-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||     

HOME   ଜିଲ୍ଲା

ବାଲିଗୁଡା : ପଞ୍ଚାୟତ କାର୍ଯ୍ୟାଳୟ ଓ ମିଶନ ଶକ୍ତି ଗୃହ ଉଦଘାଟିତ

06-Jul-2021



 ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ କରକୁଡୁପା ଗ୍ରାମ ପଞ୍ଚାୟତର କାର୍ଯ୍ୟାଳୟ ଓ ମିଶନ ଶକ୍ତି ଗୃହ ଉଦଘାଟିତ ହୋଇଛି I ଏଥିରେ ମୁଖ୍ୟ ଅତିଥି ଭାବେ  ବାଲିଗୁଡା ବିଧାୟକ ଚକ୍ରମଣି କହଁର, ସମ୍ମାନିତ ଅତିଥି ଭାବେ ତୁମୁଡ଼ିବନ୍ଧ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପାତ୍ର ଯୋଗ ଦେଇ ଆନୁଷ୍ଠାନିକ ଭାବେ  ଉଦଘାଟନ କରିଥିଲେ I ଉକ୍ତ କାର୍ଯ୍ୟକ୍ରମରେ  ବାଲିଗୁଡାର ପୂର୍ବତନ ବିଧାୟକ ରାଜୀବ ପାତ୍ର, ତୁମୁଡ଼ିବନ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୀନା ପ୍ରଧାନ, ତୁମୁଡ଼ିବନ୍ଧ ବ୍ଲକ୍ ବିଜୁ ଜନତା ଦଳ ସଭାପତି ପ୍ରମୋଦ କୁମାର  ସାହୁ , ବିଧାୟକ ପ୍ରତିନିଧି ଶ୍ୟାମ ସୁନ୍ଦର ବଡ଼ସେଟ୍, ଜିଲ୍ଲା ପରିଷଦ ସଭ୍ୟ ବାସନ୍ତୀ ପାତ୍ର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଶିରିସ୍ ଚନ୍ଦ୍ର ମଲିକ ଓ ତୁମୁଡ଼ିବନ୍ଧ ବ୍ଲକର ଅନେକ କର୍ମକର୍ତ୍ତା ଉପସ୍ଥିତ ଥିଲେ I ଗ୍ରାମ ପଞ୍ଚାୟତର ଅନେକ ଅସୁବିଧା ମୁଖ୍ୟତଃ  ମୋବାଇଲ୍ ସେବା, ରାସ୍ତାଘାଟ , ଶିକ୍ଷା ବିକାଶ ଓ ଜନ ମଙ୍ଗଳ କାର୍ଯ୍ୟକୁ ସମାଧାନ କରିବା ପାଇଁ ସମିତି ସଭ୍ୟା ରିଞ୍ଜ ମଲିକ ଉପସ୍ଥିତ ବିଧାୟକ ଓ ସମସ୍ତ ସରକାରୀ କର୍ମକର୍ତ୍ତାଙ୍କୁ ଅନୁରୋଧ କରିଥିଲେ l  ପ୍ରକାଶ ଯେ, କୁର୍ତ୍ତମଗଡ଼ ଗ୍ରାମପଞ୍ଚାୟତ ଠାରୁ ଅଲଗା ହୋଇ ୨୦୧୫  ମସିହା ଜୁଲାଇ ୦୧ତାରିଖ ଦିନ କରକୁଡୁପା ଗ୍ରାମ ପଞ୍ଚାୟତ ଗଠିତ ହୋଇଥିଲା I କାର୍ଯ୍ୟାଳୟ ନ ଥିବାରୁ ପଞ୍ଚାୟତର ସରପଞ୍ଚ ଓ କର୍ମଚାରୀମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିଲେ I କିନ୍ତୁ ଏହି ସମସ୍ୟାର ବର୍ତ୍ତମାନ ଅନ୍ତ ଘଟିଛି I ଗ୍ରାମପଞ୍ଚାୟତ ବାସୀଙ୍କ ଅନେକ ଦିନର ଆଶା ଆଜି ପୂରଣ ହୋଇପାରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026

You Might Also Like