-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ଦୀର୍ଘ ୬ବର୍ଷ ହେଲା ତିଳକ କୁମ୍ଭାରଙ୍କୁ ମିଳିନି ଇନ୍ଦିରା ଆବାସ

07-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) :  ବର୍ଷେ ନୁହେଁ କି ଦି ବର୍ଷ ନୁହେଁ ଦୀର୍ଘ ୬ବର୍ଷ ହେଲା ତିଳକ କୁମ୍ଭାରଙ୍କୁ ମିଳିନି ଇନ୍ଦିରା ଆବାସ ଘରର ବକେୟା ଟଙ୍କା l ଫଳରେ ତିଳକ ବାର ଦୁଆର ସୁଣ୍ଡି ପିଣ୍ଡା ହେକ ଭଳି ପଞ୍ଚାୟତ କର୍ତ୍ତୁପକ୍ଷ ଙ୍କ ଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ଗୁହାରି ପାଇଁ ଦୋୖ ଉଡୁ ଥିଲେ ମଧ୍ୟ କେହି ଶୁଣୁ ନ ଥିବାରୁ ହକ ଟଙ୍କା ପାଇବା ନେଇ ହତାଶ ହୋଇ ପଡିଥିବା ଦେଖିବାକୁ ମିଳିଛି l ଘଟଣା ଟି ହେଉଛି ବିନିକା ବ୍ଲକ ଅନ୍ତର୍ଗତ କୌଡ଼ିଆମୁଣ୍ଡ ଗ୍ରାମର l ଗତ ୨୦୧୪-୧୫ ଆର୍ଥିକ ବର୍ଷରେ ତିଳକ କୁମ୍ଭାର ବ୍ଲକ ପ୍ରଶାସନ ତରଫରୁ ଇନ୍ଦିରା ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଁ ଘର ତିଆରି କରିଥିଲେ l ସେହି ସମୟରେ ଆବାସ ଘର ପାଇଁ ସର୍ବମୋଟ ୭୫ହଜାର ଅଟକଳ ଥିଲା l କାର୍ଯ୍ୟାଦେଶ ସଙ୍ଗେ ପ୍ରଥମ କିସ୍ତି ୧୫ହଜାର ଟଙ୍କା ମିଳିଥିଲା l ଘର ନିର୍ମାଣ ଆରମ୍ଭ ପରେ ତାରିଖ ୬/୬/୨୦୧୭ରେ ୨୦ହଜାର,୧୪/୬ରେ ୨୦ହଜାର,୧୭/୭ରେ ୧୦ହଜାର ବିଲ ମିଳିଥିବା ବେଳେ ଶେଷ କିସ୍ତି ୧୦ହଜାର ଟଙ୍କା ଅଦ୍ୟାବଧି ମିଳି ନ ଥିବା ତିଳକ କହିଛନ୍ତି l ସରକାର ଗରିବ ଅସହାୟ ଲୋକଙ୍କୁ ମାଗଣାରେ ଘର ନିର୍ମାଣ ପାଇଁ ଆର୍ଥିକ ସହଯୋଗ  ଦେଉଥିବା ବେଳେ କାହିଁକି ସେମାନଙ୍କ ବିଲ ଦେବାରେ ପ୍ରଶାସନ ହଇରାନ କରୁଛି ସେନେଇ ବିଭିନ୍ନ ମହଲରେ ପ୍ରଶ୍ନବାଚୀ ସୃଷ୍ଟି କରିଛି l ତିଳକ ଭଳି ଆହୁରି ଅନେକ ହିତାଧିକାରୀ ଆବାସ ଘର ନିର୍ମାଣ ଟଙ୍କା ପାଇବାରେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଥିବା ହିତାଧିକାରୀ ମହଲରୁ ଶୁଣିବାକୁ ମିଳୁଛି l ସଦ୍ୟ ଯୋଗଦେଇଥିବା ସୁବର୍ଣ୍ଣପୁର ଜିଲ୍ଲାପାଳ ଆବୋଲୀ ସୁନିଲ ନରୱେ ନେ ଉକ୍ତ ସମସ୍ୟା ପ୍ରତି ଦୃଷ୍ଟି ଦେଲେ ଆବାସ ଘର ପାଇଥିବା ବହୁ ଗରିବ ହିତାଧିକାରୀ ଉପକୃତ ହୋଇପାରିବେ ବୋଲି ହିତାଧିକାରୀ ମହଲରେ ଆଶା ପ୍ରକାଶ ପାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like