-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||     

HOME   ରାଜ୍ୟ

କେବିକେ ଯୁଗ୍ମ ପ୍ରଶାସକ ଡ଼ଃ ନୃପରାଜ ସାହୁଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - କେ ବି କେ ଅନୁଦାନ ପ୍ରାପ୍ତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଓ କାର୍ଯ୍ୟକାରିତାର ସମୀକ୍ଷା

06-Jul-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : କେ ବି କେ ଯୁଗ୍ମ ପ୍ରଶାସକ ଶ୍ରୀଯୁକ୍ତ ନୃପରାଜ ସାହୁ ଆଜି ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲ୍ଲାରେ କେ ବି କେ ଅନୁଦାନ ପ୍ରାପ୍ତ ବିଭିନ୍ନ ପ୍ରକଳ୍ପ ଗୁଡିକର ଅଗ୍ରଗତି ଓ କାର୍ଯ୍ୟକାରିତା ର ସମୀକ୍ଷା କରିଛନ୍ତି l ସେ ଏହି ବୈଠକରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ମହାତ୍ମାଗାନ୍ଧୀ ନିଶ୍ଚିତ  କର୍ମନିଯୁକ୍ତି ଯୋଜନା, ଓଡିଶା ମିଶନ ଶକ୍ତି ର କାର୍ଯ୍ୟକାରିତା, ସ୍ୱାସ୍ଥ୍ୟ ବିଭାଗ ଅଧୀନରେ ଚାଲିଥିବା ଜିଲ୍ଲାର ବିଭିନ୍ନ ସି ଏଚ ସି ଓ ପି ଏଚ ସି ସହ ମୁଖ୍ୟ ଡାକ୍ତରଖାନାରେ ନିର୍ମାଣଧୀନ  କୋଠା, ଆନୁସଙ୍ଗିକ ଭିତିଭୂମି, ଗ୍ରାମ୍ୟଞ୍ଚଳରେ ନିର୍ମାଣଧୀନ ପାନୀୟ ଜଳ ଯୋଗାଣ ପ୍ରକଳ୍ପ,କ୍ଷୁଦ୍ର ଜଳ ସେଚନ ବିଭାଗ ର କାର୍ଯ୍ୟକାରିତା, ସହ  ସାମାଜିକ ସୁରକ୍ଷା ବିଭାଗ,  ଜିଲ୍ଲା ମଙ୍ଗଳ ବିଭାଗ, ଜିଲ୍ଲା ଶିକ୍ଷା ବିଭାଗ ପ୍ରଭୁତି ର କାର୍ଯ୍ୟକାରିତା ଉପରେ ବିଭାଗୀୟ ସମ୍ପୃକ୍ତ ଅଧିକାରୀଙ୍କୁ ପଚାରି ବୁଝିଥିଲେ l ବିଭାଗ ଗୁଡିକରେ ଚାଲିଥିବା ପ୍ରକଳ୍ପ ଗୁଡିକୁ ଧାର୍ଯ୍ୟ ସମୟ ମଧ୍ୟରେ ସମାପନ କରିବା ଓ ବିଭାଗୀୟ କାର୍ଯ୍ୟକ୍ରମ ଗୁଡିକୁ ସଫଳତାର ସହ ଲୋକଙ୍କୁ ପହଞ୍ଚାଇବା ନିମନ୍ତେ ଗୃରୁତ୍ବ ଦେବାକୁ ପରାମର୍ଶ ଦେଇଛନ୍ତି lସମୀକ୍ଷା ବୈଠକ ପରେ ଡ଼ଃ ସାହୁ ଜିଲ୍ଲପାଳ ଅଵୋଲୀ ସୁନିଲ ନରୱଣେ ଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରି ସମ୍ପୃକ୍ତ ବିଭାଗୀୟ ଆଲୋଚନା କରିଥିଲେ l ତତ ପରେ ଡ଼ଃ  ସାହୁ ସୋନପୁର ବ୍ଲକ କାର୍ଯ୍ୟାଳୟ କୁ ଯାଇ ସେଠାରେ ମଧ୍ୟ ବିଭାଗୀୟ କାର୍ଯ୍ୟକାରିତାର ସମୀକ୍ଷା କରିଥିଲେ l ଆଜିର ଏହି ସମୀକ୍ଷା ବୈଠକରେ ଉପ ନିର୍ଦେଶକ ଯୋଜନା ଓ ପରିସଂଖ୍ୟନ, ସୁବର୍ଣ୍ଣପୁର, ଶ୍ରୀ ସୁକାନ୍ତ କୁମାର ଜେନା , ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ, ବିଭୁ ପ୍ରସାଦ ପଣ୍ଡା, ନିର୍ବାହୀ ଯନ୍ତ୍ରୀ ଏମ ଆଇ-କିଶୋର ଚନ୍ଦ୍ର ଆଚାର୍ଯ୍ୟ, ଇନଚାର୍ଜ ଡ଼ିଏସ ଡବ୍ଲୁ ଓ  ଅନିତା ଗୁରୁ, ଡ଼ି ଇ ଓ ଲକ୍ଷ୍ମଣ ଭୋଇ, ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଦିଲୀପ କୁମାର ପଣ୍ଡା, ଡ଼ି ଡବ୍ଲୁ ଓ ପାଲାକା ରବୀନ୍ଦ୍ର, ନିର୍ବାହୀ ଯନ୍ତ୍ରୀ ଆରଡବ୍ଲୁଡ଼ି- ବୈକୁଣ୍ଠ ନାଥ ଷଡ଼ଙ୍ଗୀ, ରୋଶନ ଗାନ୍ଧୀ-ଏଡ଼ି ପ୍ଲାନିଂ, ଦ୍ୟୁଳକଦ୍ୟୁତି ପ୍ରଧାନ -ଏଇ ଏନ.ଏଚ.ଏମ, ସଞ୍ଜୟ କୁମାର ପଣ୍ଡା -ଡେପୁଟି ମ୍ୟାନେଜର ଏନ.ଏଚ.ଏମ, ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026

You Might Also Like