୁଳିତ ପରିବେଶ ରେ ମାନବ ସମାଜ ତିଷ୍ଠି ରହିବା ପାଇଁ ନିତାନ୍ତ ଆବଶ୍ୟକ ବୋଲି ଅତିଥି ଗଣ ମତପ୍ରକାଶ କରିଥିଲେ । ପରେ ବିଦ୍ୟାଳୟ ପରିସରରେ ନିମ୍ବ, ପିଜୁଳି, ପଣସ, ଆମ୍ବ, ଜାମୁ ଆଦି ବୃକ୍ଷ ରୋପଣ କରାଯାଇଥିଲା । ଗୋଟିଏ ନିମ୍ବ ଗଛ କୁ ‘ବୋଧିଦୃମ’ ନାମରେ ନାମିତ କରାଯାଇଛି । କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ  ଠଣ ସୁନ୍ଦର ସାହୁ, ସଂଜିବ ସାହୁ, ବସୁଦେବ ନାଏକ, ତମାଲ ଭୋଇ, ଗୋବିନ୍ଦ ପଧାନ, ତଖଲିତ ପଧାନ, ସୁବାଷ ଭୋଇ ପ୍ରମୁଖ ଉପସ୍ଥତ ରହି ସହଯୋଗ କରିଥିଲେ । ବରିଷ୍ଠ ଶିକ୍ଷକ ସଂଜିବ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like