-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ପ୍ରତିବାଦ କରି ୧୫ ଦିନରେ ଦୁଇ ଥର ମନ୍ତ୍ରୀ ଙ୍କୁ କଳାପତାକା ପ୍ରଦର୍ଶନ

07-Jul-2021



ଟିଟିଲାଗଡ଼ (ପ୍ରେରଣା ଖବର) : ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ୱାସ୍ଥ୍ୟ ସେବା ସମ୍ପୁର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଥିବା ଓ ଅଧିକାଂଶ ସ୍ଥାନରେ ଡ଼ାକ୍ତର ପଦ, ପଦବୀ ମାନ ଖାଲି ପଡିରହିଥିବା ବାରମ୍ବାର ସ୍ବେଚ୍ଛାସେବୀ ମହଲରେ ଅଭିଯୋଗ ହୋଇଆସୁଥିବା ସତ୍ୱେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ପରି ଗୁରୁତର ଅଭିଯୋଗ ହେଉଛି । ଏପରିକି ଗତ ୧୫ ଦିନ ମଧ୍ୟରେ ଦୁଇ ଥର ମହିଳା ଓ ଶିଶୁ କଲ୍ୟାଣ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ଙ୍କୁ କଳା ପତାକା ପ୍ରଦର୍ଶନ କରି ବିରୋଧ କରାଯାଇଛି । ସୂଚନା ଅନୁଯାୟୀ, ତୁଷୁରା ଡାକ୍ତରଖାନା ପ୍ରତି ସ୍ୱାସ୍ଥ୍ୟ ବିଭାଗ ଅବହେଳା କରିବା ପ୍ରତିବାଦରେ ତୁଷୁରାରେ ଜନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ପୂର୍ବରୁ ପଦଯାତ୍ରା କରି କଳା ପତକା ଦେଖାଇ ପ୍ରତିବାଦ କରିଥିବା ୟୁଥ ଏକ୍ସନ କମଟି ତୁଷୁରା ତରଫରୁ  ଆଜି ପୁଣିଥରେ ମହିଳା ଓ ଶିଶୁ ବିକାଶ କ୍ୟାବିନେଟ ମନ୍ତ୍ରୀ ଟୁକୁନି ସାହୁଙ୍କୁ କଳା ପତାକା ଦେଖାଇ ବିରୋଧ କରିଛି। ଏନେଇ ତୁଷୁରା ପୋଲିସ ୪ ଜଣ ଯୁବକ ଙ୍କୁ  ଥାନାରେ ଅଟକ ରଖିଥିବା  ଜଣାପଡ଼ିଛି । ଡାକ୍ତର ନିଯୁକ୍ତିକୁ ନେଇ ନିଜ ନିର୍ବାଚନ ମଣ୍ଡଳୀରେ ଜଣେ ମନ୍ତ୍ରୀଙ୍କୁ ୧୫ ଦିନ ମଧ୍ୟରେ ଦ୍ୱିତୀୟଥର ପାଇଁ ବିରୋଧ କରିବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।
ସୂଚନାଯୋଗ୍ୟ, ମନ୍ତ୍ରୀ ଟୁକୁନି ସାହୁ ଗୁଡ଼ଭେଲା ବ୍ଲକରେ ଥିବା ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ପାଇଁ ଦିଆଯାଉଥିବା ଏଲପିଜି ଗ୍ୟାସର ଲୋକାର୍ପଣ କରିବାକୁ ଆସିଥିଲେ, କିନ୍ତୁ ଫେରିବା ସମୟରେ ତୁଷୁରା ସହର ଭିତରେ କଳା ପତକା ଦେଖାଇ ପ୍ରତିବାଦ କରିଥିବା ଜଣାପଡ଼ିଛି । ତୁଷୁରା ପୁଲିସ ଏନେଇ ପୂର୍ବରୁ ସୂଚନା ପାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନେଇ ନ ଥିବା ରୁ ପୁଲିସର ଭୂମିକାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଜୁନ ୧୭ ତାରିଖରେ ମଧ୍ୟ ମହିପୁର ଛକରେ ସଂଗଠନର କର୍ମକର୍ତ୍ତାମାନେ ପ୍ଲାକାର୍ଡ ସହ କଳା ପତକା ଦେଖାଇ ବିରୋଧ କରିଥିଲେ। ଡାକ୍ତରଖାନାରେ ୨ଜଣ ଡାକ୍ତର ଯୋଗ ଦେଇଥିଲେ ମଧ୍ୟ ସିଏଚସି କରିବା ପାଇଁ ଦାବି ହେଉଛି । ତେବେ ତୁଷୁରା ଡାକ୍ତରଖାନାରେ ଥିବା ଡାକ୍ତରଙ୍କୁ ଅନ୍ୟତ୍ର ବଦଳି କରିବା ପରେ ତୁଷୁରାରେ ଅସନ୍ତୋଷ ଦେଖାଦେଇଛି । ସେହିପରି ମନ୍ତ୍ରୀ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଟିଟିଲାଗଡ ସବ ଡିଭିଜନାଲ ସରକାରୀ ଡାକ୍ତରଖାନାରେ ବର୍ଷ,ବର୍ଷ ଧରି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଡ଼ାକ୍ତର ପଦବୀ ମାନ ଖାଲି ପଡିଥିବା ସତ୍ୱେ  ପୂରଣ ଦିଗରେ ନିରବ ଦ୍ରଷ୍ଟା ସାଜିଥିବା ଅଭିଯୋଗ ହୋଇଆସୁଛି । ଏ ନେଇ ତୁରନ୍ତ ବିଭାଗୀୟ ଶାସନ ସଚିବ ଦୃଷ୍ଟି ଦେବାକୁ ବିଭିନ୍ନ ମହଲରୁ ଦାବୀ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like