-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||     

HOME   ଜିଲ୍ଲା

ପୁଣି କଙ୍ଗାରୁ କୋର୍ଟ, ଗ୍ରାମରୁ ନିଆଁ, ପାଣି ବାସନ୍ଦ ହେଲେ ସମିତି ସଭ୍ୟ

06-Jul-2021



ଖପ୍ରାଖୋଲ,(ପ୍ରେରଣା ଖବର) :ସମିତି ସଭ୍ୟଙ୍କ ସହ ତାଙ୍କ ପରିବାର ବର୍ଗ ଙ୍କୁ ଗାଁରୁ ବାସନ୍ଦ, ବଲାଙ୍ଗିର ଜିଲ୍ଲାରୁ  ପୁଣି ଏକ କଙ୍ଗାରୁ କୋର୍ଟ ମାମଲା ସାମ୍ନା କୁ ଆସିଛି ।  ଏଭଳି ଅଭିଯୋଗ ଆସିଛି ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲରମ୍ଭା ଥାନା ବାଘମୁଣ୍ଡ ଗାଁରୁ  ।  ବାଘମୁଣ୍ଡ ର ମହିଳା ସମିତି ସଭ୍ୟଙ୍କ ସମେତ ତାଙ୍କ ପରିବାରକୁ ଗାଁରେ ନିଆଁ ପାଣି ବାସନ୍ଦ କରାଯାଇଛି । ଘଟଣା ସଂପର୍କରେ ପ୍ରଥମେ ଲରମ୍ଭା ଥାନା ଓ ପରେ ପାଟଣାଗଡ ଏସଡିପିଓଙ୍କ ନିକଟରେ ଅଭିଯୋଗ ପରେ ନିର୍ଯ୍ୟାତିତ ପରିବାର ବଲାଙ୍ଗିର ଏସପିଙ୍କ ଦ୍ବାରସ୍ଥ ହୋଇଛନ୍ତି । ୨୦୧୭ ଫେବୃଆରୀରେ ହୋଇଥିବା ପଞ୍ଚାୟତ ନିର୍ବାଚନରେ ବାଘମୁଣ୍ଡ ଗ୍ରାମପଞ୍ଚାୟତରୁ ସମିତି ସଭ୍ୟା ଭାବେ ବାଘମୁଣ୍ଡ ଗାଁର ବୈଦେହୀ ସେଠ୍ ନିର୍ବାଚିତ ହୋଇଥିଲେ ।

ନିର୍ବାଚିତ ହେବାପରେ ଗାଁର ପ୍ରକାଶ ମେହେର ଓ ବିକାଶ ମେହେର ପ୍ରଲୋଭନ ଦେଖାଇ ବୈଦେହୀ ଓ ତାଙ୍କ ସ୍ବାମୀ ଲିଙ୍ଗରାଜ ସେଠଙ୍କୁ ରାୟପୁର ନେଇ ୧୫ ଦିନ ଅଜଣା ସ୍ଥାନରେ ରଖିଥିଲେ । କିଛିଦିନ ତଳେ ସମିତି ସଭ୍ୟା ବୈଦେହୀ ଓ ତାଙ୍କ ସ୍ୱାମୀ ଲିଙ୍ଗରାଜ ଟଙ୍କା ମାଗିବା ରୁ ବିକାଶ ମେହେର ଏବଂ ପ୍ରକାଶଙ୍କ ମେହେର ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରି ବନ୍ଧୁକ, ଠେଙ୍ଗା ଓ ଲୁହାରଡ୍ ଆଦି ମାରଣାସ୍ତ୍ର ଦେଖାଇ ଭୟଭୀତ କରି ଧମକ,ଚମକ ଦେଇଥିବା ଅଭିଯୋଗ ହୋଇଛି  । ଘଟଣା ସଂପର୍କରେ ଗତ ୧ ତାରିଖ ଦିନ ବୈଦେହୀ ସେଠ ଲରମ୍ଭା ଥାନାରେ ଅଭିଯୋଗ କରିଥିଲେ । ଏପରିକି କାର୍ଯ୍ୟାନୁଷ୍ଠାନ ଦାବୀରେ ଗତ ୧୨ ତାରିଖ ପିଡିତ ପରିବାର ପାଟଣାଗଡ ଏସଡିପିଓ ଙ୍କ ଦ୍ବାରସ୍ଥ ହୋଇଥିଲେ । ଏ ଘଟଣାକୁ ନେଇ ଗତ  ୧୪ ତାରିଖରେ ଗାଁରେ   କଙ୍ଗାରୁ କୋର୍ଟ ବସିଥିଲା । ବୈଦେହୀଙ୍କ ପରିବାରକୁ ମଧ୍ୟ ଉକ୍ତ କଙ୍ଗାରୁ କୋର୍ଟ କୁ ଲୋକେ ଡାକିଥିଲେ । ଭୟରେ ସେମାନେ ନଯିବାରୁ ତାଙ୍କୁ  ନିଆଁପାଣି ବାସନ୍ଦ କରାଯାଇଛି ବୋଲି ବୈଦେହୀ ଜଣାଇବା ସହ ଆବଶ୍ୟକ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା କୁ ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026

You Might Also Like