-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା : ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ, ଖାଇବା ତେଲ, ଡାଲି ଓ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି କୁ ନେଇ କଂଗ୍ରେସର ବିକ୍ଷୋଭ

07-Jul-2021



ଲୋଇସିଂହା, (ବିନୋଦ କୁମାର ଦୀପ): ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳୀ ଲୋଇସିଂହା ଠାରେ କେନ୍ଦ୍ର ସରକାରଙ୍କ ଦରବୃଦ୍ଧିକୁ ନେଇ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଛି l ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ, ଖାଇବା ତେଲ, ଡାଲି ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିର ପ୍ରତିବାଦ ଓ ଧାନର ସହାୟକ ମୂଲ୍ୟ କୁଇଣ୍ଟାଲ ପ୍ରତି 2930 ବୃଦ୍ଧି ଦାବିରେ ଏବଂ ଚାଷୀଙ୍କୁ ସାର, କୀଟନାଶକ ଔଷଧ ରିହାତି ଦରରେ ଯୋଗାଇ ଦେବା ଦାବିରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ଉକ୍ତ ବିକ୍ଷୋଭରେ ଜିଲ୍ଲା କଂଗ୍ରେସ ସଭାପତି ଦିଲୀପ ବେହେରା, ବ୍ଲକ କଂଗ୍ରେସ ସଭାପତି ଅରବିନ୍ଦ ସାହୁ, ପୂର୍ବତନ ବ୍ଲକ ଚେୟାରମ୍ୟାନ ଟଙ୍କଧର ଗଡ଼ତ୍ୟା, କଂଗ୍ରେସ ଯୁବନେତା ସରୋଜ ବିଶ୍ୱାଳ, ଲୋଇସିଂହା ସରପଞ୍ଚ ସୁନିଲ ଅଗ୍ରୱାଲ, କୁସଙ୍ଗ ସରପଞ୍ଚ ଯଦୁମଣି ପଧାନ, ସୋମନାଥ ପଟେଲ, ବ୍ୟାସଦେବ ଥାନାପତି, ମୋହିତ ମିଶ୍ର, ଶିବ ଅଗ୍ରୱାଲ, ଭାଗବତୀଆ ଭୋଇ, ବିଭୁତି ପଧାନ ସମେତ କଂଗ୍ରେସର ଶତାଧିକ କର୍ମୀ ଯୋଗ ଦେଇଥିଲେ l 

ଟଙ୍କଧର ଗଡ଼ତ୍ୟା, କଂଗ୍ରେସ ଯୁବନେତା ସରୋଜ ବିଶ୍ୱାଳ, ଲୋଇସିଂହା ସରପଞ୍ଚ ସୁନିଲ ଅଗ୍ରୱାଲ, କୁସଙ୍ଗ ସରପଞ୍ଚ ଯଦୁମଣି ପଧାନ, ସୋମନାଥ ପଟେଲ, ବ୍ୟାସଦେବ ଥାନାପତି, ମୋହିତ ମିଶ୍ର, ଶିବ ଅଗ୍ରୱାଲ, ଭାଗବତୀଆ ଭୋଇ, ବିଭୁତି ପଧାନ ସମେତ କଂଗ୍ରେସର ଶତାଧିକ କର୍ମୀ ଯୋଗ ଦେଇଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like