-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||     

HOME   ଜିଲ୍ଲା

ସ୍ଥାନୀୟ ଆଦିବାସୀ ଙ୍କୁ ନେଇ ବନ ମହୋତ୍ସବ ସହ ବୃକ୍ଷରୋପଣ ଓ ଜଙ୍ଗଲ ସୁରକ୍ଷା ଏକମାତ୍ର ବିକଳ୍ପ

07-Jul-2021



ପାଟଣାଗଡରେ(ପ୍ରେରଣା ଖବର) : ପାଟଣାଗଡ଼  ବନାଞ୍ଚଳ ବେଲପଡା ସେକ୍ସନ୍‌ ଦ୍ୱାରା ଆୟୋଜିତ ବନମହୋତ୍ସବରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଓ ବେଲପଡା ଆଦିବାସୀ କର୍ମଚାରୀ ସଂଘ ର ବିପୁଳ କର୍ମକର୍ତ୍ତା ମାନେ ସକ୍ରିୟ  ଅଂଶଗ୍ରହଣ କରିଥିବା ଜଣାଯାଇଛି । ଉକ୍ତ କାର୍ଯ୍ୟକ୍ରମ ବୁଠି କୁରାଢି ସଂରକ୍ଷିତ ବାଞ୍ଜିଡୁଙ୍ଗୁରି ସେଣ୍ଟ୍ରାଲ ନର୍ସରୀ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ବନ ମହୋତ୍ସବରେ ବେଲପଡା ତହସିଲଦାର ଶ୍ରୀମତୀ ପ୍ରଶାନ୍ତି ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ସମ୍ମାନୀତ ଅତିଥି ଭାବେ ବେଲପଡା ବିଡିଓ ଭିକ୍ଟର ସୋରେନ, ଶିକ୍ଷା ଅଧିକାରୀ ବୈକୁଣ୍ଠ ଶବର, ଥାନା ଅଧିକାରୀ ବୁଲୁ ମୁଣ୍ଡା, ଓଡିଶା ଆଦିବାସୀ କଲ୍ୟାଣ ସଂଘର ମହାସଚିବ ନିରଞ୍ଜନ ବିଶି,ଏ ବି ଓ ଜଗବନ୍ଧୁ ମାଝୀ, କପାଣୀ ସରପଞ୍ଚ ହେମାଙ୍ଗିନି ଧରୁଆ ପ୍ରମୁଖ ଯୋଗଦେଇ ବୃକ୍ଷରୋପଣ କରିଥିଲେ । ଜଙ୍ଗଲବିଭାଗ ର  ପାଟଣାଗଡ ବନାଧିକାରୀ ରାଜକିଶୋର ଭୋଇ, ଫରେଷ୍ଟର ରଞ୍ଜିତ ସିଂ ବାବୁ ବନମହୋତ୍ସବକୁ ପରିଚାଳନା କରିଥିଲେ । ପ୍ରାକୃତିକ ଜଙ୍ଗଲ ସୁରକ୍ଷା ନୂତନ ଜଙ୍ଗଲ ,ପଥ ପାର୍ସୀକ ବନୀକରଣ ଜଙ୍ଗଲ ପୋଡି ନିରାକରଣ, ପରିବେଶ ସୁରକ୍ଷାପାଇଁ ଜଙ୍ଗଲ ସୁରକ୍ଷା ଅପରିହାର୍ଯ୍ୟ ଏବଂ ବୃକ୍ଷ ରୋପଣ ଏକମାତ୍ର ବିକଳ୍ପ ବୋଲି ମୁଖ୍ୟଅତିଥି ମାନେ ମତ ପ୍ରକାଶ କରିଥିଲେ । ଏହି ବନମହୋତ୍ସବରେ ଡମ୍ବରୁ ଧରୁଆ, ଗନ୍ଧର୍ବ ମାଝୀ,ଭୁପାଳ ସିଂ ବିଶ୍ୱାଳ,ଗୋପାଳ ନାଗ, ଧନୁଯ ମାଝୀ, ସୁରେଶ ମାଝୀ, ଦୁର୍ବାସା ମଲ୍ଲିକ, ଲିଲୁଧର ଭୋଇ, ଧବଳେଶ୍ୱର ରାଉତ, ରାଜେନ୍ଦ୍ର ଧରୁଆ, ଘନ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026

You Might Also Like